Tag Archives: odisha

ବିଜୟ ଅମୃତ କୁଲାଙ୍ଗେ ହେଲେ ଓମ୍‌ଫେଡ୍‌ ଏମ୍‌ଡି

ଭୁବନେଶ୍ୱର,୧୯ା୩(ଅନିଲ ଦାସ): ୨୦୧୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ପୂର୍ବତନ ଭୁବନେଶ୍ୱର ମହାନଗର ନିଗମ କମିଶନର ବିଜୟ ଅମୃତ କୁଲାଙ୍ଗେଙ୍କୁ ରାଜ୍ୟ ସରକାର ଓମ୍‌ଫେଡ ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି…

ଯାତ୍ରୀବାହୀ ବସ୍‌କୁ ପିଟିଲା ଲୁହାଛଡ଼ ବୋଝେଇ ପିକ୍‌ଅପ୍‌, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଜି.ଉଦୟଗିରି, ୧୯।୩( ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା କଳିଙ୍ଗା ଜି.ଉଦୟଗିରି ମଧ୍ୟରେ ଥିବା ମାଲାନ ସୁଗା ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।   ଏକ ଯାତ୍ରୀବାହୀ ମିନି ବସ ସହ ଲୁହା ଛଡ଼ ବୋଝେଇ ମାକ୍ସ ପିକ୍‌ଅପ୍‌ ଭ୍ୟାନ୍‌ ମୁହାଁମୁହିଁ…

ଭୟମୁକ୍ତ ଓଡ଼ିଶା ଜଙ୍ଗଲ, ଦୁଇ ଜାଆଁଳା ଛୁଆଙ୍କୁ ଧରି ଘୁରି ବୁଲୁଛି କଲରାପତରିଆ ବାଘୁଣୀ

ଭୁବନେଶ୍ୱର,୧୮।୩: ପୁଣିଥରେ କ୍ୟାମେରାରେ କଏଦ ହେଲା କଳା କଲରାପତରିଆ। ଓଡ଼ିଶାର ଆଭ୍ୟନ୍ତରୀଣ ଇଲାକାରେ କଳା କଲରାପତରିଆ ବାଘୁଣୀ ସହ ଦୁଇ ଯାଆଁଳା ବାଘ ଛୁଆର ଦୃଶ୍ୟ ବି କଏଦ ହୋଇଛି। କଲରାପତରିଆ ବାଘ ଛୁଆ ମଧ୍ୟରୁ ଗୋଟିଏ ସାଧାରଣ ହୋଇଥିବା ବେଳେ…

ଲିଙ୍ଗରାଜ ପୀଠରେ ବିଦେଶିନୀଙ୍କୁ ଅସଦାଚରଣ ମାମଲାରେ ତ୍ୱରିତ ନ୍ୟାୟ

ଭୁବନେଶ୍ୱର,୧୮।୩: ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ ଜଣେ ବିଦେଶିନୀଙ୍କୁ ଅସଦାଚରଣ ମାମଲାରେ ମାତ୍ର ୨୮ ଦିନରେ ଦୋଷୀ କୁଣ୍ଡୁ ମହାପାତ୍ରକୁ ସଜା ଦେଇଛନ୍ତି କୋର୍ଟ। ଅଭିଯୋଗର ମାତ୍ର ୪ ଦିନ ଭିତରେ ଚାର୍ଜସିଟ୍‌ ଦାଖଲ ହୋଇଥିଲା ବେଳେ ମାତ୍ର ୨୮ ଦିନରେ JMFC…

ଦୁଇ ଦଶନ୍ଧି ପରେ ସୁନ୍ଦରଗଡ଼ ଜିଲାରେ ମହାବଳ ବାଘ, ଜାଣନ୍ତୁ କେଉଁଠୁ ଆସିଲା

ଭୁବନେଶ୍ୱର,୧୮।୩: ଦୁଇ ଦଶନ୍ଧି ପରେ ସୁନ୍ଦରଗଡ଼ ଜିଲାରେ ପଡିଛି ମହାବଳ ବାଘର ପାଦ। ବନବିଭାଗ କ୍ୟାମେରାରେ ମହାବଳ ଟ୍ରାପ୍ ହେବା ପରେ ଏହି ଖବର ସାମ୍ନାକୁ ଆସିଛି। ଏହି ବାଘଟି ମଧ୍ୟପ୍ରଦେଶରୁ ସୁଦୂର ଓଡ଼ିଶା ଶହ ଶହ କିଲୋମିଟର ଚାଲି ଚାଲି…

ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୮।୩: ଓଡ଼ିଶା ଉପକୂଳ ସଂଲଗ୍ନ ବଙ୍ଗୋପସାଗରରେ ଗୁରୁଚାପ ବଳୟ ରହୁଥିବାରୁ ବାୟୁମଣ୍ଡଳର ମଧ୍ୟଭାଗରୁ ଉପରଭାଗ ମଧ୍ୟରେ ନିମ୍ନଚାପରେଖା ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ କେତେକ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା…

ଆସୁଛି ଝଡ଼ବର୍ଷା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୮ା୩:   ସୋମବାର ରାଜ୍ୟର ୨୦ରୁ ଅଧିକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା ଓ ଢ଼େଙ୍କାନାଳ ଆଦି ୮ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ଉତ୍ତର ଓଡ଼ିଶା ସମେତ…

ସାଢେ ୪ କୋଟି ଓଡିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ବର,୧୭।୩: ଶନିବାର ନିର୍ବାଚନ ଆୟୋଗ ଓଡ଼ିଶାରେ ବିଧାନସଭା ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି। ନିର୍ବାଚନ ପୂର୍ବରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଢେ ଚାରି କୋଟି ଓଡିଶାବାସୀଙ୍କୁ ଚିଠି ଲେଖିଛନ୍ତି। ”ରାଜ୍ୟକୁ ବିକାଶର ଶିଖରରେ ପହଞ୍ଚାଇବା ପାଇଁ ଲୋକମାନଙ୍କ ନିରନ୍ତର…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର,୧୭।୩: ରାଜ୍ୟର ୧୪ଟି ଜିଲ୍ଲାକୁ କାଳବୈଶାଖୀ ନେଇ ରବିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ,…

ଆମ ପାଇଁ ଅତ୍ୟନ୍ତ ବିପଜ୍ଜନକ ବଜ୍ରପାତ, ଜାଣନ୍ତୁ ରକ୍ଷା ପାଇବେ କିପରି

ଭୁବନେଶ୍ୱର,୧୭ା୩: ବଜ୍ରପାତ ବା ବିଜୁଳି ଆମ ପାଇଁ ଅତ୍ୟନ୍ତ ବିପଜ୍ଜନକ। କାରଣ ଏଥିରେ ୧୦ କୋଟିରୁ ୧୦୦ କୋଟିର ବିଦ୍ଯୁତି ଶକ୍ତି ଏବଂ ପ୍ରଚୁର ପରିମାଣର ଉତ୍ତାପ (ହାରାହାରି ୩୫୦୦ ଡ଼ିଗ୍ରୀ ଫାରେନ୍ହାଇଟ୍ /୨୦୦୦ ଡ଼ିଗ୍ରୀ ସେଲସିୟସ) ରହିଥାଏ। ଏହି ତାପମାତ୍ରାରେ…

ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଘନଘନ ବୈଠକ: ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ପାଇଁ କେଉଁମାନେ ହେବେ ପ୍ରାର୍ଥୀ

ଭୁବନେଶ୍ୱର,୧୭।୩: ବିଜେଡି- ଭାଜପା ସମ୍ଭାବ୍ୟ ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ଏଯାବତ୍‌ ଚିତ୍ର ସ୍ପଷ୍ଟ ହୋଇନ ଥିବା ବେଳେ ରବିବାର ରାଜ୍ୟ ଭାଜପା କାର୍ଯ୍ୟାଳୟ ଚଳଚଞ୍ଚଳ ହୋଇପଡ଼ିଛି। ବରିଷ୍ଠ ନେତାଙ୍କୁ ନେଇ କାର୍ଯ୍ୟାଳୟରେ ଘନଘନ ବୈଠକ ବସୁଛି। ଏଥିରେ ବହୁ…

ବାଜିଲା ନିର୍ବାଚନ ବିଗୁଲ୍‌: ସଂଖ୍ୟାଲଘୁ ଭୋଟରଙ୍କ ଉପରେ ବିଜେଡି, କଂଗ୍ରେସର ନଜର

ବାଲିଗୁଡ଼ା,୧୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ୍‌। ବାଲିଗୁଡ଼ା ବିଧାନସଭା କ୍ଷେତ୍ରରେ ମେ’ ୨୦ରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏବେ ବିଭିନ୍ନ ଦଳ ସେମାନଙ୍କ ରଣନୀତିର ପେଡ଼ି ଖୋଲିବେ। କେଉଁ ବର୍ଗର ଲୋକଙ୍କୁ କିଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri