Tag Archives: odisha

ସମ୍ବଲପୁରରେ ବହୁ ପଛରେ ପ୍ରଣବ,ଜାଣନ୍ତୁ କେତେ ଭୋଟ୍‌ରେ ଧର୍ମେନ୍ଦ୍ର ଆଗୁଆ…

ସମ୍ବଲପୁର,୪।୬: ଓଡ଼ିଶାରେ ଭାଜପା ଲୋକ ସଭା ପ୍ରାର୍ଥୀଙ୍କ ଦବ୍‌ଦବା। ମୋଟ ୧୯ ଆସନରେ ଦଳ ଆଗୁଆ ଚାଲିଥିବା ବେଳେ କଂଗ୍ରେସ ଏବଂ ବିଜେଡି ମାତ୍ର ଗୋଟିଏ ଲେଖାଏ ଆସନରେ ଲିଡ୍‌ କରୁଛନ୍ତି। ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ…

ମନ୍ମଥଙ୍କଠାରୁ ବହୁ ଆଗରେ ଅପରାଜିତା, ଜାଣନ୍ତୁ କେତେ ଭୋଟ୍‌ରେ ଆଗୁଆ….

ଭୁବନେଶ୍ୱର,୪।୬: ୨୦୧୪ ଲୋକ ସଭା ନିର୍ବାଚନର ଭୋଟ ଗଣତି ଜାରି ରହିଥିବା ବେଳେ ଭାଜପା ପ୍ରାର୍ଥୀମାନେ ବହୁ ଆଗରେ ଚାଲିଛନ୍ତି। ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ ଭାଜପା ୧୯ ଆସନରେ ଆଗୁଆ ଥିବା ବେଳେ ବିଜେଡି ୧ରେ ଆଗୁଆ ଅଛି। ସେହିଭଳି କଂଗ୍ରେସ…

ହାରିଗଲେ ଦୀପାଳି, ଝାରସୁଗୁଡ଼ାରେ ଫୁଟିଲା ପଦ୍ମ

ଝାରସୁଗଡ଼ା,୪।୬: ଝାରସୁଗୁଡ଼ାରେ ପଦ୍ମର ବଡ଼ ବିଜୟ। ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କୁ ୧୩୨୨ ଖଣ୍ଡ ଭୋଟରେ ହରାଇଛନ୍ତି ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ। ୨୦୨୪ ଲୋକସଭା ନିର୍ବାଚନ ଶେଷ ପରେ ଆଜି ଭୋଟ ଗଣତି ଜାରି ରହିଛି । ତେବେ ପ୍ରାରମ୍ଭିକ…

ବିଧାନସଭାରେ ଆଗୁଆ ଚାଲିଛି ଭାଜପା

ଭୁବନେଶ୍ୱର,୪ା୬: ରାଜ୍ୟରେ ମଙ୍ଗଳବାର ଜାରି ରହିଛି ଭୋଟ୍‌ ଗଣତି। ଏହି କ୍ରମରେ ଓଡ଼ିଶା ବିଧାନସଭାର ୧୪ଟି ଆସନରେ ଭାଜପା ଆଗୁଆ ଥିବା ବେଳେ ବିଜେଡି ୯ଟି ଆସନରେ ଆଗୁଆ ରହିଛି।

ଓଜେଇଇ ରେଜଲ୍ଟ ପ୍ରକାଶ, ଏମିତି ଜାଣନ୍ତୁ ନିଜର ର଼୍ୟାଙ୍କ

ଭୁବନେଶ୍ୱର,୩ା୬(ଅସମାପିକା ସାହୁ): ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା (ଓଜେଇଇ-୨୪)ର ଫଳାଫଳ ସୋମବାର ପ୍ରକାଶ ପାଇଛି। ଚଳିତବର୍ଷ ଓଜେଇଇ ପରୀକ୍ଷା ୬.୫.୨୦୨୪ରୁ ଆରମ୍ଭ ହୋଇ ୧୦.୦୫.୨୪ ପର୍ଯ୍ୟନ୍ତ ଚାଲିଥିଲା। ୨୦୨୪-୨୦୨୫ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ବିଭିନ୍ନ ସରକାରୀ ଯାନ୍ତ୍ରିକ ତଥା ବେସରକାରୀ ବିଶ୍ୱବିଦ୍ୟାଳୟ…

ଟିମ୍‌ ଇଣ୍ଡିଆକୁ କିଭଳି କୋଚ୍‌ ଆବଶ୍ୟକ? ବିସିସିଆଇକୁ ଗାଙ୍ଗୁଲିଙ୍କ ପରାମର୍ଶ, ଗମ୍ଭୀରଙ୍କୁ ନେଇ ଦେଲେ ବଡ଼ ବୟାନ…

ନୂଆଦିଲ୍ଲୀ,୧।୬: ଗୋଟିଏ ପଟେ ଟିମ୍‌ ଇଣ୍ଡିଆ ଆମେରିକାରେ ଟି୨୦ ବିଶ୍ୱକପ୍‌ ପ୍ରସ୍ତୁତିରେ ଲାଗି ପଡ଼ିଥିବା ବେଳେ ଦେଶରେ ଏହା ବ୍ୟତିତ ଆଗାମୀ କୋଚ କିଏ ହେବ ତାହାକୁ ନେଇ ଚର୍ଚ୍ଚା ଜାରି ରହିଛି। ବିଶ୍ୱକପ୍‌ ପରେ ବର୍ତ୍ତମାନର କୋଚ୍‌ ରାହୁଲ ଦ୍ରାବିଡଙ୍କ…

ଧରିତ୍ରୀ ଫଟୋ ଖବରଦାତା ବିବେକ ମହାନ୍ତିଙ୍କ ଅକାଳ ବିୟୋଗ

ସୁନ୍ଦରଗଡ,୧।୬(ଜୟ ନାରାୟଣ ମେଣ୍ଡୁଳି): ଧରିତ୍ରୀର ରାଉରକେଲା ଫଟୋ ଖବରଦାତା ବିବେକ ମହାନ୍ତିଙ୍କ ଶନିବାର ଭୋରରେ ଅକାଳ ବିୟୋଗ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୩୦ ବର୍ଷ ବୟସ ହୋଇଥିଲା। ସେ ରାଉରକେଲା ଧରିତ୍ରୀ ଅଫିସରେ ଫଟୋ ଖବରଦାତା ଭାବେ କାର୍ଯ୍ୟରତ ଥିଲେ। ଗତ…

କେହି କାହାକୁ ଖରାରେ କାମ କରାଇଲେ କାର୍ଯ୍ୟାନୁଷ୍ଠାନ,ପିକ୍‌ ଆଓ୍ବାରରେ…

ଭୁବନେଶ୍ୱର, ୩୧।୫(ଅସମାପିକା ସାହୁ) – ଅସହ୍ୟ ଗ୍ରୀଷ୍ମପ୍ରବାହ ସାରା ରାଜ୍ୟରେ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି କରିଛି। ଅଂଶୁଘାତରେ ବହୁ ଜୀବନ ଯାଇଥିବାବେଳେ ପ୍ରତିଦିନ ଅଭିଯୋଗ ବଢ଼ି ଚାଲିଛି। ବିଶେଷକରି ପଶ୍ଚିମ ଓଡ଼ିଶାରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥିତିରେ ସତର୍କ ରହିବାକୁ…

ଚଳିତ ନିର୍ବାଚନରେ ଜବତ ହୋଇଛି ୨୭୫ କୋଟି ଟଙ୍କାର ସାମଗ୍ରୀ: ରହିଛି ୧୪ କୋଟିର ସୁନା, ଟଙ୍କା

ଭୁବନେଶ୍ୱର,୩୧ା୫(ଅନିଲ ଦାସ)-ନିର୍ବାଚନକୁ ସ୍ବଚ୍ଛ, ଅବାଧ, ନିରପେକ୍ଷ କରିବା ପାଇଁ ନିର୍ବାଚନ କମିଶନ ଯଥାସମ୍ଭବ ଉଦ୍ୟମ କରୁଥିଲେ ମଧ୍ୟ ଚୋରା କାରବାର ବହୁ ମାତ୍ରାରେ ବଢିଥିବା ସୂଚନା ମିଳିଛି। ଗତ ୨ ଲୋକ ସଭା ଓ ବିଧାନସଭା ନିର୍ବାଚନ ଅପେକ୍ଷା ଚଳିତ ନିର୍ବାଚନରେ…

ପ୍ରଚାରରୁ ଫୁରସତ୍‌ ମିଳିବା ପରେ ମୁଖ୍ୟମନ୍ତ୍ରୀଙ୍କ ବହି କିଣା, ପିଲାଙ୍କ ସହ ସେଲ୍‌ଫି ନେଇ ଫେରିଲେ…

ଭୁବନେଶ୍ୱର,୩୧ା୫(ଅନିଲ ଦାସ)-ମାସେ କାଳ ନିର୍ବାଚନ ପ୍ରଚାରରେ ବ୍ୟସ୍ତ ରହିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୁର୍‌ସତ୍‌ ପାଇଛନ୍ତି। ଶୁକ୍ରବାର ସନ୍ଧ୍ୟା ୭ଟା ୩୦ ମିନିଟରେ ସେ ବହି କିଣିବାକୁ ମାଷ୍ଟରକ୍ୟାଣ୍ଟିନସ୍ଥିତ ମଡର୍ନ ବୁକ୍‌ ଡିପୋରେ ପହଞ୍ଚିଥିଲେ । ସାଙ୍ଗରେ ଥିଲେ ବିଜେଡିର…

ସଞ୍ଜୟ ତ୍ରିପାଠୀ ୬ ବର୍ଷ ଲାଗି କଂଗ୍ରେସରୁ ବହିଷ୍କୃତ

ଭୁବନେଶ୍ୱର, ୩୧।୫(ସୁନିତ୍‌ ମିଶ୍ର): କଂଗ୍ରେସ ନେତା ସଞ୍ଜୟ ତ୍ରିପାଠୀଙ୍କୁ ଦଳରୁ ଶୁକ୍ରବାର ବହିଷ୍କାର କରିଦିଆଯାଇଛି। ତାଙ୍କୁ ଦଳରୁ ୬ ବର୍ଷ ଲାଗି ବହିଷ୍କାର କରାଯାଇଛି। ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ଯୋଗୁ ତାଙ୍କୁ ବହିଷ୍କାର କରାଯାଇଥିବା ପ୍ରଦେଶ କଂଗ୍ରେସ କମିଟି(ପିସିସି)…

ଆଉ ୪ ଦିନ ଗୁଳୁଗୁଳି, ଏହିଦିନ ଓଡ଼ିଶା ଆସିବ ମୌସୁମୀ

ଭୁବନେଶ୍ୱର, ୩୧।୫(ଅସମାପିକା ସାହୁ): ପଶ୍ଚିମରେ ଅସମ୍ଭାଳ ତାତି ଓ ଉପକୂଳରେ ପ୍ରବଳ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଛଟପଟ ହେଉଛି ସାରା ଓଡ଼ିଶା। ଗୁରୁବାର ରାଜ୍ୟରେ ଚଳିତ ବର୍ଷର ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଛି। ଝାରସୁଗୁଡ଼ାରେ ପାରଦ ୪୭ ଡିଗ୍ରୀକୁ ଛୁଇଁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?