Tag Archives: odisha

Budget 2026: ବଡ ଘୋଷଣା କରିଦେଲେ ଅର୍ଥମନ୍ତ୍ରୀ, ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧।୨: ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ ଉପରେ ନିର୍ଭରଶୀଳତା କମାଇବା ପାଇଁ ଓଡ଼ିଶା, କେରଳ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ସ୍ୱତନ୍ତ୍ର…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି। ବିଭିନ୍ନ ଗ୍ରାମରେ ଗରିବ ଶ୍ରେଣୀର ପରିବାର ମେଡିକାଲ ଯିବା ପାଇଁ ବହୁ ଅସୁବିଧା…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ ଝାଡ଼ାବାନ୍ତି ବ୍ୟାପିଛି। ଝାଡ଼ାବାନ୍ତିରେ ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀଙ୍କ ଶନିବାର ସକାଳେ ମୃତ୍ୟୁ…

ପୋଲିସ ASIଙ୍କ ଆକସ୍ମିକ ମୃତ୍ୟୁ: କାନ୍ଦବୋବାଳିରେ ଫାଟୁଛି ଘର, ଶୋକାକୂଳ ପରିବେଶରେ ଗାଁରେ ହେଲା ଶେଷକୃତ୍ୟ

ଭବାନୀପାଟଣା,୩୧।୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ବଳରାମପୁର ଗ୍ରାମର ଯୁବ ପୋଲିସ ASI ପରିତୋଷ ମିଶ୍ର(୩୯)ଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ହୋଇଛି। ସେ ଅନୁଗୋଳ ଜିଲାରେ ପୋଲିସ ASI ଭାବେ ତାଲିମ ନେଉଥିଲେ। ତେବେ…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ ପଦବୀ ଖାଲି ରହିଥିବା କାରଣରୁ ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲୀପ ଶନିବାର…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ କଲେଜରେ ଆୟୋଜିତ ବିଦାୟ ସମ୍ବର୍ଦ୍ଧନା ସଭାରେ ଅଧ୍ୟକ୍ଷଙ୍କ କର୍ମମୟ ଜୀବନ ସମୟରେ ଏହି…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି ଦାଦନ ଖଟିବା ଆଜି ଏକ ପରିବାର ପାଇଁ ଅଭିଶାପ ସାଜିଛି। କଳାହାଣ୍ଡି ଜିଲା…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ରାୟଗଡ଼ା ସହର ରାମକୃଷ୍ଣ ନଗର ବାସିନ୍ଦା ତଥା ୪ନଂ ୱାର୍ଡ କାଉନସିଲର୍‌ ସୁକାନ୍ତ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ ତାଲା ମାରି ରାଜ୍ୟ ବାହାରକୁ ଯାଇଛନ୍ତି । ୩୨ ହଜାର ଦାଦନ ଶ୍ରମିକଙ୍କୁ…

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ହାଇୱା, ଘଟଣାସ୍ଥଳରେ…

ଧର୍ମଶାଳା,୩୧।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ନାନପୁର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ମାଲ୍‌ ବୋଝେଇ ହାଇୱା ଛକ ନିକଟରେ ସାଇକେଲ ଆରୋହୀଙ୍କୁ ଧକ୍କା ଦେଇଛି। ଘଟଣାସ୍ଥଳରେ…

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା ପାଇଁ ପ୍ରସ୍ତୁତ ଅଛି। ନବୀନ ବାବୁଙ୍କ ନେତୃତ୍ୱରେ ଆମେ ମିଳିତ ଭାବେ ଲଢୁଛୁ।…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର ସରକାରୀ ଶ୍ମଶାନ ଓ ସ୍କୁଲ ଜମିକୁ ଜଣେ ବ୍ୟକ୍ତି ବେଆଇନ ଭାବେ କବ୍‌ଜା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri