Tag Archives: odisha

ମନ୍ମଥ ଯେଉଁ ଦଳକୁ ଯାଉନା କାହିଁକି ସେ ମୋ’ ପୁଅ, ଆମେ ତାକୁ ଜିତାଇବା: ସୁର ରାଉତରାୟ

ଭୁବନେଶ୍ୱର,୨୭।୩: ବିଜେଡିରେ ସାମିଲ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ବୁଧବାର ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ମନ୍ମଥ ଭୁବନେଶ୍ୱର ମାଉସୀ…

‘ମୋଦିଙ୍କୁ ଆଣିବାକୁ ହେଲେ ଅପରାଜିତାଙ୍କୁ ଜିତାଇବାକୁ ପଡ଼ିବ’

ଭୁବନେଶ୍ୱର,୨୭।୩: ଆଗାମୀ ସାଧାରଣ ନିର୍ବାଚନରେ ଭୁବନେଶ୍ୱର ଲୋକ ସଭା ଆସନରୁ ଲଢ଼ିବେ ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରାର୍ଥୀଭାବେ ଟିକେଟ ଘୋଷଣା ପରେ ବୁଧବାର ସେ ଭୁବନେଶ୍ୱର ଫେରିଛନ୍ତି। ଏହି ଅବସରରେ ତାଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । କର୍ମୀଙ୍କ…

ବିଜେଡିରେ ମିଶିଲେ ମନ୍ମଥ ରାଉତରାୟ, ଜଟଣୀ ଆସନରୁ ଲଢ଼ିବା ନେଇ ଚର୍ଚ୍ଚା !

ଭୁବନେଶ୍ୱର,୨୭।୩: ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି। ବୁଧବାର ଶଙ୍ଖ ଭବନରେ ଆୟୋଜିତ ଏହି ମିଶ୍ରଣ ପର୍ବରେ ବିଜେଡି ଏମ୍‌ପି ମାନସ ମଙ୍ଗରାଜ, ପୂର୍ବତନ ବିଧାୟକ ବିଭୂତି…

୬ ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା

ଭୁବନେଶ୍ୱର, ୨୫।୩(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନ ପାଇଁ ଭାଜପା ପକ୍ଷରୁ ରବିବାର ଓଡ଼ିଶାର ୧୮ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ପ୍ରାର୍ଥୀ ଘୋଷଣାରେ ଏବେ ବିଜେଡି ଏବଂ କଂଗ୍ରେସ ପଛରେ ପଡ଼ିଯାଇଛନ୍ତି। ହେଲେ ୬ଟି ଲୋକ ସଭା…

ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା; ଆଗାମୀ ୪ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ବଢ଼ିବା ସମ୍ଭାବନା

ଭୁବନେଶ୍ୱର,୨୪।୩: ରାଜ୍ୟରେ ଗ୍ରୀଷ୍ମ ଉତ୍ତାପ କ୍ରମଶଃ ବଢ଼ିବାରେ ଲାଗିଛି । ଗତକାଲି ବଲାଙ୍ଗିରରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ ସେଲ୍‌‌ସିୟସ ରେକର୍ଡ କରାଯାଇଥିବାବେଳେ ୫ଟି ସହରର ତାପମାତ୍ରା ୩୭ ଡିଗ୍ରୀ ଉପରେ ରହିଥିବା ଜଣାପଡିଛି। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ…

କମିଶନରେଟ ପୋଲିସ ହାତରେ କୋଟିପତି ଲୁଟେରା; ନଗଦ ୨୧ ଲକ୍ଷ ଟଙ୍କା, ୭ କେଜି ରୁପା, ସୁନା ଅଳଙ୍କାର ଜବତ

ଭୁବନେଶ୍ୱର,୨୪।୩: ଗତ ଏକ ବର୍ଷ ମଧ୍ୟରେ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ କଳାକନା ବୁଲାଇଥିବା ହାଇ ପ୍ରୋଫାଇଲ୍ ଲୁଟେରା ଗ୍ୟାଙ୍ଗକୁ ବାନ୍ଧିଛି କମିଶନରେଟ ପୋଲିସ। ଅଭିଯୁକ୍ତ ପର୍ଶୁରାମ ଗିରି ଏକାକୀ ଚୋରି କରୁଥିଲେ ଏବଂ ଅଧିକାଂଶ ସମୟରେ ପରିତ୍ୟକ୍ତ ଘର ଗୁଡ଼ିକୁ ଟାର୍ଗେଟ…

ପୁଅ ପାଇଁ ଅଣ୍ଟା ଭିଡ଼ିଲେ ସୁର

ଖୋର୍ଦ୍ଧା,୨୪ା୩(ପ୍ରଭାତ ପାଣିଗ୍ରାହୀ): ନିର୍ବାଚନ ବିଗୁଲ ବାଜି ସାରିଛି। ଏବେ ଭୋଟରମୁହାଁ ହେଲେଣି ନେତା। ଜନତାଙ୍କ ନିକଟତର ହେବାଲାଗି ଅଙ୍କକଷା ଆରମ୍ଭ ହୋଇଗଲାଣି। ପ୍ରଚାର ମଇଦାନରେ ନେତା। ନିର୍ବାଚନ ଦୌଡ଼ରେ ପରିବାର ସଦସ୍ୟଙ୍କୁ ଥଇଥାନ ଲାଗି ଚାଲିଛି ଛକାପଞ୍ଝା। ରାଜନୀତିର ଜଣେ ଚର୍ଚ୍ଚିତ…

କୁଚିଣ୍ଡାରେ ଗୁରୁ-ଶିଷ୍ୟ ଲଢ଼େଇ

ସମ୍ବଲପୁର,୨୪।୩ (ଭବାନୀ ଶଙ୍କର ଭୋଇ): ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ହୋଇଆସୁଥିବାରୁ କାହାର ଟିକେଟ କଟିବ ଓ କେଉଁଠି କାହାକୁ ଟିକେଟ ମିଳିବ, ସେ ନେଇ ଆଶାୟୀମାନେ ଚିନ୍ତାରେ ରହିଥିଲେ। ଶୁକ୍ରବାର ମେଣ୍ଟ ଆଲୋଚନାରେ ବିରାମ ଲାଗିବା ପରେ ଏବେ ଦୁଇ ଦଳର…

ଡରାଇଲାଣି ତାତି, ୩ ଦିନରେ ୪୦ ଡିଗ୍ରୀ ଛୁଇଁବ ପାରଦ

ଭୁବନେଶ୍ୱର,୨୪।୩(ଅନିଲ ଦାସ): କାଳବୈଶାଖୀ ବର୍ଷା ପରେ ସାରା ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗତ ୨୦ ତାରିଖରେ ଦିନର ସର୍ବୋଚ୍ଚ ତାପମାତ୍ରା ୨୧ରୁ ୨୬ ଡିଗ୍ରୀ ସେଲସିୟସ ମଧ୍ୟରେ ରହିଥିବା ବେଳେ ଗତ ୩ ଦିନ ମଧ୍ୟରେ ଏହା ୧୦ରୁ ୧୨…

ହୀରାକୁଦରେ ବ୍ୟାପୁଛି ଝାଡ଼ାବାନ୍ତି, ଜଣେ ଆକ୍ରାନ୍ତ ମୃତ

ସମ୍ବଲପୁର,୨୪ା୩ (ପ୍ରମୋଦ ବହିଦାର): ସମ୍ବଲପୁରର ଶିଳ୍ପନଗରୀ ହୀରାକୁଦରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୩ ଦିନ ମଧ୍ୟରେ ଶତାଧିକ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ରୋଗୀଙ୍କୁ ବୁର୍ଲା ଭିମ୍‌ସାରକୁ ସ୍ଥାନାନ୍ତର କରାଯାଇଛି। ଭିମ୍‌ସାର୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ବିଶେଷ କରି…

ସମ୍ବଲପୁର-ପୁରୀ-ଭୁବନେଶ୍ୱର ପାଇଁ ପ୍ରାର୍ଥୀ ଫାଇନାଲ କଲା ଭାଜପା! ଜାଣନ୍ତୁ ୩ ସମ୍ଭାବ୍ୟ ପ୍ରାର୍ଥୀ କିଏ…

ଭୁବନେଶ୍ୱର,୨୪।୩: ରାଜ୍ୟରେ ମେଣ୍ଟ ସରକାରଙ୍କୁ ନେଇ ସମସ୍ତ କଳ୍ପନାଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପଡ଼ିବା ପରେ ଏବେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଉପରେ ସମସ୍ତଙ୍କ ନଜର ରହିଛି। ଏହାକୁ ନେଇ ଦିଲ୍ଲୀରେ ରାଜ୍ୟ ଭାଜପା ନେତାଙ୍କୁ ନେଇ ଘନଘନ ବୈଠକ ବସୁଛି। ଏହି କ୍ରମରେ…

ବିଏସ୍‌ଇଟି ସୋସାଇଟି ସଭାପତି ପଦ ଛାଡ଼ିଲେ ପ୍ରୟାସକାନ୍ତି

ଭଦ୍ରକ,୨୪।୩(ସନାତନ ରାଉତ): ଦୀର୍ଘଦିନ ଧରି ବିବାଦରେ ଥିବା ଭଦ୍ରକ ବରପଦା ସ୍କୁଲ ଅଫ୍‌ ଇଞ୍ଜିନିୟରିଂ ଟେକ୍ନୋଲୋଜି (ବିଏସ୍‌ଇଟି) ସୋସାଇଟି ସଭାପତି ପଦରୁ ପ୍ରୟାସକାନ୍ତି ସାମଲ ଶନିବାର ସନ୍ଧ୍ୟାରେ ଇସ୍ତଫା ଦେଇଛନ୍ତି। ଏନେଇ ଏକ ଖବରଦାତା ସମ୍ମିଳନୀରେ ତାଙ୍କର ଇସ୍ତଫା ଘୋଷଣା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?