ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…
ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ ଦେଓ ନଦୀ ପୋଲ ଉପରେ ଗୁରୁବାର ରାତିରେ ବଳଦ ଚୋରା ଚାଲାଣ କରୁଥିବା…
ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…
ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ ଶେଷ ହୋଇନାହିଁ। କାଗଜ, କଲମରେ କ୍ରୟ ହୋଇ ସାରିଥିବା ବେଳେ ଏବେ ମଧ୍ୟ…
ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର
ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି ବ୍ଲକ ଅନ୍ତର୍ଗତ ବାଉଲସିଂହାରେ ନିର୍ମିତ ୨ଜି ଇଥାନଲ ପ୍ଲାଣ୍ଟ ଉଦଘାଟନ ସହିତ ସାଧାରଣ…
ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା
ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ ୭ ଦିନ ଧରି ଗ୍ରାମରେ ବିଦ୍ୟୁତ୍ ସେବା ବ୍ୟାହତ ହୋଇଥିବା ପ୍ରତିବାଦରେ ଉତ୍ତେଜିତ…
ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ
ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ ପଦକ୍ଷେପ ନିଆଯାଇଛି। ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରତ୍ୟକ୍ଷ ଉଦ୍ୟମରେ ମଙ୍ଗଳବାର…
ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ
ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୮.୦୨ ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଯାଇଛି।…
ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର
ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ଦେଇ ଭଦ୍ରକ ସଦର ମହକୁମା ପର୍ଯ୍ୟନ୍ତ ଯାଇଥିବା ପୂର୍ତ୍ତ ବିଭାଗ ମୁଖ୍ୟ…
ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…
ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ ମୟାବାହାଲ ଦେହୁରୀପଡ଼ାରେ ଶୁକ୍ରବାର ରାତିରେ ଏଭଳି ଏକ ନିର୍ମମ ହତ୍ୟାକାଣ୍ଡ ଘଟିଯାଇଛି। ସ୍ୱାମୀ-ସ୍ତ୍ରୀଙ୍କ…
ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍; ଚାଲିଗଲା…
ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ ଏକ ଦ୍ରୁତଗାମୀ ମୋଟରସାଇକେଲ ଜଣେ ପଥଚାରୀଙ୍କୁ ପଛପଟୁ ଜୋରଦାର ଧକ୍କା ଦେବା ଫଳରେ…
ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…
ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି। ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନ ବିକ୍ରି ପାଇଁ ଆବଶ୍ୟକୀୟ ‘ଟୋକନ୍’ ମିଳି…
ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର
କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁନିପଙ୍ଗା ପଞ୍ଚାୟତ ଅନ୍ତର୍ଗତ…
ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…
ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ…
Archives


