Tag Archives: odisha

ଆସୁଛି ବାତ୍ୟା ‘ଦାନା’, ଜାଣନ୍ତୁ କେଉଁ ଜିଲାରେ କେତେ ବେଗରେ ହେବ ପବନ

ଭୁବନେଶ୍ୱର,୨୧।୧୦: ବାତ୍ୟା ‘ଦାନା’ ବଙ୍ଗୋପସାଗରରେ ଶକ୍ତି ଜୁଟାଉଥିବା ବେଳେ ଏହା ଓଡ଼ିଶାର ଭଦ୍ରକ ଏବଂ ବାଲେଶ୍ୱର ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହାରି ମଧ୍ୟରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ କେଉଁ ଜିଲାରେ…

ବାତ୍ୟା ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା: ୭ ଜିଲାକୁ ରେଡ୍ ୱାର୍ନିଂ

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ସ୍ଥଳଭାଗ ଛୁଇଁବ। ପୁରୀରୁ ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏନେଇ ଭାରତୀୟ ପାଣିପାଗ…

ଓଡ଼ିଶାର ଏହି ସ୍ଥାନରେ ମାଡ଼ ହେବ ବାତ୍ୟା: ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ସ୍ଥଳଭାଗ ଛୁଇଁବ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାତ୍ୟାର ଗତିପଥ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଟ୍ରାକ୍ ଜାରି କରିଛି। ଆଇଏମଡି…

ସମ୍ଭାବ୍ୟ ବାତାକୁ ନେଇ ରାଜସ୍ବ ମନ୍ତ୍ରୀ ଦେଲେ ବଡ଼ ସୂଚନା, ପୂରା ୩୦ ଜିଲାରେ…

ଭୁବନେଶ୍ୱର,୨୧ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’ ମୁକାବିଲା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସରକାର ପୂରା ପ୍ରସ୍ତୁତ। କେବଳ ସମ୍ଭାବ୍ୟ ପ୍ରଭାବିତ ଜିଲା ନୁହେଁ, ପୂରା ୩୦ ଜିଲାରେ ପ୍ରସ୍ତୁତି ଜାରି ରହିବ। ୩୦…

ଶକ୍ତିଶାଳୀ ହେଉଛି ବାତ୍ୟା ‘ଦାନା’, ଏହି ତିନି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧ା୧୦: ଆଣ୍ଡାମାନ୍‌ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ସକାଳ ସମୟରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛିl ଏହା ମଙ୍ଗଳବାର ସକାଳ ସୁଦ୍ଧା ଏକ ଅବପାତ ଏବଂ ବୁଧବାର ତାରିଖ…

କୁନି ପୁଅକୁ ରେଳ ଧାରଣାରେ ବାନ୍ଧି ଘରଲୋକଙ୍କୁ ଫଟୋ ପଠାଇଲେ ବାପା, ତା’ ପରେ…

ବଲାଙ୍ଗୀର,୨୦।୧୦: ପାରିବାରିକ ବିବାଦରୁ ସ୍ବାମୀଙ୍କ ଅଜବ କାଣ୍ଡ। ନିଜର ଛୋଟ ପୁଅକୁ ରେଳଧାରଣାରେ ବାନ୍ଧି ମାରିବାକୁ ଉଦ୍ୟମ କରିଥିଲେ। ପରିବାରଲୋକେ ବଲାଙ୍ଗୀର ପୋଲିସକୁ ଖବର ଦେବା ପରେ ପୁଅଙ୍କୁ ଉଦ୍ଧାର କରାଯାଇଛି। ଏଥିସହ ଅଭିଯୁକ୍ତ ବାପାଙ୍କୁ ଗିରଫ କରାଯାଇଛି। ବଲାଙ୍ଗୀର କଂସାରୀ…

ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାଁ: ମନ୍ତ୍ରୀ

ଭୁବନେଶ୍ୱର,୧୯।୧୦: ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାମ । ନୂଆ ନାମ ହେବ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ମନ୍ତ୍ରୀ କହିଛନ୍ତି, ଯୋଜନାର ନାମ ପରିବର୍ତ୍ତନ ନେଇ ରାଜ୍ୟ…

‘ଭାଜପାରେ ମିଶିଯିବ ବିଜେଡି’

ଭୁବନେଶ୍ୱର,୧୯।୧୦: ଗତ କିଛିଦିନ ଧରି ବିଜେଡିର ତୁଙ୍ଗ ନେତାମାନେ ଦଳ ବିରୋଧରେ ବୟାନବାଜି କରୁଛନ୍ତି। ଏଥିନେଇ ଦଳରେ କନ୍ଦଳ ସୃଷ୍ଟି ହୋଇଥିବା କୁହାଯାଉଛି। ତେବେ ବିଜେଡି ନେଇ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଶନିବାର ଏକ ବଡ଼ ବୟାନ ଦେଇଛନ୍ତି…

ବୋଲ ମାନୁନି ବିଜେଡି ନେତାଙ୍କ ତୁଣ୍ଡ, ଏବେ ପଦ୍ମନାଭ କହିଲେ କାହିଁକି…

ଭୁବନେଶ୍ୱର,୧୯।୧୦: ନିର୍ବାଚନ ବେଳେ ଯେଉଁ ମୁହଁରେ ତାଲା ପଡ଼ିଥିଲା, ଏବେ କିନ୍ତୁ ବୋଲ ମାନୁନାହିଁ। ଭୋଟ ପୂର୍ବରୁ କାର୍ଯ୍ୟାନୁଷ୍ଠାନ ଭୟରେ ଚୁପ୍‌ ଥିବା ବିଜୁ ଜନତା ଦଳର ନେତା ଏବେ ନିଜର ଅସନ୍ତୋଷ ଝାଡ଼ୁଛନ୍ତି। ସଭାମଞ୍ଚ ହେଉ ଅବା ଗଣମାଧ୍ୟମରେ ବୟାନବାଜି…

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ ମିଳିବ। ଏପରି ସ୍ଥଳେ ଓଡ଼ିଶା ପାଇଁ ବାତ୍ୟା ବିପଦ ଘନେଇଲାଣି। ଏହାକୁ ନେଇ ଚାଷୀଙ୍କ…

୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ! ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବା ସମ୍ଭାବନା

ଭୁବନେଶ୍ୱର,୧୭ା୧୦: ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଓଡ଼ିଶା ଉପରେ ଏହାର ପ୍ରଭାବ ନଥିବାରୁ ରାଜ୍ୟରେ ପାଗ ଶୁଖିଲା ରହିଛି। ତେବେ ଆସନ୍ତା ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉଏକ ଘୂର୍ଣ୍ଣିବଳୟ ସୃଷ୍ଟି…

ଓଡ଼ିଶା ଛାଡ଼ିଲା ‘ମୌସୁମୀ’

ଭୁବନେଶ୍ୱର,୧୫।୧୦: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରୁ ବିଦାୟ ନେଇଛି। ୧୩ ତାରିଖରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ବୁଧବାର ସୁଦ୍ଧା ଏହା ସମ୍ପୂର୍ଣ୍ଣ ଭାବେ ଓଡ଼ିଶା ଛାଡ଼ିଛି। ପ୍ରଥମ ଦିନରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?