Tag Archives: odisha

ଆହୁରି ତିନିଦିନ କଲକବଲ କରିବ ଗୁଳୁଗୁଳି

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ): ରାଜ୍ୟରେ ଏବେ ତାତି ସାଙ୍ଗକୁ ଅସହ୍ୟ ହେଲାଣି ଗୁଳୁଗୁଳି। ପଶ୍ଚିମ ଓଡ଼ିଶାରେ ହିଟ୍‌ଓ୍ବେଭ୍‌ ଜାରି ରହିଥିବା ବେଳେ ଉପକୂଳରେ କଲବଲ କରୁଛି ଗୁଳୁଗୁଳି। ଆସନ୍ତା ୧୮ତାରିଖ ପର୍ଯ୍ୟନ୍ତ ଏହିଭଳି ଗୁଳୁଗୁଳି ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ…

ସୂର୍ଯ୍ୟବଂଶୀ ସୂରଜ ହେଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୫।୬: ଓଡ଼ିଶା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ୩ ଦିନ ପରେ ମୋହନ ମାଝି ସରକାରଙ୍କ ମନ୍ତ୍ରିପରିଷଦର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ଏଥିରେ ଯୁବ ନେତା ଭାବେ ଚର୍ଚ୍ଚାରେ ରହୁଥିବା ସୂର୍ଯ୍ୟବଂଶୀ ସୂରଜଙ୍କୁ ଉଚ୍ଚଶିକ୍ଷା ବିଭାଗ ମିଳିଛି। ଏଥିସହ…

ରାଜ୍ୟରେ ବନ୍ଦ ହୋଇଯିବ କି ମିଶନ ଶକ୍ତି ଯୋଜନା? ଆସିଲା ନୂଆ ଅପ୍‌ଡେଟ୍‌, ଜାଣନ୍ତୁ…

ଭୁବନେଶ୍ୱର,୧୫।୬: ଦୀର୍ଘ ୨୫ ବର୍ଷର ବିଜେଡି ଶାସନରେ ବିରାମ ଲାଗିଛି। ୨୦୨୪ ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରି ଭାଜପା ରାଜ୍ୟରେ ସରକାର ଗଢ଼ିଛି। ନିକଟରେ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆକ୍ସନ ମୁଡ୍‌ରେ ଅଛନ୍ତି। ପୂର୍ବ…

ରାସ୍ତାରେ ଅଟକି ପିଲା, ସାଧାରଣ ଲୋକଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୬(ଶର୍ମିଷ୍ଠା ପାଣିଗ୍ରାହୀ) – ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ସାଧାରଣ ଜନତାଙ୍କ ସହ ମିଶୁଛନ୍ତି। ସମସ୍ୟା ବୁଝି ସମାଧାନ ପାଇଁ ନିର୍ଦ୍ଦେଶ ଦେଉଛନ୍ତି। ଏପରିକି ରାସ୍ତାରେ ଯିବାବେଳେ ଯଦି କେହି ତାଙ୍କୁ ଭେଟିବାକୁ ଚାହୁଁଥିବା…

ଇଡି,ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇପାରିବ ନାହିଁ: ତାରା

ଭୁବନେଶ୍ୱର,୧୪ା୬-ଆଗାମୀ ଦିନରେ କଂଗ୍ରେସ ବିରୋଧୀ ଦଳ କାମ କରିବ । କାରଣ ଇଡି, ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇ ପାରିବ ନାହିଁ । କଂଗ୍ରେସ ହିଁ ଆସନ୍ତା ୫ ବର୍ଷ ପାଇଁ ବିରୋଧୀ ଦଳ ଭୂମିକା ତୁଲାଇବ…

ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର,୧୩ା୬: ଆଗାମୀ ୫ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରକୁ ହିଟ୍‌ଓ୍ବେଭ୍‌ ଓ୍ବାର୍ନିଂ ଜାରି ହୋଇଛି। ଚଳିତବର୍ଷ ରଜରେ…

ରାଜ୍ୟ ଅତିଥି ଭବନ ଏବେ ଅସ୍ଥାୟୀ ସିଏମ୍‌ଓ

ଭୁବନେଶ୍ୱର,୧୩।୬: ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ପାଲଟିଛି। ଅତିଥି ଭବନର ପ୍ରଥମ ମହଲାକୁ ଏଥିଲାଗି ପ୍ରସ୍ତୁତ କରାଯାଇଛି। ପୁରୀରୁ ଫେରିବା ପରେ ନୂଆ ମୁଖ୍ୟମନ୍ତ୍ରୀ ଅତିଥି ଭବନରେ ପହଞ୍ଚିଛନ୍ତି। ତେବେ ଦୀର୍ଘ ୨୫ ବର୍ଷ ଧରି…

ସୁଭଦ୍ରା ଯୋଜନାରେ କେଉଁମାନେ ପାଇବେ ୫୦ ହଜାର ଟଙ୍କା? ଜାଣନ୍ତୁ କିଭଳି କରିବେ ଆବେଦନ ଏବଂ ଯୋଗ୍ୟତା 

ଭୁବନେଶ୍ୱର,୧୩।୬: ଓଡ଼ିଶାରେ ଭାଜପା ସରକାର ଗଢ଼ିବା ପରେ ପ୍ରଥମ କ୍ୟାବିନେଟ୍‌ ବୈଠକରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରାଯାଇଛି। ନିର୍ବାଚନ ପୂର୍ବରୁ ଦଳ ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ଅନୁଯାୟୀ ଆଗାମୀ ୧୦୦ ଦିନ ମଧ୍ୟରେ ରାଜ୍ୟରେ ସୁଭଦ୍ରା ଯୋଜନା ଲାଗୁ ହେବ…

ଦେଶରେ ୧୨ ମାସ ତଳେ ଖୁଚୁରା ମୁଦ୍ରାସ୍ଫୀତି, ଓଡ଼ିଶା ବଜାରରେ ଆକାଶ ଛୁଆଁ ଦରଦାମ୍

ଭୁବନେଶ୍ୱର, ୧୩।୬: ଭାରତରେ ଖୁଚୁରା ମୁଦ୍ରାସ୍ଫୀତି ବା ମହଙ୍ଗା ହାର ମେ ମାସରେ ୧୨ ମାସର ସର୍ବନିମ୍ନ ୪.୭୫% ସ୍ତରକୁ ଖସିଛି। ଯାହା ଏପ୍ରିଲ ମାସରେ ୪.୮୩% ଥିଲା ବୋଲି ବୁଧବାର ସରକାର ପ୍ରକାଶ କରିଥିବା ତଥ୍ୟରେ କହିଛନ୍ତି। ତେବେ ମେ…

ବଦଳୁଛି ‘ନବୀନ ନିବାସ’ର ଚିତ୍ର: ପଦ ଯିବା ପରେ ଉଠିଗଲା ଅସ୍ଥାୟୀ ପୋଲିସ କ୍ୟାମ୍ପ, କମିଲେ ସୁରକ୍ଷାକର୍ମୀ…

ଭୁବନେଶ୍ୱର,୧୩।୬: ଗଣତନ୍ତ୍ରରେ ହାରିବା-ଜିତିବା ନିୟମିତ ପ୍ରକ୍ରିୟା। ଜନତା ଜନାର୍ଦ୍ଦନଙ୍କ ଭୋଟ୍‌ ଆଧାରରେ ଗଠନ ହୁଏ ସରକାର। ହେଲେ ସରକାର ବଦଳିଲେ ବଦଳିଯାଏ ଚିତ୍ର। ପୂର୍ବ କ୍ଷମତାରେ ଥିବା ବ୍ୟକ୍ତି ବିଶେଷଙ୍କଠାରୁ କାଢ଼ି ନିଆଯାଇଥାଏ ସୁବିଧା ଏବଂ ସୁରକ୍ଷା। କିଛି ଏଭଳି ଚିତ୍ର…

ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର

ପୁରୀ,୧୩: ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର ୪ ଦ୍ୱାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ା ଏବଂ ନୂତନ ମନ୍ତ୍ରିପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଏହି ଦ୍ୱାରଗୁଡ଼ିକୁ ଖୋଲାଯାଇଛି। ଫଳରେ ଗୁରୁବାର ବିନା…

ଆର୍‌ଏସ୍‌ଏସ୍‌ ସହ ସମ୍ପର୍କ ନା ନିର୍ବାଚନ ପ୍ରଭାବ? ଓଡ଼ିଶାରେ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ କରିବାରେ କ’ଣ ରହିଛି ଭାଜପାର ରଣନୀତି….

ଭୁବନେଶ୍ୱର,୧୨।୬: ଭାଜପା ପୁଣିଥରେ ଓଡ଼ିଶାରେ ନୂଆ ଚେହେରା ଦେଇ ସମସ୍ତଙ୍କୁ ଚମକାଇଛି। ନାନାଦି ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇ ଦଳ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ କରିଛି। ପୂର୍ବରୁ ଅନେକ ଲୋକପ୍ରିୟ ବିଧାୟକଙ୍କ ନାମ ଚର୍ଚ୍ଚାରେ ରହିଥିଲେ ହେଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?