Tag Archives: odisha

ଲଗାତାର ୬ ମାସ ପାଇଁ ଓଡ଼ିଶାରେ ଦରଦାମ୍ ସବୁଠୁ ଅଧିକ

ଭୁବନେଶ୍ୱର,୧୮।୫: ବିଭିନ୍ନ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ଦୃଷ୍ଟିରୁ ଓଡ଼ିଶା ଲଗାତାର ୬ ମାସ ହେଲା ଦେଶର ସବୁଠାରୁ ମହଙ୍ଗା ପାଲଟିଛି। ଓଡ଼ିଶାରେ ଗତ ୬ ମାସ ମଧ୍ୟରେ କ୍ରମାଗତ ଭାବରେ ଖୁଚୁରା ମୁଦ୍ରାସ୍ଫୀତି ହାର ସାତ ପ୍ରତିଶତରୁ ଅଧିକ ରେକର୍ଡ...

ମୁଁ ଦଳରେ ନାହିଁ, ମୋତେ କିଭଳି ବହିଷ୍କାର କରାଗଲା: ବିଜୟ

ଭୁବନେଶ୍ୱର,୧୮।୫: ମୁଁ ଦଳରେ ନାହିଁ। ହେଲେ ମୋତେ କିପରି ବହିଷ୍କାର କରାଗଲା। ଏଭଳି ନିଷ୍ପତ୍ତି ନେଇ ଭାଜପା ଲୋକହସା ହୋଇଛି ବୋଲି ବରିଷ୍ଠ ନେତା ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ତେବେ ୫ ବର୍ଷ ପରେ ଦଳ ବିରୋଧୀ କାମ...

ତୃତୀୟ ପର୍ଯ୍ୟାୟରେ ୪ ପ୍ରାର୍ଥୀଙ୍କ ନାମରେ ହତ୍ୟା, ଜଣଙ୍କ ନାମରେ ବଳାତ୍କାର ମାମଲା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୪୨ ବିଧାନସଭା ନିର୍ବାଚନମଣ୍ଡଳୀର ୩୮୩ ବିଧାୟକ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୦ଜଣ ଅର୍ଥାତ ୨୬%ଙ୍କ ନାମରେ ଅପରାଧିକ ମାମଲା ରହିଛି। ୮୬ଜଣଙ୍କ ନାମରେ ଗୁରୁତର ଅପରାଧ ମାମଲା ରହିଥିବା ବେଳେ...

ରାଜନୀତି ଜାଣିନି, କେବଳ କାମ କରିବା ଜାଣିଛି: ପାଣ୍ଡିଆନ୍‌

ଭୁବନେଶ୍ୱର, ୧୭।୫ (ବନ୍ଦନା ସେଠୀ) – ମୁଖ୍ୟମନ୍ତ୍ରୀ ସାଲିଆସାହିବାସୀଙ୍କ ଭଲ ଚାହାନ୍ତି। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେମାନଙ୍କ କଥା ଆଗ ଚିନ୍ତା କରନ୍ତି। ଅନ୍ୟ ରାଜନୈତିକ ନେତାମାନେ ସାଲିଆସାହିବାସୀଙ୍କୁ ଭୋଟ୍‌ ପାଇଁ ସେଠାରେ ରଖିଥିବାବେଳେ ମୁଖ୍ୟମନ୍ତ୍ରୀ ତାଙ୍କୁ ହୃଦୟରେ ରଖିଛନ୍ତି...

ରାଜ୍ୟ ନେତାଙ୍କ ଲେଖାକୁ ଶୁଆ ଭଳି ଗାଇ ଦେଉଛନ୍ତି ଭାଜପାର ଟୁରିଷ୍ଟ ନେତା:ବିଜେଡି

ଭୁବନେଶ୍ୱର,୧୭।୫(ଶର୍ମିଷ୍ଠା ପାଣିଗ୍ରାହୀ)- ଭାଜପାର ମାଳ ମାଳ ଟୁରିଷ୍ଟ ନେତା ଏବେ ଓଡିଶାରେ। ଯେଉଁମାନେ ଓଡିଶା ବିଷୟରେ କିଛି ଜାଣିନାହାନ୍ତି। ରାଜ୍ୟ ନେତା ଯାହା ଲେଖା ଦେଉଛନ୍ତି, ସେମାନେ ଶୁଆ ଭଳି ଗାଇ ଦେଇ ଯାଉଛନ୍ତି। ଭାଜପାର ନାରା ହେଲା ନା...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)- ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ୨୩ ବେଳକୁ ଲଘୁଚାପର...

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି ଚୁନିଲାଲ ଗୋରାସିଆ,ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା,ସଦର ଭାଜପା ବିଧାୟକ...

ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର; ଶାରଦା- ରାକେଶ ବି ବହିଷ୍କୃତ

ଭୁବନେଶ୍ୱର,୧୭।୫: ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ସେହିଭଳି ମାହାଙ୍ଗାର ଶାରଦା ପ୍ରଧାନ ଏବଂ ସୋରର ରାକେଶ ମଲ୍ଲିକ ମଧ୍ୟ ଭାଜପାରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ଏବଂ ଅନୁଶାସନ ଭଙ୍ଗ ଅଭିଯୋଗରେ ଦଳ ପକ୍ଷରୁ...

ଓଡିଶା ବିକାଶ କରିବାରେ ବିଜେଡି ବିଫଳ ହୋଇଛି: ହେମା ମାଳିନୀ

ଭୁବନେଶ୍ୱର,୧୭।୫: ଗତ ୨୫ ବର୍ଷ ମଧ୍ୟରେ ଓଡିଶାର ବିକାଶ ପାଇଁ କିଛି କରି ନ ଥିବା ଅଭିଯୋଗ କରି ପୁଣିଥରେ ଭାଜପା ଶାସକ ବିଜେଡିକୁ ଟାର୍ଗେଟ କରିଛି। ଭୁବନେଶ୍ୱରର ସାଲିଆ ସାହିରେ ଦଳର ‘ଆଶୀର୍ବାଦ ସମାବେଶ’ରେ ଯୋଗଦେବାବେଳେ ବରିଷ୍ଠ ଭାଜପା...

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀରେ ରୋଡ୍‌ ଶୋ’ ପାଇଁ...

ନବୀନଙ୍କ ଉପରେ ଖୁବ୍‌ ବର୍ଷିଲେ ଶାହା

ଭଞ୍ଜନଗର,୧୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାରେ ବୁଧବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ସମାବେଶ ହୋଇଥଲା। ଏଥିରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟର ନବୀନ ସରକାର ବିରୋଧରେ ବର୍ଷିଥିଲେ। ଶାହା କହିଛନ୍ତି,...

ଭାଜପା ସରକାର ଆସିଲେ ପ୍ରଥମେ ସାବାଡ୍‌ ହେବେ ଚିଟ୍‌ଫଣ୍ଡକାରୀ

ସୋରଡ଼ା,୧୫ା୫: ବୁଧବାର ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ ଜିଲାର ସୋରଡ଼ାଠାରେ ଆୟୋଜିତ ଏକ ସମାବେଶରେ ଯୋଗ ଦେଇଥିଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା। ସେ ତାଙ୍କ ଅଭିଭାଷଣରେ କହିଥିଲେ, ଭାଜପା ସରକାର ଆସିଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri