Tag Archives: odisha

କେରଳରେ ପ୍ରେମିକାଙ୍କୁ ହତ୍ୟା, କନ୍ଧମାଳରୁ ଗିରଫ ହେଲେ ପ୍ରେମିକ

ବାଲିଗୁଡ଼ା,୧୦ା୪(ସଞ୍ଜୟ କୁମାର ପାଣିଗ୍ରାହୀ): ଯୁବକ ଓ ଯୁବତୀ ଦୁହେଁ କନ୍ଧମାଳ ଜିଲାର। ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା। କାମଧନ୍ଦା ପାଇଁ କେରଳ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ ପ୍ରେମିକାଙ୍କୁ ହତ୍ୟା କରିଥିଲେ ପ୍ରେମିକ। ଏହି ଘଟଣାରେ କେରଳ ପୋଲିସ ଅଭିଯୁକ୍ତ…

ପ୍ରଚାର କମିଟି ତାଲିକା ଜାରି କଲା କଂଗ୍ରେସ

ଭୁବନେଶ୍ୱର,୧୦ା୪: ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରତ୍ୟେକ ଦଳ ନିଜ ନିଜର କସରତ ଆରମ୍ଭ କରିଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ବୁଧବାର କଂଗ୍ରେସ ତା’ର ପ୍ରଚାର କମିଟି ତାଲିକା ପ୍ରକାଶ କରିଛି। ଏଥିରେ ୫୯ ଜଣଙ୍କ ନାମ ରହିଛି। ଉକ୍ତ କମିଟିରେ…

ଆରମ୍ଭ ହେଲା ଧରପଗଡ଼: ଗାଡ଼ିରେ କଳାକାଚ ଲଗାଇଥିଲେ ଗଣିବେ ୫ହଜାର ଜରିମାନା, ଯିବେ ଜେଲ୍‌

ଭୁବନେଶ୍ୱର,୧୦।୪: ସାଧାରଣ ନିର୍ବାଚନକୁ ଦିନ କେଇଟା ଥିବା ବେଳେ ଟଙ୍କା କାରବାର ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଗାଡ଼ିରୁ କଳାକାଚ ହଟାଇବା ଅଭିଯାନକୁ ବୁଧବାରଠାରୁ ଜୋରଦାର କରିଛି କମିଶନରେଟ ପୋଲିସ। ପ୍ରଥମ ଦିନରେ ୪୦ରୁ ଅଧିକ ଗାଡ଼ିରେ ଲାଗିଥିବା…

ପ୍ରଦୀପଙ୍କ ବିରୋଧରେ ସିଇଓଙ୍କୁ ଫେରାଦ ହେଲା ବିଜେଡି

ଭୁବନେଶ୍ୱର,୧୦।୪: ଓଡ଼ିଶାର ବ୍ରହ୍ମପୁର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ବିଜେଡି ଫେରାଦ ହୋଇଛି। ନିର୍ବାଚନରେ ନିୟୋଜିତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ସେ ନାଲି ଆଖି ଦେଖାଉଥିବା ନେଇ…

ନୀଳଗିରି ଆସନରେ ହେବେ କି ପ୍ରାର୍ଥୀ! ନବୀନ ନିବାସରେ ପ୍ରମୁଖ ଆଶାୟୀ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୧୦।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ସାଧାରଣ ନିର୍ବାଚନକୁ ଦିନ କେଇଟା ଥିବା ବେଳେ ଏଯାବତ ପ୍ରମୁଖ ଦଳଗୁଡ଼ିକ ପକ୍ଷରୁ ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇପାରୁନାହିଁ। ଶାସକ ବିଜେଡି ୧୦୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ଘୋଷଣା କରିଥିଲେ ହେଁ…

୩୮ଜଣିଆ ଇସ୍ତାହାର କମିଟି ଗଠନ କଲା ବିଜେଡି, ଟିକେଟ ନ ପାଇ ନିରାଶ ହୋଇଥିବା ଶ୍ରୀମୟୀ ସାମିଲ 

ଭୁବନେଶ୍ୱର,୧୦।୪: ରାଜ୍ୟରେ ସାଧାରଣ ନିର୍ବାଚନ ଦିନ ପାଖେଇ ଆସୁଥିବା ବେଳେ ବିଜେଡି ପକ୍ଷରୁ ଇସ୍ତାହାର କମିଟି ଗଠନ କରାଯାଇଛି। ଉକ୍ତ କମିଟିରେ ଚନ୍ଦ୍ରଶେଖର ସାହୁ ଅଧ୍ୟକ୍ଷ ଥିବାବେଳେ ଅମର ପଟ୍ଟନାୟକ ଆବାହକ ଅଛନ୍ତି । ଏହାଛଡ଼ା ଉକ୍ତ କମିଟିରେ ଦେବୀପ୍ରସାଦ ମିଶ୍ର,…

ପ୍ରାର୍ଥୀଙ୍କ ଖର୍ଚ୍ଚ ଉପରେ ନିର୍ବାଚନ ଆୟୋଗ ରଖିବେ ନଜର, ଭୁବନେଶ୍ୱରରେ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୮ା୪: ରାଜ୍ୟରେ ସାଧାରଣ ନିର୍ବାଚନ ସହ ବିଧାନସଭା ଲାଗି ନିର୍ବାଚନ ହେଉଥିବାରୁ, ଏହାକୁ ଦୃଷ୍ଟିରେ ରଖି ବ୍ୟୟ ପରିଚାଳନା ପ୍ରସ୍ତୁତି ସମୀକ୍ଷା ହୋଇଛି । ନିର୍ବାଚନରେ ବିଭିନ୍ନ ଦଳୀୟ ପ୍ରାର୍ଥୀମାନଙ୍କ ନିର୍ବାଚନୀ ଖର୍ଚ୍ଚ ଉପରେ କିଭଳି ନଜର ରଖାଯିବ ଓ ସେ…

ଏପ୍ରିଲ୍ ସୁଦ୍ଧା ଓଡ଼ିଶାର ବିଭିନ୍ନ ଜଙ୍ଗଲର ୮,୦୦୦ ସ୍ଥାନରେ ଲାଗିଛି ନିଆଁ

ଭୁବନେଶ୍ୱର,୮।୪: ଏପ୍ରିଲ୍ ୭ ପର୍ଯ୍ୟନ୍ତ ସୁଦ୍ଧା ଓଡ଼ିଶାର ପ୍ରାୟ ୮,୦୦୦ ସ୍ଥାନରେ ଜଙ୍ଗଲ ନିଆଁ ଲାଗିଛି। ଏଥିସହ ପ୍ରାୟ ୯୯.୫ ପ୍ରତିଶତ ନିଆଁ ସଫଳତାର ସହ ଆୟତ୍ତ କରାଯାଇଛି। ପିସିସିଏଫ୍ ଦେବଦତ୍ତ ବିଶ୍ୱାଳ ସୋମବାର ସୂଚନା ଦେଇଛନ୍ତି ଯେ କାଳବୈଶାଖୀ ଏବଂ…

ଓଡ଼ିଶାରେ ଆଉ ତିନି ଦିନ ବର୍ଷା ପାଇଁ ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୮।୪: କାଳବୈଶାଖୀର ପ୍ରଭାବରେ ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତାକାଲି ୨୪ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର ଜିଲ୍ଲା ସହିତ ରାଜ୍ୟର ପ୍ରାୟ ସମସ୍ତ ଜିଲାରେ…

ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବରଗଡ଼,୮ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପୂର୍ବରୁ ବରଗଡ଼ ଜିଲା ବିଜେଡିକୁ ବଡ଼ ଝଟ୍‌କା ଲାଗିଛି। ବିଜେଡିର ଜିଲା ସଭାପତି ତଥା ପୂର୍ବତନ ଲୋକ ସଭା ଏମ୍‌ପି ଡକ୍ଟର ପ୍ରଭାସ ସିଂ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ରକୁ ବିଜେଡି ସୁପ୍ରିମୋ ତଥା…

ଆର୍ଥିକ ଅନଗ୍ରସର ପିଲାମାନଙ୍କୁ ଘରୋଇ ସ୍କୁଲରେ ନାମଲେଖା ପାଇଁ ଅବଧି ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୭।୪: ଚଳିତ ଶିକ୍ଷାବର୍ଷରେ ଶିକ୍ଷାଧିକାର ଆଇନ୍‌‌ ଅନୁସାରେ, ଆର୍ଥିକ ଅନଗ୍ରସର ପିଲାମାନଙ୍କୁ ଘରୋଇ ସ୍କୁଲରେ ନାମଲେଖା ଅବଧିକୁ ଚଳିତ ମାସ ୨୬ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ସମ୍ବନ୍ଧରେ ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷାଧିକାରୀ,…

ବିଜେଡିରେ ସାମିଲ ହେଲେ ଗଣେଶ୍ୱର ବେହେରା

ଭୁବନେଶ୍ୱର,୭ା୪: ରବିବାର ବିଜେଡିରେ ମିଶିଛନ୍ତି ବରିଷ୍ଠ ନେତା ଗଣେଶ୍ୱର ବେହେରା। ଶଙ୍ଖଭବନକୁ ଆସି ସେ ବିଜେଡିରେ ସାମିଲ ହୋଇଛନ୍ତି। ଦଳୀୟ ସମର୍ଥକଙ୍କ ସହ ଆଜି ଗଣେଶ୍ୱର ବିଜେଡିରେ ଯୋଗ ଦେଇଥିବା ବେଳେ ନିକଟରେ ସେ କଂଗ୍ରେସ ଛାଡ଼ିଥିଲେ। ଦଳରୁ ଇସ୍ତଫା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?