କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ
କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା ପ୍ରଶାସନ ଶୁକ୍ରବାର ଦେଶାନ୍ତର କରିଥିବା ସୂଚନା ମିଳିଛ। ସେମାନେ ହେଲେ ଅମିନା ବିବି,…
କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ…
ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି ହତ୍ୟା କରାଯାଇଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ବିଷମ କଟକ ଖ୍ରୀଷ୍ଟିଆନ…
ଅଭିଯୋଗ ଆଣିଲେ ଏମ୍ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …
ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ ଅର୍ଥନୈତିକ ସ୍ଥିରତାକୁ ପ୍ରଦର୍ଶିତ କରୁଛି। କିନ୍ତୁ ଏହି ସଂଖ୍ୟା ପଛରେ ଏକ ଚିନ୍ତାଜନକ…
ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…
ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ ଗ୍ରାମ ଆଜି ଏକ ସଫଳ ଓ ଅନୁକରଣୀୟ ମଡେଲ୍ ଭାବେ ପରିଚିତ ।…
ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…
ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମାଡ଼ି ଆସୁଛି। ଗୁରୁବାର ବିଳମ୍ବିତ ରାତିରେ ହାତୀଟି…
ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…
ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ମୁତାବକ ସେହି ଗ୍ରାମର ଜଣେ ବ୍ୟକ୍ତି ଦୁର୍ଯ୍ୟୋଧନଙ୍କୁ ସରକାରୀ ସାହାଯ୍ୟ ଦେବା ଆଶାରେ…
BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ
ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ ଜଣାଇଲେ ବି ସୁଫଳ ମିଳୁନଥିବାରୁ ଛାତ୍ରୀ ଅଶାନ୍ତି ଦେଖାଯାଇଛି। ଏନେଇ କଲେଜ ଅଧ୍ୟକ୍ଷକଙ୍କୁ…
ଚାଲିଥିଲା ନକଲି ମଦ ପ୍ରସ୍ତୁତି: ଅଚାନକ ଚଢାଉ କଲା ଅବିକାରୀ ବିଭାଗ, ତା’ପରେ…
କେସିଙ୍ଗା,୩୦।୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ସ୍ଥିତ ୱାର୍ଡ ନଂ ୧୦ର ୩ ନମ୍ବର ବିଦେଶୀ ମଦ ଦୋକାନ ପଛ ଗଳିରେ ଓ ବଗାଡ଼ ୱାର୍ଡ ନଂ ୧ରେ ନକଲି ମଦ ପ୍ରସ୍ତୁତି ହେଉଥିଲା। କୌଣସି ସୂତ୍ରରୁ…
ଅସଲି ଟ୍ରେଡିଂ କମ୍ପାନୀର ଫେକ୍ ଆପ୍, ହ୍ବାଟ୍ସଆପ୍ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…
ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ ଦେବଗଡ ଜିଲା ରିଆମାଳ ଥାନା ଅଂଚଳର ୩ ଜଣ ସାଇବର ଠକ ଗୁରୁବାର…
ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…
ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ ପାହାଡ଼ରେ ଥିବା ବୃକ୍ଷଲତା ନଷ୍ଟହେବା ଆଶଙ୍କା ଦେଖାଦେଇଛି । ଏଥିସହ ଉକ୍ତ ପାହାଡ଼ରେ…
ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…
ପୁରୀ,୨୯ା୧(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା ମାର୍ଗରେ ମୃତ୍ୟୁ ଘଟିଛି। ଶ୍ରୀଜଗନ୍ନାଥଙ୍କ ଦର୍ଶନ ତାଙ୍କ ନିମନ୍ତେ ଶେଷ ଦର୍ଶନ ପାଲଟିଛି।…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: ଏହି କାମ ପାଇଁ ରାଜ୍ୟ ସରକାରଙ୍କୁ କଲେ ପ୍ରଶଂସା
ଭୁବନେଶ୍ୱର,୨୯।୧: ଗୁରୁବାର ଲୋକସେବା ଭାବନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜୟ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ ଉଭୟଙ୍କ ମଧ୍ୟରେ ହୋଇଛି ଆଲୋଚନା। ଏହି ଉଚ୍ଚସ୍ତରୀୟ ବୈଠକରେ ଓଡ଼ିଶାର ଦୀର୍ଘକାଳୀନ ବିକାଶ…
Archives


