Tag Archives: odisha

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ ବର୍ଷା ଯୋଗୁ ସମ୍ପୂର୍ଣ୍ଣ ବେହାଲ ହୋଇପଡ଼ିଛି। ରାସ୍ତାରେ ବଡ଼ ବଡ଼ ଖାଲଖମା ସୃଷ୍ଟି…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ ହୋଇଛନ୍ତି। ଦାରିଙ୍ଗବାଡି ମଣ୍ଡଳ ସଭାପତି ମିଟୁ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଦିଗପହଣ୍ଡି ଏନଏସି…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟଠାରେ ଏକ ବିଶାଳ ଗଣଘେରାଉ ଅନୁଷ୍ଠିତ ହୋଇଯାଇଛି।…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ପ୍ରଶାସନିକ କାରଣରୁ ଜିଲାର ବିଭିନ୍ନ ବ୍ଲକ୍‌ରେ କାର୍ଯ୍ୟରତ ୧୧ ଜଣ ପଞ୍ଚାୟତ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ ଗାଧୋଇବା ସହ ରିଲ୍ସ (ଭିଡିଓ) ତିଆରି କରୁଥିବା ବେଳେ ଜଣେ ଯୁବକ ଭାସିଯାଇ…

ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର…

ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଅଣ୍ଡାଦାନ ପରେ ମା’ କୁମ୍ଭୀର ୫୦ରୁ ୬୦ ଦିନ ପର୍ଯ୍ୟନ୍ତ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ(ଓମ୍‌ସା) ନେତୃତ୍ୱରେ ଆନ୍ଦୋଳନରେ ସାମିଲ ହୋଇଥିବା ଡାକ୍ତରମାନଙ୍କ ବିରୋଧରେ ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭଟଲି ପଞ୍ଚାୟତ ସମିତି ସଭାଗୃହରେ ଆୟୋଜିତ ଏହି ବୈଠକରେ ବରଗଡ଼…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ ମହୋତ୍ସବ ସପ୍ତାହ ବେଶ୍ ଧୂମଧାମରେ ପାଳିତ ହୋଇଯାଇଛି। ପରିବେଶ ସୁରକ୍ଷା ଓ ସଚେତନତାକୁ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି। ଗତ ୮ ଦିନ ଧରି ତାଙ୍କର କୌଣସି ପତ୍ତା ମିଳୁ ନଥିବା ବେଳେ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ ଦେଓ ନଦୀ ପୋଲ ଉପରେ ଗୁରୁବାର ରାତିରେ ବଳଦ ଚୋରା ଚାଲାଣ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?