ଟି-୨୦ରେ ନୂଆ ରେକର୍ଡ ସୃଷ୍ଟି କଲେ ସୂର୍ଯ୍ୟକୁମାର, ରୋହିତ ଶର୍ମାଙ୍କୁ ପକାଇଲେ ପଛରେ…
ନୂଆଦିଲ୍ଲୀ,୩।୩: ଭାରତୀୟ ଟି-୨୦ କ୍ରିକେଟରେ ଏକ ନୂତନ ଅଧ୍ୟାୟ ଯୋଡି ହୋଇଛି। ଟିମ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଏବେ ଭାରତର ସବୁଠାରୁ ସଫଳ ଟି-୨୦ ଅନ୍ତର୍ଜାତୀୟ ଅଧିନାୟକ ହୋଇଛନ୍ତି। ବିଜୟ ପ୍ରତିଶତ ଦୃଷ୍ଟିରୁ ସେ ପୂର୍ବତନ ଅଧିନାୟକ ରୋହିତ…
ଦାରିଙ୍ଗବାଡି ଜଙ୍ଗଲରେ ଲୁଚିଛନ୍ତି ମୋଷ୍ଟ ୱାଣ୍ଟେଡ୍ ମାଓବାଦୀ ନେତା ଶୁକ୍ରୁ, ଖୋଜୁଛି ସେନସର୍ ଡ୍ରୋନ
ଦାରିଙ୍ଗବାଡି, ୨।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ରହିଥିବା ଘଞ୍ଚ ଜଙ୍ଗଲରେ ପୋଲିସର ମୋଷ୍ଟ ୱାଣ୍ଟେଡ୍ ମାଓବାଦୀ ନେତା ଶୁକ୍ରୁ ଲୁଚିଥିବା ସନ୍ଦେହରେ ରାଜ୍ୟ ଓ ଜିଲା ପୋଲିସ ପକ୍ଷରୁ ସର୍ଚ୍ଚ ଅପରେଶନକୁ ଜୋରଦାର କରାଯାଇଥିବା…
‘ଏମିତି ଖେଳିବା ବନ୍ଦ କର..’ ଅଭିଷେକଙ୍କ ଉପରେ ବର୍ଷିଲେ ପୂର୍ବତନ ଭାରତୀୟ ଖେଳାଳି
ନୂଆଦିଲ୍ଲୀ,୨।୩: ୨୦୨୬ ଟି୨୦ ବିଶ୍ୱକପରେ ଅଭିଷେକ ଶର୍ମାଙ୍କ ବ୍ୟାଟ ଭଲ ପ୍ରଦର୍ଶନ କରିନାହିଁ। ସେ ତାଙ୍କର ପ୍ରଥମ ତିନୋଟି ମ୍ୟାଚରେ ହ୍ୟାଟ୍ରିକ ପାଇଁ ଆଉଟ ହୋଇଥିଲେ। ଟିମ ଇଣ୍ଡିଆ ୧୯୬ ରନର ପିଛା କରୁଥିବା ବେଳେ ୱେଷ୍ଟଇଣ୍ଡିଜ ବିପକ୍ଷ ଜରୁରୀ ମ୍ୟାଚରେ…
ଜରାୟୁ ଗ୍ରୀବା କର୍କଟ ନିରୋଧ ପାଇଁ HPV ଟିକାକରଣ କାର୍ଯ୍ୟକ୍ରମ: ଏହି ବୟସର ଝିଅଙ୍କୁ ମିଳିବ ଟିକା
ପରଜଙ୍ଗ,୨।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୋମବାର ଜରାୟୁ ଗ୍ରୀବା କର୍କଟ ନିରୋଧ ପାଇଁ HPV ଟିକାକରଣ କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଛି। ଏହି କାର୍ଯ୍ୟକର୍ମକୁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡକ୍ଟର ସ୍ମୃତି ରଞ୍ଜନ ବିଶାଳ…
କେରଳରେ ବାଇକ ଦୁର୍ଘଟଣାରେ ଦାରିଙ୍ଗବାଡି ଯୁବକଙ୍କ ମୃତ୍ୟୁ, ମୃତଦେହ ଆଣିବାକୁ ପରିବାର ଚିନ୍ତାରେ
ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଚାଲିଯାଇଛି ଯୁବକଙ୍କ ଜୀବନ।କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦନେକବାଡି ପଞ୍ଚାୟତ କୁପିବାଡି ଗ୍ରାମର ହେରାର୍ଦ ନାୟକଙ୍କ ଦ୍ଵିତୀୟ ପୁତ୍ର ବିନୟ ଓରଫ ଲିଟୁ (୨୨)ଙ୍କକେରଳ ରାଜ୍ୟର ରାଜଧାନୀ ଥିରୁବନ୍ତପୁରମରେ…
ଦିନକ ପରେ ଦୋଳ ଯାତ୍ରା: ଗଞ୍ଜାମ ପୋଲିସର କଡ଼ା ତାଗିଦ, ରାସ୍ତାରେ ହୋର୍ଡିଂ କିମ୍ବା ବାଇକ୍ ରଖିଲେ…
ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ): ଦିନକ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ପ୍ରସିଦ୍ଧ ଦୋଳ ଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇ ପଡ଼ିଛି ସମଗ୍ର ସାହି ଓ ସହର। ଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର ସମ୍ପର୍ଣ ହେବ ତାହା ପୋଲିସ ପାଇଁ ଏକ…
ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା, କର୍ମଚାରୀଙ୍କ ପ୍ରତି ତାଙ୍କ…
ଦିଗପହଣ୍ଡି, ୨୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଡ଼.ଶଙ୍କର ନାରାୟଣ ବେଜ ଶନିବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ଶନିବାର ଏଥି ଉପଲକ୍ଷେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀ ଙ୍କ କାର୍ଯ୍ୟାଳୟରେ ଆୟୋଜିତ ବିଦାୟକାଳୀନ ସମ୍ବର୍ଦ୍ଧନା ସଭାରେ …
୧୬୩ ମହିଳା ଗୋଷ୍ଠୀଙ୍କୁ ୮କୋଟି ୬୯ଲକ୍ଷ ୭୬ହଜାର ଟଙ୍କାର ଋଣ ସହାୟତା ପ୍ରଦାନ
ନନ୍ଦପୁର,୮।୨ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ସୁଭଦ୍ରା ଶକ୍ତି କେନ୍ଦ୍ରରେ ଶୁକ୍ରବାର ମିଶନଶକ୍ତି ବିଭାଗ ତରଫରୁ ବ୍ଲକ ସ୍ତରୀୟ ସ୍ବୟଂ ସହାୟକ ଗୋଷ୍ଠୀ ଋଣମେଳା ବିଡିଓ ଦୁର୍ଗା ପ୍ରସାଦ ଦୋରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ…
ଶୌଚ ପାଇଁ ଯାଇଥିବାବେଳେ ବାର୍ହା ସମ୍ମୁଖରେ ପଡିଗଲେ ୨ ବ୍ୟକ୍ତି
ଭୁବନ, ୨୮।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ୍ୟାଞ୍ଚଳ ଜମୁନାକୋଟ ପଞ୍ଚାୟତ କୃଷ୍ଣପୁର ଗ୍ରାମର ବଳରାମ ରାଉତ(୩୮) ଓ ଦିବାକର ପାଣି (୫୫) ଶନିବାର ବାର୍ହା ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି । ଆହତ ବ୍ୟକ୍ତିମାନେ ଭୋର ସମୟରେ…
ଅଧିକ ସମୟ ଖେଳିବାକୁ ନେଇ ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଆଣ୍ଠେଇଦେଲେ ନବମ ଶ୍ରେଣୀ ଛାତ୍ର, ଭିଡିଓ ଭାଇରାଲ ପରେ…
ଉଦଳା ,୨୮।୨(ସନ୍ତୋଷ କୁମାର ବାଛିନୀ), ହଷ୍ଟେଲରେ ସୀମା ଟପିଲେ ବଡ଼ ଶ୍ରେଣୀର ଛାତ୍ର। ତଳ ଶ୍ରେଣୀ ଛାତ୍ରଙ୍କୁ କରିଲେ ରାଗିଙ୍ଗ୍ । ଖେଳ ସମୟରେ ହଷ୍ଟେଲର ୩ ଜଣ ସପ୍ତମ ଶ୍ରେଣୀ ଛାତ୍ର ହଷ୍ଟେଲ ପଛ ପାଖରେ ଖେଳୁଥିବାରୁ ତାଙ୍କ ଉପରେ…
ସୁସ୍ଥ ଓଡ଼ିଶା ଲକ୍ଷ୍ୟ ପୂରଣ ହେବ ତ
ଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଲଗାତର ତୃତୀୟ ବଜେଟ ଉପସ୍ଥାପନ କରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପାଇଁ ୨୦୨୬-୨୭ ଆର୍ଥିକ ବର୍ଷ ଲାଗି ୨୩,୧୮୨ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏକ ସୁସ୍ଥ…
ବରଗଡ଼ରେ ଲଜ୍ଜା: ୧୨ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର, ଜଣେ ବ୍ୟକ୍ତିଙ୍କୁ ଅଟକ ରଖି…
ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସଦର ଥାନା ଅଞ୍ଚଳରେ ଜଣେ ନାବାଳିକା(୧୨)ଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଏ ନେଇ ଶୁକ୍ରବାର ବରଗଡ଼ ସଦର ଥାନାରେ ପୀଡିତାଙ୍କ ପରିବାର ପକ୍ଷରୁ ଏତଲା ଦିଆଯାଇଛି। ଏତଲାକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ…
Archives


