Tag Archives: odisha

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ ସମୟ ବଦଳିବା ସାଙ୍ଗେ ସାଙ୍ଗେ ପରିସ୍ଥିତି ମଧ୍ୟ ବଦଳିବାରେ ଲାଗିଛି। ୨୦୨୪ ନିର୍ବାଚନ…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ ୩ଜଣ ମହିଳା (୨ଜଣ ରୋଗୀ ଓ ଜଣେ ମେଡିକାଲ କର୍ମଚାରୀ) କୋଭିଡ୍‌…

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣରେ ଗ୍ରାମର ବଳରାମ ପରିଡା ଓ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା ଥାନା ରାଉତରାପୁର ଗ୍ରାମର ବାବାଜୀ ଦାସଙ୍କ ପୁଅ ଗୋପାଳ ଓରଫ ଅଶୋକ ଦାସଙ୍କୁ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ ବୁଡ଼ିଯିବାରୁ ଯାତାୟାତ ବନ୍ଦ ହୋଇଗଲାଣି ତ ଆଉ କେଉଁଠି ପୋଲ ଭୁଶୁଡ଼ି ପଡ଼ି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଜବତ ହୋଇଥିବା ଗଞ୍ଜେଇର ଓଜନ ୪୦ କେଜି ୫୦୦…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ ଆୟୋଜିତ ପ୍ରଥମ ଅଧିବେଶନରେ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌ (ମୌସୁମୀ ରେଖା) ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୫ ଦିନ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର ୫ମ ଦିନ ସୋମବାର ହେରାପଞ୍ଚମୀରେ ଅଭିମାନିନୀ ମା’ ଲକ୍ଷ୍ମୀ ଠାକୁରାଣୀ ଶ୍ରୀଗୁଣ୍ଡିଚା ମନ୍ଦିର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ପ୍ରଦର୍ଶନକାରୀଙ୍କ ପାଇଁ ପୋଲିସ ଲାଠିଚାର୍ଜ କରିବା ସହ ଲୁହବୁହା ଗ୍ୟାସ୍ ପ୍ରୟୋଗ କରିଥିବା…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଧର୍ମପୁର ଗ୍ରାମର…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ଅଭିଯୋଗ ହୋଇଛି। ମୃତ ମହିଳା ଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?