ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…
ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର କରି ଉଭୟ ପକ୍ଷ ମଧ୍ୟରେ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା, ଯାହା ପରବର୍ତ୍ତୀ ସମୟରେ…
ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…
ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…
IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…
ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ ସଚିବ ଓ ଯୁଗ୍ମ ସଚିବମାନଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ନୂତନ ଫେରବଦଲ ଅନୁଯାୟୀ,…
ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର
ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ ଛାତ୍ର ନିଖୋଜ ହେବାର କିଛି ଘଣ୍ଟା ମଧ୍ୟରେ ଶୁକ୍ରବାର ରାତିରେ ଜେନେରେଟର ନିଆଁ…
୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍ଡି ଡିଜି କହିଲେ…
ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗର ଉପରେ ପହଞ୍ଚତ୍ବା ପରେ ୧୯ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ…
ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ
ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗର ଉପରେ ପହଞ୍ଚତ୍ବା ପରେ ୧୯ ତାରିଖ…
ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…
ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍ (ନଂ. OD…
କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ
ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ କାଜୁରିପାଙ୍ଗା ଗ୍ରାମର ବେର୍ନିଜିତା ନାୟକ…
ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…
ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ ଶାରୀରିକ ଓ ମାନସିକ ନିର୍ଯ୍ୟାତନାର ଶିକାର ହୋଇ ଗର୍ଭବତୀ ସ୍ତ୍ରୀ ବାପ ଘରକୁ…
ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…
ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା ଅତ୍ୟାଧୁନିକ ଆଣ୍ଟି-ଥେପ୍ଟ ସାଇବର ସିକ୍ୟୁରିଟି ବ୍ୟବସ୍ଥା ଯୋଗୁ ଡକାୟତମାନଙ୍କ ଚକ୍ରାନ୍ତ ନିଷ୍ଫଳ ହୋଇଥିବା…
ଦେଶର ପଞ୍ଚମ ସର୍ବାଧିକ ମହଙ୍ଗା ରାଜ୍ୟରେ ପରିଣତ ହୋଇଛି ଓଡ଼ିଶା; ଚିନ୍ତା ବଢ଼ାଇଛି ଚିନି-ପିଆଜର ଦର ବୃଦ୍ଧି
ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୯: ଓଡ଼ିଶା ଦେଶର ଅନ୍ୟତମ ମହଙ୍ଗା ବଜାର ଭାବରେ ଉଭା ହୋଇଛି। କ୍ରମାଗତ ଭାବେ ବୃଦ୍ଧି ପାଉଥିବା ମୂଲ୍ୟ ଯୋଗୁ, ଅଗଷ୍ଟ ମାସରେ ରାଜ୍ୟର ଖୁଚୁରା ମୁଦ୍ରାସ୍ଫୀତି ୫.୫ ପ୍ରତିଶତକୁ ବୃଦ୍ଧି ପାଇଛି, ଯାହା ଜାତୀୟ ହାର (୪.୨୮%) ଠାରୁ ୧.୨୪…
ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍ କରି ପରିବାର ଲୋକଙ୍କୁ ଜଣାଇବାରୁ…
ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ ଯୌନ ନିର୍ଯାତନା ଅଭିଯୋଗରେ ଗିରଫ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅଭିଯୁକ୍ତ…

