Tag Archives: odisha

ଚଢ଼ା ଦରରେ ସାମଗ୍ରୀ ବିକୁଥିଲେ ହେବ କାର୍ଯ୍ୟାନୁଷ୍ଠାନ: ଜାରି ହେଲା ଟେଲିଫୋନ ନମ୍ବର

ଭୁବନେଶ୍ୱର,୨୩ା୧୦: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ବଜାରରେ ପ୍ରଚୁର ପରିମାଣର ସାମଗ୍ରୀ ମହଜୁଦ ଥିବା ଏବଂ ସମସ୍ତ ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତି ଥିବା…

ବାତ୍ୟା ପ୍ରଭାବିତ ଜିଲା ପାଇଁ ଜାରି ହେଲା ଟୋଲ୍ ଫ୍ରି ନମ୍ବର, ସହାୟତା ପାଇଁ କରନ୍ତୁ କଲ୍

ଭୁବନେଶ୍ୱର,୨୩।୧୦: ବାତ୍ୟା ‘ଦାନା’ର ପ୍ରଭାବରେ ଆଜିଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ଇଲରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ସନ୍ଧ୍ୟା ପରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା,…

‘ଦାନା’ ଯୋଗୁ ରାଜ୍ୟର ୪ଟି ଜିଲା ଅଧିକ ପ୍ରଭାବିତ ହେବା ଆଶଙ୍କା

ଭୁବନେଶ୍ୱର,୨୩।୧୦: ବାତ୍ୟା ‘ଦାନା’ର ପ୍ରଭାବରେ ଆଜିଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବିଭିନ୍ନ ଇଲରେ ଭୀଷଣ ପବନ ସହିତ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ସନ୍ଧ୍ୟା ପରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା,…

‘ଦାନା’ ପାଇଁ ନନ୍ଦନକାନନ ବନ୍ଦ

ଭୁବନେଶ୍ୱର,୨୩।୧୦: ବେଳକୁ ବେଳ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଏହାକୁ ନେଇ ରାଜ୍ୟର ଉପକୂଳିଆ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହିବ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଏବଂ ୨୫ ତାରିଖରେ ନନ୍ଦନକାନନ ବନ୍ଦ ରହିବ ବୋଲି ସୂଚନା…

ଛାନିଆ କଲାଣି ‘ଦାନା’; ବିରୋଧୀ ଦଳ ନେତା ନବୀନ ଦେଲେ ଏଭଳି ବାର୍ତ୍ତା

ଭୁବନେଶ୍ୱର,୨୩।୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବୁଧବାର ବାତ୍ୟାର ରୂପ ନେଇଛି। ଏବେ ଏହା ଘଣ୍ଟାପ୍ରତି ୧୮ କିମି ବେଗରେ ଉପକୂଳ ମୁହାଁ ହୋଇଛି। ତେବେ ଏହାକୁ ନେଇ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଜେଲରେ ଏ କ’ଣ ଚାଲିଛି ! ହାତରେ ଛୁରୀ ଧରି କଏଦୀ କଲେ ଭିଡିଓ ଶୁଟ୍‌, ଭାଇରାଲ ପରେ…

ଭୁବନେଶ୍ୱର,୨୨ା୧୦(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲ୍‌ରେ ଚାଲୁଛି ଅପରାଧୀଙ୍କ ରାଜୁତି। ଜେଲ ଭିତରକୁ ବିଭିନ୍ନ ପ୍ରକାର ନିଶାଦ୍ରବ୍ୟ ଓ ବେଆଇନ ସାମଗ୍ରୀ ଯାଉଛି। ଏପରିକି କଏଦୀମାନେ ମୋବାଇଲ ଫୋନ୍‌ ବ୍ୟବହାର କରି ଅପରାଧ ଘଟାଉଛନ୍ତି। ମଙ୍ଗଳବାର ଏପରି ଏକ ଭିଡିଓ…

ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ, କାଲି ସ୍ଥାନାନ୍ତର ହେବେ ଲୋକେ: ମନ୍ତ୍ରୀ

ଭୁବନେଶ୍ୱର,୨୨।୧୦: ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ମୁକାବିଲାକୁ ରାଜ୍ୟ ସରକାର ଚ୍ୟାଲେଞ୍ଜ ଭାବେ ଗ୍ରହଣ କରିଛନ୍ତି। ତେବେ ଏହାର ପ୍ରସ୍ତୁତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମ୍ବେଦନଶୀଳ…

ବାତ୍ୟା ପରିଚାଳନା କାର୍ଯ୍ୟରେ ନିୟୋଜିତ ହେବେ ଶିକ୍ଷୟିତ୍ରୀ-ଶିକ୍ଷକ, ଛୁଟି ହେଲା ବାତିଲ୍‌

ଭୁବନେଶ୍ୱର,୨୨।୧୦: ଓଡ଼ିଶାକୁ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟ। ବେଳକୁ ବେଳ ଉପକୂଳ ମୁହାଁ ହେଉଥିବା ଯୋଗୁ ରାଜ୍ୟ ସରକାର ପୂର୍ବ ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।…

ଆଇପିଏସ୍‌ ଲଳିତ ଦାସ ହେଲେ OSSSC ଅଧ୍ୟକ୍ଷ

ଭୁବନେଶ୍ୱର,୨୨।୧୦: ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସଙ୍କୁ ନୂଆ ଦାୟିତ୍ୱ ମିଳିଛି। ସେ ଓଡ଼ିଶା ସବ୍‌ ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ(ଓଏସ୍‌ଏସ୍‌ଏସ୍‌ସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ତାଙ୍କ ସହ ଅବସରପ୍ରାପ୍ତ ଆଇଏଏସ୍ ଉଦ୍ଧବ ଚନ୍ଦ୍ର ମାଝୀ ଏବଂ ସରୋଜ କୁମାର ମିଶ୍ରଙ୍କୁ ମଧ୍ୟ…

ଆସନ୍ତା ୨୩ରୁ ୨୫ ଯାଏ କଲେଜ ବନ୍ଦ

ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ଆଶଙ୍କା ଥିବାରୁ ରାଜ୍ୟ ସରକାର କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପାଇଁ ଆସନ୍ତା ୨୩ରୁ ୨୫ ଅକ୍ଟୋବର ଯାଏ କଲେଜ ଏବଂ…

ଯାଜପୁରରେ ଶୁଟିଂ ହେଲା ପୁଷ୍ପା-୨

ଯାଜପୁର,୨୨ା୧୦: ବହୁ ପ୍ରତିକ୍ଷିତ ତେଲୁଗୁ ଫିଲ୍ମ ପୁଷ୍ପା-୨ ଏକ ଦୃଶ୍ୟର ସୁଟିଂ ଓଡ଼ିଶାର ଯାଜପୁର ଜିଲାରେ ହୋଇଛି। ସୋମବାର ଜିଲାର କାଳିଆପାଣି ଥାନା ଓଏମ୍‌ସି କଲରଙ୍ଗି ଟ୍ରକ୍ ପାକିଂ ୟାର୍ଡରେ ନିକଟରେ ମୈତ୍ରୀ ମୁଭି ମେକର୍ସ ପକ୍ଷରୁ ବହୁଚର୍ଚ୍ଚିତ ପୁଷ୍ପା-୨ ଫିଲ୍ମ…

ବାତ୍ୟା ପୂର୍ବରୁ ସମୁଦ୍ର ଅଶାନ୍ତ

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଧୀରେ ଧୀରେ ଗତି କରୁଛି। ମଙ୍ଗଳବାର ଏହା ଅବପାତ(ଡିପ୍ରେସନ)ରେ ପରିଣତ ହେବ । ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?