Tag Archives: odisha

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା ପ୍ରାର୍ଥୀ ଜୁଏଲ ଓରାମ ବଡ଼ ବୟାନ ଦେଇଛନ୍ତି। ଚର୍ଚ୍ଚା ମଧ୍ୟରେ ଜୁଆଲ ଓରାମ କହିଛନ୍ତି…

ବାତ୍ୟାର ଆସିବାର କୌଣସି ପୂର୍ବାନୁମାନ କରାଯାଇ ନାହିଁ: ପାଣିପାଗ ବିଭାଗ

ଭୁବନେଶ୍ୱର,୧୯ା୫: ରବିବାର ଭୁବନେଶ୍ୱର ଆଇଏମଡି ନିର୍ଦ୍ଦେଶକ ମନୋରାମା ମହାନ୍ତି ସୂଚନା ଦେଇଛନ୍ତି ଯେ ବାତ୍ୟା ସୃଷ୍ଟି ହେବାର କୌଣସି ପୂର୍ବାନୁମାନ କରାଯାଇ ନ ଥିବାରୁ ଭୟଭୀତ ହେବାର ଆବଶ୍ୟକତା ନାହିଁ। ମହାନ୍ତି ସୂଚନା ଦେଇଛନ୍ତି ଯେ ବଙ୍ଗୋପସାଗରର ଦକ୍ଷିଣ-ପଶ୍ଚିମ ଉପକୂଳରେ ମେ…

ଲଗାତାର ୬ ମାସ ପାଇଁ ଓଡ଼ିଶାରେ ଦରଦାମ୍ ସବୁଠୁ ଅଧିକ

ଭୁବନେଶ୍ୱର,୧୮।୫: ବିଭିନ୍ନ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ଦୃଷ୍ଟିରୁ ଓଡ଼ିଶା ଲଗାତାର ୬ ମାସ ହେଲା ଦେଶର ସବୁଠାରୁ ମହଙ୍ଗା ପାଲଟିଛି। ଓଡ଼ିଶାରେ ଗତ ୬ ମାସ ମଧ୍ୟରେ କ୍ରମାଗତ ଭାବରେ ଖୁଚୁରା ମୁଦ୍ରାସ୍ଫୀତି ହାର ସାତ ପ୍ରତିଶତରୁ ଅଧିକ ରେକର୍ଡ ହୋଇଛି।…

ମୁଁ ଦଳରେ ନାହିଁ, ମୋତେ କିଭଳି ବହିଷ୍କାର କରାଗଲା: ବିଜୟ

ଭୁବନେଶ୍ୱର,୧୮।୫: ମୁଁ ଦଳରେ ନାହିଁ। ହେଲେ ମୋତେ କିପରି ବହିଷ୍କାର କରାଗଲା। ଏଭଳି ନିଷ୍ପତ୍ତି ନେଇ ଭାଜପା ଲୋକହସା ହୋଇଛି ବୋଲି ବରିଷ୍ଠ ନେତା ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ତେବେ ୫ ବର୍ଷ ପରେ ଦଳ ବିରୋଧୀ କାମ କରିଛି…

ତୃତୀୟ ପର୍ଯ୍ୟାୟରେ ୪ ପ୍ରାର୍ଥୀଙ୍କ ନାମରେ ହତ୍ୟା, ଜଣଙ୍କ ନାମରେ ବଳାତ୍କାର ମାମଲା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୪୨ ବିଧାନସଭା ନିର୍ବାଚନମଣ୍ଡଳୀର ୩୮୩ ବିଧାୟକ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୦ଜଣ ଅର୍ଥାତ ୨୬%ଙ୍କ ନାମରେ ଅପରାଧିକ ମାମଲା ରହିଛି। ୮୬ଜଣଙ୍କ ନାମରେ ଗୁରୁତର ଅପରାଧ ମାମଲା ରହିଥିବା ବେଳେ ୪…

ରାଜନୀତି ଜାଣିନି, କେବଳ କାମ କରିବା ଜାଣିଛି: ପାଣ୍ଡିଆନ୍‌

ଭୁବନେଶ୍ୱର, ୧୭।୫ (ବନ୍ଦନା ସେଠୀ) – ମୁଖ୍ୟମନ୍ତ୍ରୀ ସାଲିଆସାହିବାସୀଙ୍କ ଭଲ ଚାହାନ୍ତି। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେମାନଙ୍କ କଥା ଆଗ ଚିନ୍ତା କରନ୍ତି। ଅନ୍ୟ ରାଜନୈତିକ ନେତାମାନେ ସାଲିଆସାହିବାସୀଙ୍କୁ ଭୋଟ୍‌ ପାଇଁ ସେଠାରେ ରଖିଥିବାବେଳେ ମୁଖ୍ୟମନ୍ତ୍ରୀ ତାଙ୍କୁ ହୃଦୟରେ ରଖିଛନ୍ତି ବୋଲି…

ରାଜ୍ୟ ନେତାଙ୍କ ଲେଖାକୁ ଶୁଆ ଭଳି ଗାଇ ଦେଉଛନ୍ତି ଭାଜପାର ଟୁରିଷ୍ଟ ନେତା:ବିଜେଡି

ଭୁବନେଶ୍ୱର,୧୭।୫(ଶର୍ମିଷ୍ଠା ପାଣିଗ୍ରାହୀ)- ଭାଜପାର ମାଳ ମାଳ ଟୁରିଷ୍ଟ ନେତା ଏବେ ଓଡିଶାରେ। ଯେଉଁମାନେ ଓଡିଶା ବିଷୟରେ କିଛି ଜାଣିନାହାନ୍ତି। ରାଜ୍ୟ ନେତା ଯାହା ଲେଖା ଦେଉଛନ୍ତି, ସେମାନେ ଶୁଆ ଭଳି ଗାଇ ଦେଇ ଯାଉଛନ୍ତି। ଭାଜପାର ନାରା ହେଲା ନା କାମ…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)- ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ୨୩ ବେଳକୁ ଲଘୁଚାପର ରୂପ…

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି ଚୁନିଲାଲ ଗୋରାସିଆ,ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା,ସଦର ଭାଜପା ବିଧାୟକ ପ୍ରାର୍ଥୀ…

ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର; ଶାରଦା- ରାକେଶ ବି ବହିଷ୍କୃତ

ଭୁବନେଶ୍ୱର,୧୭।୫: ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ସେହିଭଳି ମାହାଙ୍ଗାର ଶାରଦା ପ୍ରଧାନ ଏବଂ ସୋରର ରାକେଶ ମଲ୍ଲିକ ମଧ୍ୟ ଭାଜପାରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ଏବଂ ଅନୁଶାସନ ଭଙ୍ଗ ଅଭିଯୋଗରେ ଦଳ ପକ୍ଷରୁ ଏଭଳି…

ଓଡିଶା ବିକାଶ କରିବାରେ ବିଜେଡି ବିଫଳ ହୋଇଛି: ହେମା ମାଳିନୀ

ଭୁବନେଶ୍ୱର,୧୭।୫: ଗତ ୨୫ ବର୍ଷ ମଧ୍ୟରେ ଓଡିଶାର ବିକାଶ ପାଇଁ କିଛି କରି ନ ଥିବା ଅଭିଯୋଗ କରି ପୁଣିଥରେ ଭାଜପା ଶାସକ ବିଜେଡିକୁ ଟାର୍ଗେଟ କରିଛି। ଭୁବନେଶ୍ୱରର ସାଲିଆ ସାହିରେ ଦଳର ‘ଆଶୀର୍ବାଦ ସମାବେଶ’ରେ ଯୋଗଦେବାବେଳେ ବରିଷ୍ଠ ଭାଜପା ନେତା…

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀରେ ରୋଡ୍‌ ଶୋ’ ପାଇଁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?