Tag Archives: odisha

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: ଏହି କାମ ପାଇଁ ରାଜ୍ୟ ସରକାରଙ୍କୁ କଲେ ପ୍ରଶଂସା

ଭୁବନେଶ୍ୱର,୨୯।୧: ଗୁରୁବାର ଲୋକସେବା ଭାବନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜୟ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ ଉଭୟଙ୍କ ମଧ୍ୟରେ ହୋଇଛି ଆଲୋଚନା। ଏହି ଉଚ୍ଚସ୍ତରୀୟ ବୈଠକରେ ଓଡ଼ିଶାର ଦୀର୍ଘକାଳୀନ ବିକାଶ…

ବନ ବିଭାଗ ଜାଲରେ ଚୋର: ଚୋରି କରୁଥିବା ବେଳେ ୪ ଜଣଙ୍କୁ କାବୁ କଲେ…

ଥୁଆମୂଳ ରାମପୁର, ୨୯।୧ (ଦୁର୍ଗା କୀର୍ତ୍ତି): ସରକାରୀ ପ୍ରକଳ୍ପରୁ ସାମଗ୍ରୀ ଚୋରି କରିବା ଚୋରଙ୍କୁ ମହଙ୍ଗା ପଡ଼ିଛି। ଗୋପାଳପୁର ପଞ୍ଚାୟତ ସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ ଲୁହା ଖୁଣ୍ଟ ଓ ତାରବାଡ଼ ଚୋରି କରୁଥିବା ବେଳେ ବନ ବିଭାଗ ଟିମ୍…

ଘୁମୁସର ବନଖଣ୍ଡରେ ଚିନ୍ତା ବଢ଼ାଉଛି ଅସୁସ୍ଥ ହାତୀ, ଆଦର୍ଶ ବିଦ୍ୟାଳୟ ଫାଟକ ଭାଙ୍ଗିଲେ…

ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଆଜକୁ କିଛିଦିନ ହେବ ଏକ ମାଈ ହାତୀ ଅସୁସ୍ଥ ହୋଇ ଏକୁଟିଆ ଘୁରି ବୁଲୁଛି। ଅଧିକାଂଶ ସମୟ ଗୋଟିଏ ସ୍ଥାନରେ ହିଁ ଅଟକି ରହୁଛି। ବୟସାଧିକ କାରଣ ଯୋଗୁ ହାତୀଟି…

ପୁଣି ସୀମାନ୍ତ ଗାଁରେ ଆଧାର କାର୍ଡ ଅପଡେଟ୍‌ କରିବାକୁ ଆନ୍ଧ୍ରର ପ୍ରଚେଷ୍ଟା, ଓଡ଼ିଶା ସରକାରଙ୍କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ…

ପଟ୍ଟାଙ୍ଗି,୨୯।୧(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡୋଶୀ ଆନ୍ଧ୍ର ଅନୁପ୍ରବେଶ କରି ଲୋକଙ୍କୁ ପ୍ରଲୋଭିତ କରୁଥିଲେ ମଧ୍ୟ ଏହାର ପ୍ରଭାବ ଓଡିଶା ଉପରେ ପଡୁନାହିଁ । ଏହିପରି ଦୃଶ୍ୟ ପୁଣି କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା କୋଟିଆ…

ମୁଣ୍ଡକୁ ଚଢ଼ିଗଲା ରାଗ, ପାରିବାରିକ ବିବାଦ ପରେ ସ୍ତ୍ରୀଙ୍କ ବେକ-ମୁଣ୍ଡକୁ ହାଣିଦେଲେ ସ୍ବାମୀ  

ରାୟଗଡା,୨୯।୧(ଆଶିଷ ରଞ୍ଜନ ପଣ୍ଡା)- ପାରିବାରିକ ବିବାଦରୁ ପତ୍ନୀକୁ ହତ୍ୟା କଲା ସ୍ବାମୀ। ରାୟଗଡା ଜିଲା କୁମ୍ବିକୋଟା ଫାଣ୍ଡି ଅଞ୍ଚଳରେ ପତ୍ନୀ ଶୋଇଥିବା ବେଳେ ସ୍ବାମୀ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଭଳି ଅଭାବନୀୟ ଘଟଣା ଘଟିଛି। ସୂଚନାରୁ ଜଣାପଡିଛି, ରାୟଗଡା ବ୍ଲକ…

ପ୍ରହଲ୍ଲାଦ ନାଟକ ଗୁରୁ ପଦ୍ମଶ୍ରୀ ସିମାଞ୍ଚଳଙ୍କୁ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା     

ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ନାଟକ  ‘ପ୍ରହଲ୍ଲାଦ’ର ଦୈତ୍ୟରାଜ ହିରଣ୍ୟକଶିପୁ ରାଜା ଭୂମିକାରେ ପ୍ରାୟ ୪୦ ବର୍ଷରୁ ଉର୍ଦ୍ଧ୍ବ ହେଲା ନିରବଚ୍ଛିନ୍ନ ଭାବେ ଅଭିନୟ କରିଥିବା  ସିମାଞ୍ଚଳ ପାତ୍ରଙ୍କୁ କେନ୍ଦ୍ର ସରକାର…

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ, ଜାଣନ୍ତୁ କେବେଠୁ..

ବାରିପଦା,୨୯ା୧: ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା ଫେବୃଆରୀ ୪ରୁ ୬ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ରହିବ। କାଳିକାପ୍ରସାଦ ଗେଟ୍‌…

ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅବିଭାବକ: ଶିକ୍ଷକ ନଥିବାରୁ…

ଧର୍ମଶାଳା,୨୯।୧(ଶିବ ପ୍ରସାଦ ମହାନ୍ତି ): ଯାଜପୁର ଜିଲା ରସୁଲପୁର ବ୍ଲକ କଲଣ ପଞ୍ଚାୟତ ନୂଆହାଟ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବରୁ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଅବିଭାବକ ଓ ଛାତ୍ରୀଛାତ୍ର ଧାରଣାରେ ବସିଛନ୍ତି। ସୂଚନା ମୁତାବକ ବିଦ୍ୟାଳୟରେ ୫ଟି ଶ୍ରେଣୀରେ…

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ ଆବେଦନକାରୀଙ୍କୁ ଆଡ୍‌ମିଟ କାର୍ଡ ମିଳିବ। ମେ’୪ରୁ ପରୀକ୍ଷା ଆରମ୍ଭ ହୋଇ ୯ ଯାଏ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU) ସ୍ୱାକ୍ଷର କରିଛନ୍ତି। ଏହି ପଦକ୍ଷେପ ରାଜ୍ୟରେ ବିମାନ ଚଳାଚଳ ଏବଂ ଡ୍ରୋନ୍ ପ୍ରଶିକ୍ଷଣ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା ଜିଲାରେ ନବ ନିର୍ମାଣ କୃଷକ ସଂଗଠନର ନେତୃତ୍ବ ନେବା ପାଇଁ ନେତା ନ…

ଓଡ଼ିଶା ବନ୍ଦର ପ୍ରଭାବ: କଳାହାଣ୍ଡିରେ ଅଧା ଖୋଲା ଅଧା ବନ୍ଦ

ଭବାନୀପାଟଣା,୨୮।୧(ଉତ୍ତମ କୁମାର ଦାଶ): ଧାନ ମଣ୍ଡିରେ ଅବ୍ୟବସ୍ଥା , ପ୍ରଦୂଷଣ ନାଁରେ ସାଧାରଣ ବ୍ୟକ୍ତିଙ୍କ ଠାରୁ ଫାଇନ ଆଦାୟ, ଟାଟା ପାୱାରର ସ୍ମାର୍ଟ ମିଟର ନାଁରେ ଶୋଷଣ ସହ କୃଷି ମନ୍ତ୍ରୀଙ୍କ ଉପସ୍ଥିତିରେ ନବ ନିର୍ମାଣ ନେତୃତ୍ୱଙ୍କ ଉପରେ ଆକ୍ରମଣ ପ୍ରତିବାଦରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri