Tag Archives: odisha

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ (ବିଜେଡି)ର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ମଣ୍ଡଳୀ ଭେଟିଛନ୍ତି। ଜିଲାର ବାଂଶପାଳ, ତେଲକୋଇ ଓ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଚାଲିଥିବା ପଦଯାତ୍ରା ଓ ଆନ୍ଦୋଳନକୁ ନେଇ ଶାସକ ଭାଜପା ଏବଂ…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ ଏକ ବଡ଼ ଧରଣର ଜିଲାବ୍ୟାପୀ ସ୍ୱତନ୍ତ୍ର ଅଭିଯାନ ଚାଲିଥିଲା। ଗତ ଜୁଲାଇ ୧…

ଆଦେଶ ସତ୍ତ୍ୱେ କୋର୍ଟରେ ହେଉ ନ ଥିଲେ ହାଜର, ୱାରେଣ୍ଟିଙ୍କୁ ଗିରଫ କଲା…

ଦିଗପହଣ୍ଡି, ୯|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟିଙ୍କୁ ଗୁରୁବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବଚ୍ଚନ ବିଷୋୟୀ (୩୦)। ମିଳିଥିବା ସୂଚନା…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି ମହାନ କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି। ଘଟଣାରୁ ପ୍ରକାଶ ଯେ, ମଙ୍ଗଳବାର ରାତିରେ…

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା ଶିଶୁ ସୁରକ୍ଷା ବିଭାଗ, ଶ୍ରମ ବିଭାଗ ଏବଂ ଆରପିଏଫ୍ (RPF) ପୋଲିସର ମିଳିତ…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ ରିଂ ରୋଡ୍ ନିର୍ମାଣ କାର୍ଯ୍ୟ ଶେଷ ନ ହେଉଣୁ, ଗତ କିଛି ଦିନର…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଭାସ୍କର ଚରଣ ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବ୍ରାହ୍ମଣୀଗାଁ ବନାଞ୍ଚଳ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ମୃତିରେ ଏଣିକି ଏହାକୁ ‘ଶହୀଦ ମାଧୋ ସିଂହ କଲେଜ’ ନାମରେ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର ଜଣେ ମେଟ୍ରନ୍ ଏବଂ ଦୁଇ ଜଣ ଏଲସିସିଏ (LCCA) ମହିଳା କର୍ମଚାରୀଙ୍କୁ ପ୍ରଧାନ…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ ‘ତାମ୍ପରା ହ୍ରଦ’ ମହାବିପଦର ଦ୍ୱାରଦେଶରେ ପହଞ୍ଚିଛି। ତାମ୍ପରା ହ୍ରଦ ଏବଂ ବିଶାଳ ବଙ୍ଗୋପସାଗର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା ବାଟରେ, ତା’ ପୁଣି ଜଙ୍ଗଲ ରାସ୍ତାରେ ଅଚଳ ହୋଇପଡ଼ିଛି ୧୦୮ ଆମ୍ବୁଲାନ୍ସ। ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?