ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…
ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଧଳା ରଙ୍ଗର ଟାଟା ଇଣ୍ଡିଗୋ କାର୍ (OD 02 R 9002)…
ରାତିରେ ଅଟୋ ଚାବି-ମୋବାଇଲ୍ ଛଡ଼ାଇ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତକୁ ଗିରଫ କଲା ରାମଚନ୍ଦ୍ରପୁର ପୋଲିସ
ବଞ୍ଚୋ/ହାଟଡିହୀ, (ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ଅଟୋ ଚାଳକଙ୍କୁ ରାସ୍ତାରେ ଅଟକାଇ ମରଣାନ୍ତକ ଆକ୍ରମଣ କରିବା ସହ ଲୁଟ୍ ମାମଲାରେ ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…
ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ: ଜନହିତକର କାର୍ଯ୍ୟ ପାଇଁ ସଂକଳ୍ପ, ଜୁଲାଇ ୧ରୁ ଦାୟିତ୍ୱ ନେବେ…
ଭଞ୍ଜନଗର, ୨୫।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ ଗୁରୁବାର ରାତିରେ ବେଶ୍ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କ୍ଲବ ପକ୍ଷରୁ ସହରରେ ବିଭିନ୍ନ ପ୍ରକାର ସମାଜସେବା କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଥିଲା।…
ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…
ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର ହାତ ବଢ଼ାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ପୀଡ଼ିତ ପରିବାରକୁ ତୁରନ୍ତ ରେଡକ୍ରସ ପାଣ୍ଠିରୁ…
ଅଭିନବ ବିକାଶ ମେଳାରେ ଚରମ ଅବ୍ୟବସ୍ଥା: ପ୍ରକୃତ ହିତାଧିକାରୀ ବଞ୍ଚିତ, ଅଧାରୁ ସଭା ଛାଡ଼ିଲେ…
ଥୁଆମୂଳ ରାମପୁର, ୨୫।୬ (ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ “ବିକାଶର ଧାରା ଓଡ଼ିଶା ସାରା” ଅଭିଯାନର ବ୍ଲକ ସ୍ତରୀୟ ସମ୍ବୀଳନୀ ଗୁରୁବାର ଦିନ ଥୁଆମୂଳ ରାମପୁରଠାରେ ଅନୁଷ୍ଠିତ ହୋଇଯାଇଛି। ମାତ୍ର ସରକାରୀ ଯୋଜନାର ସଫଳତା ପ୍ରଦର୍ଶନ…
ଇଚ୍ଛାମୃତ୍ୟୁ ଆବେଦନ ପରେ ଚେତିଲା ପ୍ରଶାସନ: ଯୁବଚାଷୀ ଗୋପାଳକୃଷ୍ଣଙ୍କ ପରିବାରକୁ ୨୦ ହଜାର ଟଙ୍କାର ଚିକିତ୍ସା ସହାୟତା
ବରଗଡ଼,୨୫।୬(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରି ଟୋକନ ପାଇବାରୁ ବଞ୍ଚିତ ହେବା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଗ୍ରାମର ଯୁବଚାଷୀ ଗୋପାଳକୃଷ୍ଣ ସାହୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଟୋକନ ପାଇ ନଥିବା ଯୋଗୁ…
ପାଣି ଦେବାକୁ ଯାଇଥିଲେ, ଛାତରୁ ଖସି ପଡ଼ି ଚାଲିଗଲା ସୁଜାତାଙ୍କ ଜୀବନ; କାନ୍ଦବୋବାଳିରେ…
ଛତ୍ରପୁର,୨୫|୬(ଦିଲ୍ଲୀପ ସାମଲ): ଘର ଛାତ ଉପରେ କାମ କରୁଥିବା ସମୟରେ ଅସାବଧାନତା ଯୋଗୁଁ ତଳକୁ ଖସି ପଡ଼ି ଜଣେ ମହିଳାଙ୍କର ଅକାଳ ମୃତ୍ୟୁ ଘଟିଛି। ଏହି ଦୁଃଖଦ ଘଟଣାଟି ଗଞ୍ଜାମ ଥାନା ଅଧୀନ ଦୁର୍ଗାଦେବୀ ସାହିରେ ଘଟିଯାଇଛି। ମୃତ ମହିଳା ଜଣକ…
ବାଣ ବିସ୍ଫୋରଣରେ ଯୁବକ ମୃତ୍ୟୁ ଘଟଣା: ପୋଲିସ ଅଧିକାରୀ ଦେଲେ ଏତଲା, ତଦନ୍ତ କରୁଛି…
ଦିଗପହଣ୍ଡି, ୨୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ଘଟିଥିବା ଭୟାବହ ବାଣ ବିସ୍ଫୋରଣ ଘଟଣାରେ ପୋଲିସ ପକ୍ଷରୁ ମାମଲା ରୁଜୁ କରାଯାଇ ତଦନ୍ତ ପ୍ରକ୍ରିୟା ଜୋରଦାର କରାଯାଇଛି। ବୁଧବାର ସନ୍ଧ୍ୟାରେ ଘଟିଥିବା ଏହି ଅଭାବନୀୟ…
ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…
ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ହତ୍ୟାକାଣ୍ଡର ତାର ତିନୋଟି ରାଜ୍ୟ ସହ ଜଡ଼ିତ…
ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି ସ୍ଥାନରେ ବର୍ଷା ହେଉଥିଲେ ମଧ୍ୟ ଆଗକୁ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି…
ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ
ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ, ସାହିତ୍ୟ, ଗଣିତ, ଇଂଲିଶ, ଭୂଗୋଳ ଆଦି ବିଭିନ୍ନ ବହିରେ ୨ହଜାରରୁ ଅଧିକ ଭୁଲ୍…
ବିକାଶମୂଳକ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ: ରାଜସ୍ବ ମନ୍ତ୍ରୀ
ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାକୁ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଝାରୀ ଦିନିକିଆ ଗସ୍ତରେ ଆସିଥିଲେ। ଏହି ସମୟରେ ଭବାନୀପାଟଣା ସ୍ଥିତ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ଯୋଗଦେଇଥିଲେ।ଏଥିରେ ଜିଲାର…

