Tag Archives: odisha

ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟ ଯୋଗୁ ପ୍ରଦୂଷଣ ମୁକ୍ତ ଗ୍ରୀନ ଷ୍ଟିକର ନେଉନାହାନ୍ତି ଗାଡି ମଲିକ

କୋରାପୁଟ, ୧୯।୧ (ଅମିତାଭ ବେହେରା ): କୋରାପୁଟ ଆଞ୍ଚଳିକ ପରିବହନ ଅଧିକାରୀଙ୍କ ମନମୁଖୀ କାର୍ଯ୍ୟ ଯୋଗୁ ପ୍ରଦୂଷଣ ମୁକ୍ତ ଗ୍ରୀନ ଷ୍ଟିକର ନେବାକୁ ଅନିଚ୍ଛା ପ୍ରକାଶ କରୁଛନ୍ତି ଗାଡି ମଲିକ। ଖାଲି ପଡିଛି ଷ୍ଟିକର କାଉଣ୍ଟର। ଆଞ୍ଚଳିକ ପରିବହନ ଅଧିକାରୀଙ୍କ ଆନ୍ତରିକତା…

ହଜାର ହଜାର ମହିଳାଙ୍କୁ ପିନ୍ଧାଉଥିଲେ ଚୁଡି, ଏବେ ତାଙ୍କ ସ୍ତ୍ରୀ ହାତ ହେଲା ଖାଲି

ଦିଗପହଣ୍ଡି,୧୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରୀଗାଁ ପଞ୍ଚାୟତ ଅନ୍ତର୍ଗତ ଜନଜାତିବହୁଳ ଡିକିଲି ଗ୍ରାମରେ ସୋମବାର ମଧ୍ୟାହ୍ନରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଘର ଘର ବୁଲି ଚୁଡ଼ି ବିକ୍ରି କରୁଥିବା ସମୟରେ ଜଣେ ବ୍ୟବସାୟୀ…

୬ ମାସ ପରେ ଖୋଲିଲା ମଝିଘରିଆଣିଙ୍କ ମନ୍ଦିର ହୁଣ୍ଡି: ବାହାରିଲା ଏତେ କୋଟି ଟଙ୍କା ସହ ବିଦେଶୀ…

ରାୟଗଡା, ୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ଉକ୍ତ ୯ ହୁଣ୍ଡିରୁ ନଗଦ ୧ କୋଟି ୫ ଲକ୍ଷ ୫୨ ହଜାର ୮୪୫ ଟଙ୍କା ସମେତ…

‘ଘୁମୁରା’ ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଜିଲା ପାଇଁ ଏତିକି କୋଟି ଟଙ୍କାର…

ଭବାନୀପାଟଣା,୧୯।୧(ଉତ୍ତମ କୁମାର ଦାଶ): କୃଷି କ୍ଷେତ୍ରରେ କଳାହାଣ୍ଡିକୁ ରାଜ୍ୟରେ ଏକ ନମ୍ବର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ରବିବାର ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଅନୁଷ୍ଠିତ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ‘ଘୁମୁରା’ର ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଇ…

ଗୌରୀଶଙ୍କର-ଚନ୍ଦନ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ବାଜି ମାରିଲା ଗୁମ୍ମା ଟିମ୍‌

ଦିଗପହଣ୍ଡି,୧୭ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଖମାରୀ ଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମସ୍ଥିତ ବହୁମୁଖି ବାତ୍ୟା ଆଶ୍ରୟସ୍ଥଳୀ ପଡିଆ ଠାରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟସ କ୍ଲବ୍‌ ଆନୁକୂଲ୍ୟରେ ଗୌରୀଶଙ୍କର ଓ ଚନ୍ଦନ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ଦ୍ୱିତୀୟ ସେମି ଫାଇନାଲ ମ୍ୟାଚ…

ଶଙ୍ଖ ଧରିଲେ ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀ, ପାରଳାଖେମୁଣ୍ଡି ବିଧାୟକଙ୍କ…

ପାରଳାଖେମୁଣ୍ଡି,୧୭।୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା କାଶୀନଗର ବ୍ଲକ ଶିଆଳି ପଞ୍ଚାୟତ କରଣୀବଦ୍ରା, ଓ ଖାଣ୍ଡବା ପଞ୍ଚାୟତ ପୂର୍ତୀଗୁଡ଼ା ଗ୍ରାମର  କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ ନେତା କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି। ବିଧାୟକ ରୂପେଶ ପାଣିଗ୍ରାହୀଙ୍କ ଭାବମୂର୍ତ୍ତୀ ଏବଂ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛ…

ପୋଲିସ-ଅବକାରୀ ବିଭାଗର ଚଢ଼ାଉ: ୪ ଚୋରାମଦ କାରବାର କରୁଥିବା ବ୍ୟବସାୟୀଙ୍କୁ ନୋଟିସ, ଦେଶୀ-ବିଦେଶୀ…

ଦାରିଙ୍ଗବାଡି, ୧୭।୧ (ଅରୁଣ ସାହୁ):ଦାରିଙ୍ଗବାଡି ଥାନା ଅଞ୍ଚଳରେ ଦିନ କୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଇଛି ଫଳରେ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ଦୁର୍ଘଟଣା ଓ ଅଶାନ୍ତି ଭଳି ପରିସ୍ଥିତି ବୃଦ୍ଧିକୁ ନେଇ ପୋଲିସ ର ଚିନ୍ତା ବଢିଛି ।…

କଟନି- ଛଟନିକୁ ନେଇ ଚାଲିଥିଲା ବିବାଦ: ପୋଲିସ ପ୍ରଶାସନର ଉପସ୍ଥିତିରେ ମଣ୍ଡିରୁ ଉଠିଲା ଚାଷୀଙ୍କ ଧାନ

ଦିଗପହଣ୍ଡି,୧୭।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି.ତୁରୁବୁଡି ଗ୍ରାମ ଶ୍ରୀ ରଘୁନାଥ ମହାପ୍ରଭୁ ପ୍ରାଥମିକ ସେବା ସମବାୟ ସମିତିରେ ଚାଷୀଙ୍କ ଠାରୁ ମଣ୍ଡି ଜରିଆରେ ଧାନ କ୍ରୟ ସମୟରେ କ୍ଵିଣ୍ଟାଲ ପ୍ରତି ୫ କେଜି ଧାନ କଟନି –…

ବୈଠକ ପରେ ଜାତୀୟ ଦିବସ ପାଳନ କମିଟିର ବଡ଼ ନିଷ୍ପତ୍ତି: ସାଧାରଣତନ୍ତ୍ର ଦିବସରେ ସମ୍ବର୍ଦ୍ଧିତ ହେବେ… 

ଦାରିଙ୍ଗବାଡି, ୧୭।୧(ଅରୁଣ ସାହୁ): ଆସନ୍ତା ୨୬  ସାଧାରଣତନ୍ତ୍ର ଦିବସକୁ ଲୋକାଭିମୁଖୀ କରାଯିବା ସହ ପ୍ରତିବର୍ଷ ଭଳି ବ୍ଲକସ୍ତରରେ  ପାଳନ କରାଯିବାକୁ ଶନିବାର ଅପରାହ୍ନରେ ଏକ ପ୍ରସ୍ତୁତି ବୈଠକ ବିଡିଓ ତଥା ଜାତୀୟ ଦିବସ ପାଳନ କମିଟିର ସମ୍ପାଦକ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଥାନା ନିକଟ ଦୋକାନର ଟିଣଛପର କାଟି ଲୁଟି ନେଲେ ସୁନା ରୂପା

ପୁରୁଷୋତ୍ତୋମପୁର,୧୭।୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବଡବଜାରରୁ ଶୁକ୍ରବାର ରାତ୍ରରେ ଲୁଟେରାମାନେ ଏକ ଦୋକାନର ଟିଣ ଛପରକାଟି ଭିତରେ ପଶି  ସୁନା,ରୁପାଅଳଙ୍କାର ଲୁଟିନେଇଛନ୍ତି। ଏହି ଦୋକାନଟି ଥାନାଠାରୁ ମାତ୍ର ଶହେମିଟରରୁ କମ ଦୂରତା ମଧ୍ୟରେ ରହିଥିଲେ ମଧ୍ୟ ଲୁଟେରାମାନେ ପୋଲିସକୁ ଖାତିର…

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା… 

ରାଉରକେଲା,୧୭।୧: ରାଉରକେଲା ଚାର୍ଟର ବିମାନ ଦୁର୍ଘଟଣାରେ  ଗୁରୁତର ଥିବା ସୁଶାନ୍ତ ବିଶ୍ୱାଳଙ୍କ ମୃତ୍ୟୁ ଘଟିଛି। ତାଙ୍କର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ତେବେ ଗତ ଶନିବାର(୧୦ ତାରିଖ)ରେ ଭୁବନେଶ୍ୱରରୁ ରାଉରକେଲା ଯାଉଥିବା…

ସ୍କୁଲରେ ପିଟାପିଟି ହୋଇ ୨ ଶିକ୍ଷୟିତ୍ରୀ ଲହୁଲୁହାଣ: ତଦନ୍ତ ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ

ସମ୍ବଲପୁର, ୧୭।୧(ପ୍ରମୋଦ ବହିଦାର): ବୁର୍ଲା କିର୍ବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଭାବନୀୟ ଘଟଣା ଘଟିଥିବାର ସୂଚନା ମିଳିଛି। ବିଦ୍ୟାଳୟ ମଧ୍ୟରେ କୌଣସି କାରଣକୁ କେନ୍ଦ୍ରକରି ୨ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଥିଲା। ସଂଘର୍ଷରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଆହତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri