Tag Archives: odisha

ସବୁ ଧାନ ମଣ୍ଡିରେ ଲାଗିବ ସିସିଟିଭି କ୍ୟାମେରା: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୯।୬: ଓଡ଼ିଶାର ସମସ୍ତ ମଣ୍ଡିରେ ସିସିଟିଭି କ୍ୟାମେରା ଲଗାଯିବ ବୋଲି ଖାଦ୍ୟ ଯୋଗାଣ ତଥା ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପତ୍ର ସୂଚନା ଦେଇଛନ୍ତି। ସେହିପରି ଧାନ ପରିବହନରେ ନିୟୋଜିତ ସମସ୍ତ ଗାଡ଼ିରେ ଜିପିଏସ୍ ଲଗାଯିବ ବୋଲି ମନ୍ତ୍ରୀ ପତ୍ର…

ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ୧୭ଟି ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୨୯ା୬: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଶନିବାର ଓ ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିବ । ଭୁବନଶ୍ୱେର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାୟୀ ଆଜି କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ…

ଅଣ ଓଡ଼ିଆ ଅଫିସର ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ କରିବା ପଛରେ କ’ଣ ରହିଛି ବଡ଼ କାରଣ? ଜାଣନ୍ତୁ…

ଭୁବନେଶ୍ୱର,୨୯।୬: ଓଡ଼ିଶାରେ ନୂଆ ଭାଜପା ସରକାରଙ୍କ ପକ୍ଷରୁ ଶୁକ୍ରବାର ୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ମନୋଜ ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ମିଳିଛି। ଏହାଛଡ଼ା ତାଙ୍କୁ ସାଧାରଣ ପ୍ରଶାସନିକ ବିଭାଗର ସଚିବ ଦାୟିତ୍ୱ ମଧ୍ୟ ମିଳିଛି।…

୩୦ରେ ସମ୍ବର୍ଦ୍ଧିତ ହେବେ ୭୮ ବିଧାୟକ, ୨୦ ଏମ୍‌ପି

ଭୁବନେଶ୍ୱର, ୨୮।୬(ସୁନିତ୍‌ ମିଶ୍ର)): ରାଜ୍ୟବାସୀଙ୍କ ଆଶୀର୍ବାଦରେ ଭାଜପା ପ୍ରଥମ ଥର ପାଇଁ ଓଡ଼ିଶାରେ ଏକାକୀ ସରକାର ଗଠନ କରିପାରିଛି। ଏଥିସହ ଦେଶବାସୀଙ୍କ ଆଶୀର୍ବାଦ ପାଇ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ରରେ ମଧ୍ୟ ସରକାର ଗଠନ ହୋଇଛି । ରାଜ୍ୟବାସୀ ଏଥର ୭୮…

‘ସୁଭଦ୍ରା ଯୋଜନା’କୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ, ଜାଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,୨୮।୬: ଖୁବ୍‌ଶୀଘ୍ର ଆରମ୍ଭ ହେବ ସୁଭଦ୍ରା ଯୋଜନା । ଯାହା ନିର୍ବାଚନରେ ପ୍ରତିଶ୍ରୁତି ଦିଆଯାଇଥିଲା ତାକୁ ବାସ୍ତବ ରୂପରେଖ ଦେବେ ସରକାର । ଶୁକ୍ରବାର ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏବେ ସୁଭଦ୍ରା ଯୋଜନାର ମୋଡାଲିଟି…

ରଥଯାତ୍ରା ପାଇଁ ଗଡ଼ିବ ୩୧୫ ସ୍ବତନ୍ତ୍ର ଟ୍ରେନ୍‌: ମନ୍ତ୍ରୀ

ନୂଆଦିଲ୍ଲୀ/ପୁରୀ,୨୮।୬: ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହାକୁ ନେଇ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ୩୧୫ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ…

ରାଜ୍ୟର ୭୯ ମାଧ୍ୟମିକ ବିଦ୍ୟାଳୟ ଯୁକ୍ତ ଦୁଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟକୁ ଉନ୍ନୀତ

ଭୁବନେଶ୍ୱର,୨୭।୬: ରାଜ୍ୟରେ ଥିବା ଅଣାଅସୀଟି ମାଧ୍ୟମିକ ବିଦ୍ୟାଳୟକୁ ଯୁକ୍ତ ଦୁଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଭାବେ ଉନ୍ନୀତ କରାଯାଇଛି । ଶିକ୍ଷା ମନ୍ତ୍ରଣାଳୟର ପ୍ରକଳ୍ପ ଅନୁମୋଦନ ବୋର୍ଡର ସୁପାରିସ କ୍ରମେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଉନ୍ନୀତ ହୋଇଥିବା ଅଣାଅସୀଟି ଉଚ୍ଚମାଧ୍ୟମିକ…

ଜୁଲାଇ ପହିଲାରୁ ସବୁ ଜିଲାରେ ଆରମ୍ଭ ହେବ ମିଳିତ ଜନ ଶୁଣାଣି

ଭୁବନେଶ୍ୱର,୨୬।୬: ଜୁଲାଇ ପହିଲାରୁ ସବୁ ଜିଲା ଏବଂ ସରକାରଙ୍କର ସମସ୍ତ ବିଭାଗର ମିଳିତ ଜନ ଶୁଣାଣି ଆରମ୍ଭ ହେବ। ପ୍ରତି ସୋମବାର ସାଧାରଣ ଅଭିଯୋଗ ଲାଗି ବୁଧବାର ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଜିଲା ସ୍ତରରେ ଜିଲାପାଳ ଏବଂ ଏସ୍‌ପି ସାଧାରଣ…

ଦେଶରେ ବଢିଚାଲିଛି ପ୍ରଶ୍ନପତ୍ର ପ୍ରଘଟ ମାମଲା; ଜାଣନ୍ତୁ ଓଡ଼ିଶାରେ କେତେଥର ଏମିତି ହୋଇଛି

ନୂଆଦିଲ୍ଲୀ,୨୬।୬: ନିଟ୍ ପ୍ରଶ୍ନପତ୍ର ପ୍ରଘଟକୁ ନେଇ ଦେଶରେ ବିବାଦ ଘନେଇଥିବା ବେଳେ ୨୦୧୯ ପରଠାରୁ ବର୍ତମାନ ପର୍ଯ୍ୟନ୍ତ ଭାରତର ୧୯ ରାଜ୍ୟରେ ୬୫ ଥର ପ୍ରଶ୍ନପତ୍ର ପ୍ରଘଟ ହେଲାଣି। ବୁଧବାର ଇଣ୍ଡିଆ ଟୁଡେ ପକ୍ଷରୁ ପ୍ରକାଶ କରାଯାଇଥିବା ରିପୋର୍ଟରେ ଏହି ତଥ୍ୟ…

ଓଡ଼ିଶାରେ ଆଉ ମିଳିବନି ମଦ! ମନ୍ତ୍ରୀ ଦେଲେ ବଡ଼ ବୟାନ

ଭୁବନେଶ୍ୱର,୨୬।୬: ଓଡ଼ିଶା ହେବ ମଦମୁକ୍ତ। ରାଜ୍ୟକୁ ମଦମୁକ୍ତ କରିବାକୁ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବୟାନ ଦେଇଛନ୍ତି। ସରକାରୀ ସ୍ତରରେ ଅନେକ ରାଜ୍ୟରେ ମଦ ବନ୍ଦ ହୋଇଛି। ଓଡିଶା ସରକାର…

ଲକ୍ଷାଧିକ ଦରମା ସହ ମିଳିଥାଏ ଅନେକ ସୁବିଧା, ଜାଣନ୍ତୁ ନିର୍ବାଚିତ ଏମ୍‌ପିମାନଙ୍କ ଦରମା କେତେ? କ’ଣ ସେମାନେ ଦିଅନ୍ତି ଟିକସ…

୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି। ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟ ସଦସ୍ୟମାନେ ଶପଥ ନେଇଛନ୍ତି। କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଏମ୍‌ପିମାନଙ୍କୁ ଶପଥ ପାଠ କରାଇଛନ୍ତି। ତେବେ ଜୁନ ୨୪ରୁ ଆରମ୍ଭ ହୋଇଥିବା ସଂସଦ…

ନାବାଳିକା ବୋହୂଙ୍କୁ ହତ୍ୟା: ମଶାଣିରୁ ଖୋଜା ଚାଲିଛି ପ୍ରମାଣ

ଦିଗପହଣ୍ଡି,୨୫।୬(ଅଶେଷ ନାଥ ମିଶ୍ର): ନାବାଳିକା ବୋହୂଙ୍କ ଅଚାନକ ମୃତ୍ୟୁ ପରେ ତାଙ୍କୁ ଡାକ୍ତରଖାନା ନ ନେଇ କିମ୍ବା ପୋଲିସକୁ ଖବର ନ ଦେଇ ଅତି ତରବରିଆ ଭାବେ ପୋଡ଼ିଦିଆଯାଇଛି। ଏଥିରୁ ସନ୍ଦେହ ବଢ଼ୁଥିବା ବେଳେ ତାଙ୍କୁ ହତ୍ୟା କରାଯାଇଛି ବୋଲି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?