Tag Archives: odisha

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ବେଳେ ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ। ଏହା ପ୍ରଭାବରେ ଓଡ଼ିଶାର…

‘କାଳିଆ’ ପାଇଁ ହୋଇନାହିଁ ବ୍ୟୟବରାଦ, ମୁଖ୍ୟମନ୍ତ୍ରୀ କହିଲେ ଏପରି

ଭୁବନେଶ୍ୱର,୨୫।୭: ବିଜେଡି ସରକାର ଅମଳରେ ନାମମାତ୍ର ଓ ଭୂମିହୀନ ଚାଷୀଙ୍କୁ ଆର୍ଥିକ ସହାୟତା ଦେବା ପାଇଁ ‘କାଳିଆ’ ଯୋଜନା କାର୍ଯ୍ୟକାରୀ କରାଯାଇଥିଲା। ରାଜ୍ୟରେ ସରକାର ବଦଳିବା ପରେ ଏହି ଯୋଜନାରେ ଥିବା ୪୬ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀ ସହାୟତା ରାଶି ପାଇବେ…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା; ଦୁଗ୍ଧ ଉତ୍ପାଦନ ଦୁଇଗୁଣ କରିବା ଲକ୍ଷ୍ୟ

ଭୁବନେଶ୍ୱର,୨୬।୭: ପଶୁ ସମ୍ପଦ ଉତ୍ପାଦନ କୃଷକଙ୍କ ଜୀବନରେ ଖାଦ୍ୟ, ଆୟ ଓ ନିଯୁକ୍ତି ପ୍ରଦାନରେ ମୁଖ୍ୟ ଭୂମିକା ବହନ କରିଥାଏ। ରାଜ୍ୟରେ ଦୈନିକ ଦୁଗ୍ଧ ଉତ୍ପାଦନକୁ ଦ୍ୱିଗୁଣିତ କରିବା ଲକ୍ଷ୍ୟ ନେଇ ଏକ ନୂତନ ଅମ୍ବ୍ରେଲା ସ୍କିମ୍‌ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’…

ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ମାଗଣାରେ ମିଳିବ ଲାପ୍‌ଟପ୍; ଏତିକି କୋଟି ଟଙ୍କା ବ୍ୟୟବରାଦର କଲେ ସରକାର

ଭୁବନେଶ୍ୱର,୨୫।୭: ପ୍ରଥମ ଥର ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାର ବଜେଟରେ ଶିକ୍ଷା କ୍ଷେତ୍ର ପାଇଁ ୩୫ ହଜାର ୫ ଶହ ୩୬ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଲାପ୍‌ଟପ୍ ବିତରଣ କରିବା ପାଇଁ “ଗୋଦାବରୀଶ ବିଦ୍ୟାର୍ଥୀ ପ୍ରୋତ୍ସାହନ”…

ସମସ୍ତଙ୍କୁ ମାଗଣାରେ ମିଳିବ ଚକ୍ଷୁ ଚିକିତ୍ସା; ଆରମ୍ଭ ହେଲା “ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା”

ଭୁବନେଶ୍ୱର,୨୫।୭: ରାଜ୍ୟରେ ସମସ୍ତଙ୍କୁ ମାଗଣାରେ ସାର୍ବଜନୀନ ବ୍ୟାପକ ଚକ୍ଷୁ ଯତ୍ନସେବା ଯୋଗାଇଦେବା ଉଦ୍ଦେଶ୍ୟରେ “ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା”ର ଶୁଭାରମ୍ଭ କରିଛନ୍ତି ମୋହନ ସରକାର। ଏହି ଯୋଜନା ଦ୍ୱାରା ମୋତିଆ ବିନ୍ଦୁ, ଗ୍ଲୁକୋମା ଓ କର୍ଣିଆର ଅସୁସ୍ଥତା କ୍ଷେତ୍ରରେ ଅସ୍ତ୍ରୋପଚାର…

ଆଗତ ହେଲା ମୋହନ ସରକାରର ପ୍ରଥମ ବଜେଟ୍: ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ଟଙ୍କା ?

ଭୁବନେଶ୍ୱର,୨୫।୭: ରାଜ୍ୟରେ ପ୍ରଥମ ଥର ପୂର୍ଣ୍ଣ ବହୁମତ ସହିତ କ୍ଷମତାକୁ ଫେରିବା ପରେ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ ହୋଇଛି।…

ଡିସିପି କହିଲେ କାରଣ… ସ୍ବାମୀ ଏଭଳି ଧମକ ଦେଉଥିବାରୁ ଭାଙ୍ଗି ପଡ଼ିଥିଲେ ମଧୁମିତା, ନେଇଗଲେ ଚରମ…

ଭୁବନେଶ୍ୱର,୨୫।୭: ସାମ୍ବାଦିକା ମଧୁମିତା ପରିଡ଼ା ଆତ୍ମହତ୍ୟା ମାମଲାରେ ସ୍ବାମୀ ଶ୍ରୀଧର ଜେନାଙ୍କୁ ଗିରଫ କରାଯିବା ପରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ପ୍ରେସମିଟ୍‌ କରି ବଡ଼ ସୂଚନା ଦେଇଛନ୍ତି। ମଧୁମିତା ଶ୍ରୀଧରଙ୍କ ଫୋନରୁ କିଛି ତଥ୍ୟ ପାଇଥିଲେ। ସେଥିରୁ ସ୍ବାମୀଙ୍କର ଅନ୍ୟ…

ଆସନ୍ତା ୨୮ରେ ଖୋଲିବ ହୀରାକୁଦ ଗେଟ୍‌

ଭୁବନେଶ୍ୱର,୨୫।୭: ଆସନ୍ତା ୨୮ ତାରିଖରେ ଖୋଲିବ ହୀରାକୁଦ ଗେଟ୍‌। ଉପର ମୁଣ୍ଡରେ ବର୍ଷା ହେଉଥିବାରୁ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଉଛି। ଏଣୁ ଗେଟ୍‌ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବାକୁ ଥିବାରୁ ମହାନଦୀ ତଳ ଜିଲାମାନଙ୍କୁ…

ସାମ୍ବାଦିକା ଆତ୍ମହତ୍ୟା ମାମଲାରେ ସାମ୍ନାକୁ ଆସିଲା ସାଙ୍ଘାତିକ ସତ; ମୃତ୍ୟୁ ପୂର୍ବରୁ…

ଭୁବନେଶ୍ୱର,୨୫।୭: ରାଜଧାନୀରେ ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ଆତ୍ମହତ୍ୟା ଖବର ଚର୍ଚ୍ଚାର ବିଷୟ ପାଲଟିଛି। ବୁଧବାର ରାତିରେ ସେ ଟେନ୍‌ ସମ୍ମୁଖକୁ ଡେଇଁ ଆତ୍ମହତ୍ୟା କରିବା ପୂର୍ବରୁ ସେ ମା’ଙ୍କୁ ଭେଟିଥିଲେ। ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ ପରେ ଘରକୁ ମୁହଁରେ ଓଢ଼ଣା…

ବିହାର-ଆନ୍ଧ୍ର-ଓଡ଼ିଶା ଭଳି ରାଜ୍ୟ କାହିଁକି ଦାବି କରୁଛନ୍ତି ସ୍ବତନ୍ତ୍ର ମାନ୍ୟତା; ଏଥିଲାଗି ମାନଦଣ୍ଡ କ’ଣ? ମିଳିଥାଏ କେଉଁ ସୁବିଧା…

ନୂଆଦିଲ୍ଲୀ,୨୫।୭: ବଜେଟ ୨୦୨୪ରେ ବିହାର ଏବଂ ଆନ୍ଧ୍ରପ୍ରଦେଶ ଲାଗି ସ୍ବତନ୍ତ୍ର ଘୋଷଣା ହେବା ପରେ ‘ସ୍ବତନ୍ତ୍ର ରାଜ୍ୟ ମାନ୍ୟତା’ ଚର୍ଚ୍ଚାକୁ ଆସିଛି। ଏହାକୁ ନେଇ ରାଜନୀତି ସରଗରମ ମଧ୍ୟ ହୋଇଛି। ସରକାର ବିହାର ଏବଂ ଆନ୍ଧ୍ରପ୍ରଦେଶକୁ ହାତ ଖୋଲି ଦେଇଥିବା ବେଳେ…

ଓଡ଼ିଶାରେ ଏବେ ୯ ଲକ୍ଷ ଲୋକେ ବେକାର: ମୁଣ୍ଡପିଛା ଆୟ ଏତିକି

ଭୁବନେଶ୍ୱର,୨୫।୭: ଓଡ଼ିଶାରେ ଏବେ ୯ ଲକ୍ଷ ଲୋକେ ବେକାରୀ ଥିବା ଜଣାପଡିଛି। ବୁଧବାର ସରକାର ଉପସ୍ଥାପନା କରିଥିବା ରିପୋର୍ଟରୁ ଏହି ତଥ୍ୟ ସାମ୍ନାକୁ ଆସିଛି। ଓଡ଼ିଶାରେ ୧୫ ଓ ଉର୍ଦ୍ଧ ବୟସର ଜନସଂଖ୍ୟା ପ୍ରାୟ ୩.୫୧ କୋଟି ରହିଛନ୍ତି। ଏମାନଙ୍କ ମଧ୍ୟରୁ…

‘କାଳିଆ ଯୋଜନା’କୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ; ଜାଣନ୍ତୁ ବିଧାନସଭାରେ କ’ଣ କହିଲେ…

ଭୁବନେଶ୍ୱର, ୨୪।୭: ରାଜ୍ୟରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ବିଜେଡି ସମୟରେ କରାଯାଇଥିବା ‘କାଳିଆ ଯୋଜନା’ ବନ୍ଦ ହେବ କି ନାହିଁ ସେନେଇ ଅନେକଙ୍କ ମନରେ ପ୍ରଶ୍ନ। ବୁଧବାର ଏହି ପ୍ରସଙ୍ଗକୁ ନେଇ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?