Tag Archives: odisha

୯୩ତମ ଜୟନ୍ତୀ ଅବସରରେ ନନ୍ଦିନୀ ଶତପଥୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

ଭୁବନେଶ୍ୱର,୯।୬: ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୩ତମ ଜୟନ୍ତୀ ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟକୁ ପ୍ରଗତିଶୀଳ କରାଇବା ସହ ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିବା ଦିଗରେ ତାଙ୍କ ଅବଦାନ ଚିରସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ…

୭୮ ବିଧାୟକଙ୍କ ମଧ୍ୟରୁ କିଏ ହେବେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ? ମନ୍ତ୍ରୀ ରେସ୍‌ରେ ଅଛନ୍ତି ଏସବୁ ହେଭିଓ୍ବେଟ…

ଭୁବନେଶ୍ୱର,୯।୬: ଗତ ସାଧାରଣ ନିର୍ବାଚନରେ ସର୍ବାଧିକ ୭୮ ଆସନରେ ବିଜୟ ପରେ ଓଡ଼ିଶାରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ପ୍ରଥମ ଥର ପାଇଁ ରାଜ୍ୟରେ ଦଳର ମୁଖ୍ୟମନ୍ତ୍ରୀ ହେବ। ଏହାକୁ ନେଇ ସସ୍‌ପେନ୍ସ ଜାରି ରହିଥିବା ବେଳେ ଆସନ୍ତା ୧୦ ତାରିଖରେ…

ଭାଜପାରେ ଯୋଗ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୮ା୬: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ଏମ୍‌ପି ପ୍ରସନ୍ନ ପାଟ୍ଟଶାଣୀ ଶନିବାର ଦଳ ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି। ପାଟ୍ଟଶାଣୀ ୧୯୯୮ରୁ ୨୦୧୯ ପର୍ଯ୍ୟନ୍ତ ଭୁବନେଶ୍ୱର ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରିଥିଲେ। ସେ ପାଞ୍ଚ ଥର ପାଇଁ ଏମ୍‌ପି ଭାବରେ ନିର୍ବାଚିତ…

ପରାଜୟ ପରେ ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ନବୀନ, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୮।୬: ଲମ୍ବା ସମୟ ପର୍ଯ୍ୟନ୍ତ ଓଡ଼ିଶାର ସେବା କରିବା ପାଇଁ ବାରଂବାର ସୁଯୋଗ ଦେଇଥିବାରୁ ଓଡ଼ିଶାର ଜନତାଙ୍କୁ କୃତଜ୍ଞତା ଜଣାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପିଟିଆଇକୁ ସାକ୍ଷାତକାର ଦେଇ ସେ କହିଛନ୍ତି ”ଲୋକଙ୍କ ସେବା କରିବାକୁ ମୋତେ ସୁଯୋଗ ଦେଇଥିବାରୁ…

କୁଟ୍ଟେଙ୍କ ଉପରୁ ନିଲମ୍ବନ ହଟାଇଲେ ନିର୍ବାଚନ କମିଶନ, ଆଶୀଷ ସିଂ ଉପରେ ହୋଇପାରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮।୬: ଆଇପିଏସ ଅଧିକାରୀ ଡିଏସ କୁଟ୍ଟେଙ୍କ ଉପରୁ ନିଲମ୍ବନ ହଟାଇଲେ ନିର୍ବାଚନ କମିଶନ। ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ ପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିଲା। ଏବେ ତାଙ୍କ ନିଲମ୍ବନଙ୍କ ତତ୍କାଳ ହଟାଇ ମୁଖ୍ୟ ଶାସନ ସଚିବଙ୍କ ନିକଟରେ ରିପୋର୍ଟ କରିବାକୁ କୁହାଯାଇଛି।…

୧୦ ତାରିଖ ସକାଳେ ବସିବ ଭାଜପା ବିଧାୟକ ଦଳ ବୈଠକ, ହେବ ମୁଖ୍ୟମନ୍ତ୍ରୀ ଚୟନ

ଭୁବନେଶ୍ୱର,୮।୬: ରାଜ୍ୟରେ ବହୁମତ ପାଇଥିବା ଭାରତୀୟ ଜନତା ପାର୍ଟି(ଭାଜପା) ଆସନ୍ତା ୧୦ ତାରିଖ ଅର୍ଥାତ ଶପଥ ଗ୍ରହଣ ଦିନ ସକାଳେ ଏହାର ମୁଖ୍ୟମନ୍ତ୍ରୀ ଚୟନ କରିବ। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀ ନାମରେ ସହମତି ଜଣାଇବେ ବିଧାୟକ। ଏହାପରେ ସନ୍ଧ୍ୟାରେ ଜନତା…

ଶନିବାର ଭାଜପା ବିଧାୟକ ଦଳ ବୈଠକ ସମ୍ଭାବନା, ମୁଖ୍ୟମନ୍ତ୍ରୀ ନାଁରେ ଲାଗିପାରେ ମୋହର

ଭୁବନେଶ୍ୱର,୭।୬: ବିଧାନସଭା ଫଳାଫଳ ପ୍ରକାଶ ପାଇବାର ତିନି ଦିନ ବିତି ଯାଇଥିଲେ ମଧ୍ୟ କିଏ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବ ବହୁମତ ପାଇଥିବା ଭାରତୀୟ ଜନତା ପାର୍ଟି ତାହା ଏପର୍ଯ୍ୟନ୍ତ ନିର୍ଣ୍ଣୟ କରିପାରି ନାହିଁ। ତେବେ ବିଶେଷ ସୂତ୍ରରୁ ମିଳିଥିବା ଖବର…

ଆଜି ବେଙ୍ଗାଲୁରୁ କୋର୍ଟରେ ହାଜର ହେବେ ରାହୁଲ ଗାନ୍ଧୀ

ବେଙ୍ଗାଲୁରୁ,୭।୬:କଂଗ୍ରେସ ନେତା ରାହୁଲ ଗାନ୍ଧୀ ମାନହାନି ମାମଲାରେ ଶୁକ୍ରବାର ବେଙ୍ଗାଲୁରୁର ସ୍ବତନ୍ତ୍ର ଅଦାଲତରେ ହାଜର ହେବେ। ତାଙ୍କ ନାମରେ ଏକ ଖବରକାଗଜରେ ଅପମାନଜନକ ବିଜ୍ଞାପନ ଦେବା ନେଇ କର୍ନାଟକ ଭାଜପା ପକ୍ଷରୁ ମାମଲା ଦାୟର କରାଯାଇଥିଲା। ଗତ ବର୍ଷ ବିଧାନସଭା ନିର୍ବାଚନ…

ଜଣେ ଶ୍ରମିକ-ହେଲ୍‌ପର୍‌ କାମ କରିଥିବା ବ୍ୟକ୍ତିଙ୍କଠାରୁ ହାରିଯାଇଛନ୍ତି ନବୀନ ପଟ୍ଟନାୟକ, ଜାଣନ୍ତୁ ଭାଜପାର ଲକ୍ଷ୍ମଣ କିଏ…

ଭୁବନେଶ୍ୱର,୭।୬: ଓଡ଼ିଶାରେ ୨୦୨୪ ସାଧାରଣ ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ଏବେ ସରକାର ଗଠନ ପାଇଁ ପ୍ରସ୍ତୁତି ଚାଲିଛି। ହେଲେ ନିର୍ବାଚନରେ କିଛି ଏଭଳି ପ୍ରାର୍ଥୀ ଜିତିଛନ୍ତି ଏବଂ ହାରିଛନ୍ତି, ଯାହାକୁ ନେଇ ଚର୍ଚ୍ଚା ଜାରି ରହିଛି। ଏହି ବିଧାନସଭା…

BSKY କାର୍ଡ ଗ୍ରହଣ କରିବା ପାଇଁ ହସ୍ପିଟାଲଗୁଡ଼ିକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର, ୫।୬(ଅସମାପିକା ସାହୁ): ରାଜ୍ୟରେ ଆର୍ଥତ୍କ ଦୁର୍ବଳ ଶ୍ରେଣୀର ପରିବାରକୁ ମାଗଣାରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ନବୀନ ପଟ୍ଟନାୟକ ସରକାର ୨୦୧୮ ଅଗଷ୍ଟ ୧୫ରୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) ଆରମ୍ଭ କରିଥିଲେ। ଗତ ୪ ତାରିଖ ଓଡ଼ିଶା…

୩ରୁ୪ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ, କିଛି ଜିଲାରେ କାଳବୈଶାଖୀ

ଭୁବନେଶ୍ୱର,୫ା୬: ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି। ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବ। ତା’ପରେ ଅନ୍ୟ ଅଞ୍ଚଳକୁ ଛୁଇଁବ। ଓଡ଼ିଶାକୁ…

ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବ ଏହି ଦିନ ହେବ ଫାଇନାଲ

ନୂଆଦିଲ୍ଲୀ/ଭୁବନେଶ୍ୱର,୫ା୬: ଭାରତୀୟ ଜନତା ପାର୍ଟି ଓଡ଼ିଶା ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ଐତିହାସିକ ପ୍ରଦର୍ଶନ ହାସଲ କରିଛି। ଭାରତୀୟ ଜନତା ପାର୍ଟି ୧୪୭ ସିଟ୍‌ ବିଶିଷ୍ଟ ବିଧାନସଭାରେ ୭୮ ସିଟ୍‌ ଜିତିବାରେ ସଫଳ ହୋଇଥିବା ବେଳେ ବିଜେଡିକୁ କେବଳ ୫୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?