ବନ୍ଦ ଡାକରା ଭିତରେ ଅଫିସରେ କାମ କରୁଥିଲେ ଅତିରିକ୍ତ ଜିଲାପାଳ, ପହଞ୍ଚିଗଲେ ଚାଷୀ ନେତା, ତା’ପରେ…
ବଲାଙ୍ଗୀର ୨୮।୧ (ସୁନିଲ କୁମାର ମହାନ୍ତି): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ପାୱର ସ୍ମାର୍ଟ…
୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ: ଦୋକାନ ବଜାର ସବୁ ଠପ୍, କଂଗ୍ରେସ କଲା ସମର୍ଥନ
ବଲାଙ୍ଗୀର ୨୮।୧ (ସୁନିଲ କୁମାର ମହାନ୍ତି): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ପାୱର ସ୍ମାର୍ଟ…
୧୫ ବର୍ଷରୁ କମ୍ ବୟସ୍କ ପିଲାଙ୍କ ପାଇଁ ବ୍ୟାନ୍ ହେଲା ସୋସିଆଲ ମିଡିଆ
ଫ୍ରାନ୍ସ, ୨୮।୧: ଫ୍ରାନ୍ସରେ ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଫ୍ରାନ୍ସ ନ୍ୟାଶନାଲ ଆସେମ୍ବଲି ୧୫ ବର୍ଷରୁ କମ୍ ବୟସର ପିଲାମାନଙ୍କୁ ଟିକଟକ, ଇନଷ୍ଟାଗ୍ରାମ, ଫେସବୁକ ଏବଂ ସ୍ନାପଚାଟ ଭଳି ସୋସିଆଲ ମିଡିଆ ପ୍ଲାଟଫର୍ମ ବ୍ୟବହାର କରିବାରୁ…
ଛାତ ଉପରେ ବୋମା ଭିଡ଼ିବାବେଳେ ବିସ୍ଫୋରଣ
ଭୁବନେଶ୍ୱର,୨୮।୧(ତ୍ରିନାଥ ମହାନ୍ତି): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ସୁନ୍ଦରପଦା ନ୍ୟୁ ଆଜାଦ ନଗରରେ ଏକ ୩ତାଲା ବିଶିଷ୍ଟ ଛାତ ଉପରେ ମଙ୍ଗଳବାର ବୋମା ଭିଡ଼ିବା ସମୟରେ ବିସ୍ଫୋରଣ ଘଟି ୫ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୨ଜଣ ମହିଳା ରହିଥିବା ଜଣାପଡ଼ିଛି। ଏହି…
ପିକ୍ଅପ୍ ଧକ୍କାରେ ଚାଲି ଯାଇଥିଲା ଚାହା ଦୋକାନୀଙ୍କ ଜୀବନ, କୋର୍ଟ ଚାଲାଣ ହେଲେ…
ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତା ର ଦେଓଖାଳି ଛକ ରେ ଗତ ବୁଧବାର ସକାଳ ପ୍ରାୟ ସାଢ଼େ ୬ ଟାରେ ଦ୍ରୁତଗାମୀ ପିକଅପ୍ ଭ୍ୟାନ (ନଂ. ଓଡ଼ି୦୨ ବିଏମ – ୬୮୪୦) ଧକ୍କାରେ ଦେଓଖାଳି…
ମାର୍ଚ୍ଚ ୨ରୁ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା: ପ୍ରସ୍ତୁତି ସଭାରେ…
ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା ‘ ବାଙ୍କେଶ୍ୱରୀ ଙ୍କ ଦୋଳ ଯାତ୍ରା ନିମନ୍ତେ ମଙ୍ଗଳବାର ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ ସ୍ଥିତ ମା ‘ ଙ୍କ ମନ୍ଦିର ପରିସରରେ ଆୟୋଜିତ…
ଚର୍ଚ୍ଚାରେ ରାୟଗଡ଼ା ରାଜନୀତି: ୪ ଦିନ ତଳେ ଭାଜପାରେ ମିଶିଥିଲେ, ପୁଣି ବିଜେଡିକୁ ଫେରିଲେ; ଦିଲୀପଙ୍କ ନାଁରେ ଅଭିଯୋଗ…
ରାୟଗଡ଼ା,୨୭।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି । ଭାଜପାରେ ମିଶିବାର ଚାରି ଦିନ ପରେ ପୁଣି ବିଜେଡିକୁ ଫେରିଛନ୍ତି ୪ଜଣ ସମିତିସଭ୍ୟ। ଏହାକୁ ନେଇ ଜିଲାର ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି।…
ବାଇକ୍କୁ ଧକ୍କା ଦେଇ ଚାଲିଗଲା ଟ୍ରାକ୍ଟର; ଘଟଣାସ୍ଥଳରେ ଚାଲିଗଲା ବାଇକ୍ରେ…
ବଞ୍ଚୋ,୨୭।୧(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ବାଙ୍ଖିଡ଼ି ନିକଟରେ ମଙ୍ଗଳବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଟ୍ରାକ୍ଟର ଏକ ବାଇକକୁ ଧକ୍କା ଦେବା ଫଳରେ ବାଇକରେ ଥିବା ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…
ପ୍ରତିଶ୍ରୁତି ପାଳନ କରୁନି ଉତ୍କଳ ଆଲୁମିନା: ୦.୦୧% ଶେୟାର ଦାବିରେ ବିସ୍ଥାପିତ, ପ୍ରଭାବିତଙ୍କ ଧାରଣା
ରାୟଗଡ଼ା/ଟିକିରି,୨୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା)- ବକ୍ସାଇଟ ଖଣି ପାଇଁ ରାୟଗଡ଼ା ଜିଲାର କାଶୀପୁର ବ୍ଲକ ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ବ୍ଲକ୍ରେ ରହିଥିବା ବାଫଳିମାଳି, ଶାଶୁବୋହୂମାଳି, ସିଜିମାଳି, କୋଡ଼ିଙ୍ଗାମାଳି ସମେତ ପ୍ରାୟ ପର୍ବତମାଳାରେ ରହିଛି ମୂଲ୍ୟବାନ୍ ବକ୍ସାଇଟ।…
ଗୋକୋଲମା: ଶେଷ ହେଲା ମା’ ମାଣିକେଶ୍ୱରୀ ଓ ବାବା ଅଗ୍ନି ଭୈରବଙ୍କ ମାଘ ଝାମୁ ଯାତ୍ରା…
ଥୁଆମୂଳ ରାମପୁର,୨୭।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗୋକୋଲମା ବଙ୍ଗଳା ପଡ଼ାଠାରେ ପାରମ୍ପରିକ ରୀତିନୀତି ଅନୁଯାୟୀ ମାଘ ଝାମୁ ଯାତ୍ରା ମହାସମାରୋହରେ ସମ୍ପନ୍ନ ହୋଇଯାଇଛି। ମାଘ ଶୁକ୍ଳ ପକ୍ଷ ନବମୀ ତିଥି ମଙ୍ଗଳବାର ଅବସରରେ…
ଡକରବାଡ଼ି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବନ୍ଦ ଘଟଣା: ସମସ୍ତ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ, ଦରମା ବନ୍ଦ…
ଦାରିଙ୍ଗବାଡ଼ି, ୨୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବିନା ନୋଟିସରେ ତାଲା ପକାଇ ବନ୍ଦ ରଖିବା ଓ ଛାତ୍ରୀଛାତ୍ର ବହୁ ସମୟ ବିଦ୍ୟାଳୟ ବାହାରେ ଅପେକ୍ଷା କରି ଭୋକ ଉପାସରେ…
ଆସନ୍ତା ୩ରେ ଜିଲାପାଳ ଅଫିସ ଘେରାଉ କରିବ ବିଜେଡି: କାର୍ଯ୍ୟକାରିଣୀ ବୈଠକରେ…
ଭବାନୀପାଟଣା, ୨୭।୧ (ଉତ୍ତମ କୁମାର ଦାଶ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ମଙ୍ଗଳବାର ଭବାନୀପାଟଣା ବ୍ଲକ ମେଦିନୀପୁର ସ୍ଥିତ ଏକ ଫାର୍ମ ହାଉସ ଠାରେ କଳାହାଣ୍ଡି ବିଜେଡିର ପରିବର୍ଦ୍ଧିତ ଜିଲା କାର୍ଯ୍ୟକାରିଣୀ…
Archives


