ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାତିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ
ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ନାମକ ଘରୋଇ ଶିକ୍ଷାନୁଷ୍ଠାନ ତାର ବାଡ ଦେଇ ଜବରଦଖଲ କରିଛି। ଯାହାକୁ…
ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ
ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ ଦାୟିତ୍ୱହୀନତା ଯୋଗୁ ରୋଗୀଙ୍କ ଜୀବନ ସହ ଖେଳ କରାଯାଉଥିବା ନେଇ ପୁଣି ଏକ ସାଂଘାତିକ…
ପାରମ୍ପରିକ ‘ଟୋକି ପର୍ବ’ ପାଇଁ ଚଳଚଞ୍ଚଳ କଳାହାଣ୍ଡି: ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…
ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ ଟୋକି ମରା ବା ‘ଟୋକି ପର୍ବ’ ଅନୁଷ୍ଠିତ ହେବ। ଧରଣୀ ମାତାଙ୍କ ଆଶୀର୍ବାଦ ଭିକ୍ଷା…
ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି…
ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ ଘଟିଛି। ଏଠାର ଋଷିକୁଲ୍ୟା ରେଳ ବ୍ରିଜ ଉପରକୁ ହଠାତ ଜଣେ ଯୁବକ ଚଢି ଯାଇଥିଲେ…
କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…
ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା ଉଦଯାପିତ ହେବ। ଏହା ପୂର୍ବରୁ ଶନିବାର ବିଶାଳ ମହିଳା ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…
ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ
ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ ମନି ପର୍ସ ମିଳିଥିଲା। ପର୍ସରେ ଆଠ ହଜାର ଟଙ୍କା ସହ ଆଧାର ଓ ପାନ…
କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ ନିଜ ପରିବାର ସହ ଦାଦନ ଖଟିବାକୁ ଯୁବତୀ ଜଣକ ତେଲେଙ୍ଗାନା ଯାଇଥିଲେ। ହେଲେ ତେଲେଙ୍ଗାନାର…
ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା…
ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ଏକ କାର ନଂ(ଓଡ଼ିଠ୨ ବିଏମ ୭୧୦୫)…
ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ…
ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ ତାହା ବିଳମ୍ବ ହୋଇଥିଲା। ଶେଷରେ ଗୁରୁବାର ଗଞ୍ଜାମ ଜିଲାର ନୂଆ ସରକାରୀ ଓକିଲ ତାଲିକାକୁ…
ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…
ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ସମେତ ଖଲ୍ଲିକୋଟ ବ୍ଲକ ମହିଳା ବିଜେଡି ସଭାନେତ୍ରୀ ମିତାଞ୍ଜଳି…
ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍ ଶୋଭାଯାତ୍ରା ସହ…
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି ପକ୍ଷରୁ ସ୍ଥାନୀୟ ନୂଆ ବସଷ୍ଟାଣ୍ଡ ନିକଟ ବିଜେଡି କାର୍ଯ୍ୟାଳୟଠାରେ ଦଳୀୟ କାର୍ଯ୍ୟକର୍ତ୍ତା ଓ ବହୁ…
ଓଡ଼ିଶାରେ ‘ବଙ୍ଗଳାଦେଶୀ’ ସନ୍ଦେହରେ ବଙ୍ଗୀୟ ଶ୍ରମିକଙ୍କୁ ପିଟିପିଟି ହତ୍ୟା, ୬ ଅଭିଯୁକ୍ତ ଗିରଫ
ସମ୍ବଲପୁର,୨୬।୧୨(ପ୍ରମୋଦ ବହିଦାର): ସମ୍ବଲପୁରର ଦାନିପାଲିଠାରେ ‘ବଙ୍ଗଳାଦେଶୀ’ ସନ୍ଦେହ କରି ପଶ୍ଚିମବଙ୍ଗର ଶ୍ରମିକ ଶେଖ୍ ଜୁଏଲ୍ (୨୨)ଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଗୁରୁବାର ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସାମାନ୍ୟ ବିଡ଼ି ପାନରୁ ସୃଷ୍ଟି ବଚସା ଏବଂ ପରିଚୟପତ୍ର ଦେଖାଇବାକୁ…
Archives


