Tag Archives: odisha

ଥାନାରେ ପହଞ୍ଚି ନିଶା ବେପାରୀଙ୍କୁ ଦଣ୍ଡ ଦେଲେ କଂସ ମହାରାଜ: କାନ ଧରି ଉଠ ବସ ହେଲେ…

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ କଂସ ମହାରାଜ । ପରିଭ୍ରମଣ ବାଟରେ ନିଜ ପାତ୍ରମନ୍ତ୍ରୀଙ୍କ ଗହଣରେ କଂସ ମହାରାଜ ସ୍ଥାନୀୟ…

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ ବାଂଲାଦେଶ ପ୍ରିମିୟର ଲିଗ ମ୍ୟାଚ ବାତିଲ କରିଛି। ସିଲହଟ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଆଜିର…

ଏହି ଦେଶଗୁଡ଼ିକରେ ନାଗରିକତା ପାଇବା ବହୁତ କଷ୍ଟକର, ଅପେକ୍ଷା କରିବାକୁ ପଡେ ୨୦ରୁ ୨୫ ବର୍ଷ

ନୂଆଦିଲ୍ଲୀ,୩୦।୧୨: ପ୍ରତିବର୍ଷ, ଭାରତରୁ ଲକ୍ଷ ଲକ୍ଷ ଲୋକ ସେମାନଙ୍କର ନାଗରିକତା ପରିତ୍ୟାଗ କରି ବିଦେଶରେ ବସବାସ କରନ୍ତି। ସରକାର ନିକଟରେ ଏହି ବିଷୟରେ ତଥ୍ୟ ପ୍ରକାଶ କରିଛନ୍ତି। ବିଦେଶରେ ବସବାସ କରୁଥିବା ଲୋକଙ୍କ ମଧ୍ୟରୁ ଅଧିକାଂଶ ଧନୀ ହୋଇଥିଲେ ମଧ୍ୟ ଅନେକ…

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର ଜିଲା ସାଂଗଠନିକ ସଭାପତି ହେଲେ ନିରଞ୍ଜନ ମିଶ୍ର। ଆଉ ୮ ଜଣଙ୍କୁ ଉପସଭାପତି ଦାୟିତ୍ୱ,…

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ କଂସ ମହାରାଜ । ପରିଭ୍ରମଣ ବାଟରେ ନିଜ ପାତ୍ରମନ୍ତ୍ରୀଙ୍କ ଗହଣରେ କଂସ ମହାରାଜ ସ୍ଥାନୀୟ…

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି କ୍ୟାଡେଟ ଦିଲ୍ଲୀରେ ଅନୁଷ୍ଠିତ ଜାତୀୟସ୍ତରୀୟ ସାଧାରଣତନ୍ତ୍ର ଦିବସ ୨୦୨୬ ପରେଡ୍‌ରେ ଯୋଗଦେବାକୁ ମନୋନୀତ ହୋଇଛନ୍ତି।…

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ।…

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଥୁରାନଗରୀକୁ ଧନୁଯାତ୍ରା ମହୋତ୍ସବ ଦେଖିବାକୁ ଆସିପାରନ୍ତି ବୋଲି ରବିବାର ରାଜ ଦରବାରରେ ରାଜ…

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା ଜମା ନୋଟିସ (ଏଏସଡି), ସ୍ମାର୍ଟ ମିଟର ତୁରନ୍ତ ପ୍ରତ୍ୟାହାର କରାଯାଉ । ଏଥିସହ ଉପଭୋକ୍ତାଙ୍କୁ…

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ: ଗୁମ୍ମା ଭଲିବଲ ଟିମ ବିଜୟୀ

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ଦିବସରେ ସୋମବାର କ୍ୱାର୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ଏଥିରେ ଗଜପତି ଜିଲା ଗୁମ୍ମା ଗ୍ରାମର ଭଲିବଲ ଟିମ ପ୍ରତିପକ୍ଷ…

ମା’ଙ୍କ ଆଶିଷ ପାଇଁ ୪୫ ବର୍ଷର ପ୍ରତୀକ୍ଷା ଅନ୍ତ: ଜମିଲା ଆଦିବାସୀଙ୍କ ‘ଟୋକିମରା’ ପର୍ବ, ଦେଖିବାକୁ ହଜାର ହଜାର ଭକ୍ତଙ୍କ ସମାଗମ

ଥୁଆମୂଳ ରାମପୁର, ୨୯।୧୨ (ଦୁର୍ଗା କୀର୍ତ୍ତି): ବଣ ପାହାଡ଼ ଘେରା କଳାହାଣ୍ଡିର ଶାନ୍ତ ପରିବେଶ ଏବେ ମାଦଳର ତାଳେ ତାଳେ ଉତ୍ସବମୁଖର। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଗୋପାଳପୁରର ବେନ୍ଦାଝୋଲା ଗ୍ରାମରେ ଚଳିତ ବର୍ଷ ଏକ ଇତିହାସ ସୃଷ୍ଟି…

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି କହିଛନ୍ତି ଓଡ଼ିଶାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ। ଗତ ୨୦୨୪…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri