Tag Archives: odisha

ପ୍ରାର୍ଥୀଙ୍କ ଖର୍ଚ୍ଚ ଉପରେ ନିର୍ବାଚନ ଆୟୋଗ ରଖିବେ ନଜର, ଭୁବନେଶ୍ୱରରେ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୮ା୪: ରାଜ୍ୟରେ ସାଧାରଣ ନିର୍ବାଚନ ସହ ବିଧାନସଭା ଲାଗି ନିର୍ବାଚନ ହେଉଥିବାରୁ, ଏହାକୁ ଦୃଷ୍ଟିରେ ରଖି ବ୍ୟୟ ପରିଚାଳନା ପ୍ରସ୍ତୁତି ସମୀକ୍ଷା ହୋଇଛି । ନିର୍ବାଚନରେ ବିଭିନ୍ନ ଦଳୀୟ ପ୍ରାର୍ଥୀମାନଙ୍କ ନିର୍ବାଚନୀ ଖର୍ଚ୍ଚ ଉପରେ କିଭଳି ନଜର ରଖାଯିବ ଓ ସେ…

ଏପ୍ରିଲ୍ ସୁଦ୍ଧା ଓଡ଼ିଶାର ବିଭିନ୍ନ ଜଙ୍ଗଲର ୮,୦୦୦ ସ୍ଥାନରେ ଲାଗିଛି ନିଆଁ

ଭୁବନେଶ୍ୱର,୮।୪: ଏପ୍ରିଲ୍ ୭ ପର୍ଯ୍ୟନ୍ତ ସୁଦ୍ଧା ଓଡ଼ିଶାର ପ୍ରାୟ ୮,୦୦୦ ସ୍ଥାନରେ ଜଙ୍ଗଲ ନିଆଁ ଲାଗିଛି। ଏଥିସହ ପ୍ରାୟ ୯୯.୫ ପ୍ରତିଶତ ନିଆଁ ସଫଳତାର ସହ ଆୟତ୍ତ କରାଯାଇଛି। ପିସିସିଏଫ୍ ଦେବଦତ୍ତ ବିଶ୍ୱାଳ ସୋମବାର ସୂଚନା ଦେଇଛନ୍ତି ଯେ କାଳବୈଶାଖୀ ଏବଂ…

ଓଡ଼ିଶାରେ ଆଉ ତିନି ଦିନ ବର୍ଷା ପାଇଁ ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୮।୪: କାଳବୈଶାଖୀର ପ୍ରଭାବରେ ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତାକାଲି ୨୪ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର ଜିଲ୍ଲା ସହିତ ରାଜ୍ୟର ପ୍ରାୟ ସମସ୍ତ ଜିଲାରେ…

ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବରଗଡ଼,୮ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପୂର୍ବରୁ ବରଗଡ଼ ଜିଲା ବିଜେଡିକୁ ବଡ଼ ଝଟ୍‌କା ଲାଗିଛି। ବିଜେଡିର ଜିଲା ସଭାପତି ତଥା ପୂର୍ବତନ ଲୋକ ସଭା ଏମ୍‌ପି ଡକ୍ଟର ପ୍ରଭାସ ସିଂ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ରକୁ ବିଜେଡି ସୁପ୍ରିମୋ ତଥା…

ଆର୍ଥିକ ଅନଗ୍ରସର ପିଲାମାନଙ୍କୁ ଘରୋଇ ସ୍କୁଲରେ ନାମଲେଖା ପାଇଁ ଅବଧି ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୭।୪: ଚଳିତ ଶିକ୍ଷାବର୍ଷରେ ଶିକ୍ଷାଧିକାର ଆଇନ୍‌‌ ଅନୁସାରେ, ଆର୍ଥିକ ଅନଗ୍ରସର ପିଲାମାନଙ୍କୁ ଘରୋଇ ସ୍କୁଲରେ ନାମଲେଖା ଅବଧିକୁ ଚଳିତ ମାସ ୨୬ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ସମ୍ବନ୍ଧରେ ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷାଧିକାରୀ,…

ବିଜେଡିରେ ସାମିଲ ହେଲେ ଗଣେଶ୍ୱର ବେହେରା

ଭୁବନେଶ୍ୱର,୭ା୪: ରବିବାର ବିଜେଡିରେ ମିଶିଛନ୍ତି ବରିଷ୍ଠ ନେତା ଗଣେଶ୍ୱର ବେହେରା। ଶଙ୍ଖଭବନକୁ ଆସି ସେ ବିଜେଡିରେ ସାମିଲ ହୋଇଛନ୍ତି। ଦଳୀୟ ସମର୍ଥକଙ୍କ ସହ ଆଜି ଗଣେଶ୍ୱର ବିଜେଡିରେ ଯୋଗ ଦେଇଥିବା ବେଳେ ନିକଟରେ ସେ କଂଗ୍ରେସ ଛାଡ଼ିଥିଲେ। ଦଳରୁ ଇସ୍ତଫା ଦେବା…

ଗହଣା ବ୍ୟବସାୟୀଙ୍କୁ ଗୁଳିମାଡ଼ କରି ଲୁଟିନେଲେ ୭ ଲକ୍ଷର ଅଳଙ୍କାର

ରୂପସା,୭।୪ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଛଦା ଗାଁ ନିକଟରେ ଗୁଳି ଫୁଟାଇ ଜନୈକ ଗହଣା ଦୋକାନୀଙ୍କଠାରୁ ଦୁର୍ବୃତ୍ତମାନେ ଗହଣା ଲୁଟ୍‌ କରି ଫେରାର ହୋଇଯାଇଛନ୍ତି। ଏହି ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି ।…

କଳାହାଣ୍ଡିରେ ପରିବାରବାଦ ଅନ୍ୟ ନେତାଙ୍କ ବାଟ ରୋକୁଛି

ଭବାନୀପାଟଣା,୭।୪(ଉତ୍ତମ କୁମାର ଦାଶ): ରାଜନୀତିରେ ପରିବାରବାଦ, ବଂଶବାଦକୁ ନେଇ ଉଭୟ ଶାସକ ଓ ବିରୋଧୀ ମଧ୍ୟରେ ବିଭିନ୍ନ ସମୟରେ ଆରୋପ ପ୍ରତ୍ୟାରୋପ ଲାଗିରହିଛି। ଏପରିସ୍ଥଳେ କଳାହାଣ୍ଡି ରାଜନୀତିରେ ପରିବାରବାଦର ଚିତ୍ର ଦେଖିବାକୁ ମିଳିଛି। ଏଠାରେ ବାପ,ପୁଅ, ସ୍ତ୍ରୀ, ନାତି, ବୋହୂ, ଭାଇ…

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ସମ୍ପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା, ପାନୀୟ ଜଳ ଯୋଗାଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୬ା୪: ସଂପ୍ରତି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ବିଶେଷ କରି ବିଭିନ୍ନ ସ୍ଥାନରେ ଦେଖାଦେଉଥିବା ପାନୀୟ ଜଳ ସମସ୍ୟାର ସମାଧାନ କରି ଜନସାଧାରଣଙ୍କୁ ଜଳ ଯୋଗାଣ କରିବା ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଆଜି ରାଜ୍ୟର…

ବଦଳିଲା ସ୍କୁଲ ସମୟ

କଟକ,୬ା୪(କାର୍ତ୍ତିକ ସାହୁ): ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ୮ ତାରିଖ ସୋମବାରଠାରୁ ଜିଲାରେ ବିଦ୍ୟାଳୟ ସମୟସୂଚୀକୁ ପରିବର୍ତ୍ତନ କରାଯାଇଛି। ୧ମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ଯାଏ ସମସ୍ତ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନରେ ସକାଳ ୬.୩୦ରୁ ପାଠପଢ଼ା ଆରମ୍ଭ ହୋଇ ପୂର୍ବାହ୍ନ…

ରାଜ୍ୟରେ ୪ ସହରର ତାପମାତ୍ରା ୪୩ ଡିଗ୍ରୀ ଟପିଲା

ଭୁବନେଶ୍ୱର,୬ା୪(ଅସମାପିକା ସାହୁ): ପ୍ରବଳ ତାତିରେ ସାରା ରାଜ୍ୟ ଜଳୁଥିବା ବେଳେ ୪ ସହରରେ ତାତି ଅସହ୍ୟ ହୋଇଛି। ଆଜି ଅନୁଗୋଳରେ ତାପମାତ୍ରା ସର୍ବାଧିକ ୪୩.୫ ଡିଗ୍ରୀ ଥିବା ବେଳେ ମାଲାକାନଗିରିରେ ୪୩.୨ ଡିଗ୍ରୀ, ବୌଦ୍ଧ ଏବଂ ଟିଟିଲାଗଡ଼ରେ ୪୩ ଡିଗ୍ରୀ ରେକର୍ଡ…

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି; କାଳବୈଶାଖୀ ପ୍ରଭାବରେ ୭ ରୁ ଏହି ସବୁ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୪: ରାଜ୍ୟରେ ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ଯାଏଁ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କଟକ, ଭଦ୍ରକ, ନୟାଗଡ଼, ମୟୁରଭଞ୍ଜ, କଳାହାଣ୍ଡି, ବୌଦ୍ଧ, ମାଲକାନଗିରି, ନୂଆପଡ଼ା, ନବରଙ୍ଗପୁର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?