Tag Archives: odisha

ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା, ୨୨ରୁ ରାଜ୍ୟରେ ପାଗ ଫିଟିବା ସମ୍ଭାବନା

ଭୁବନେଶ୍ୱର, ୨୦।୩: କାଳ ବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଜାରି ରହିଛି । ବଙ୍ଗୋପସାଗରରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହିତ ହେଉଥିବାରୁ ବାୟୁ ମଣ୍ଡଳର ମଧ୍ୟଭାଗ ଓ ଉପରଭାଗ ମଧ୍ୟରେ ଏକ ନିମ୍ନ ଚାପରେଖା...

ଦିଲ୍ଲୀରେ ଭାଜପା ନେତାଙ୍କ ଡେରା, ପ୍ରାର୍ଥୀ ତାଲିକା ଉପରେ ରାଜ୍ୟବାସୀଙ୍କ ନଜର

ଭୁବନେଶ୍ୱର, ୧୯।୩(ସୁନିତ ମିଶ୍ର): ଓଡ଼ିଶାରେ ବିଜେଡି-ଭାଜପା ମେଣ୍ଟ ହେବ ନା ନାହିଁ ତାହା ଉପରୁ ପରଦା ଉଠିପାରୁନାହିଁ। କୌଣସି ସ୍ପଷ୍ଟ ସୂଚନା ମିଳୁ ନ ଥିବାରୁ ଏଯାବତ ରାଜନୈତିକ ଦଳର କର୍ମୀ ଏବଂ ନେତାଙ୍କ ମନରୁ ମେଣ୍ଟ ଦ୍ୱନ୍ଦ୍ୱ ଦୂର...

ବିଜୟ ଅମୃତ କୁଲାଙ୍ଗେ ହେଲେ ଓମ୍‌ଫେଡ୍‌ ଏମ୍‌ଡି

ଭୁବନେଶ୍ୱର,୧୯ା୩(ଅନିଲ ଦାସ): ୨୦୧୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ପୂର୍ବତନ ଭୁବନେଶ୍ୱର ମହାନଗର ନିଗମ କମିଶନର ବିଜୟ ଅମୃତ କୁଲାଙ୍ଗେଙ୍କୁ ରାଜ୍ୟ ସରକାର ଓମ୍‌ଫେଡ ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ...

ଯାତ୍ରୀବାହୀ ବସ୍‌କୁ ପିଟିଲା ଲୁହାଛଡ଼ ବୋଝେଇ ପିକ୍‌ଅପ୍‌, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଜି.ଉଦୟଗିରି, ୧୯।୩( ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା କଳିଙ୍ଗା ଜି.ଉଦୟଗିରି ମଧ୍ୟରେ ଥିବା ମାଲାନ ସୁଗା ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।   ଏକ ଯାତ୍ରୀବାହୀ ମିନି ବସ ସହ ଲୁହା ଛଡ଼ ବୋଝେଇ ମାକ୍ସ ପିକ୍‌ଅପ୍‌ ଭ୍ୟାନ୍‌...

ଭୟମୁକ୍ତ ଓଡ଼ିଶା ଜଙ୍ଗଲ, ଦୁଇ ଜାଆଁଳା ଛୁଆଙ୍କୁ ଧରି ଘୁରି ବୁଲୁଛି କଲରାପତରିଆ ବାଘୁଣୀ

ଭୁବନେଶ୍ୱର,୧୮।୩: ପୁଣିଥରେ କ୍ୟାମେରାରେ କଏଦ ହେଲା କଳା କଲରାପତରିଆ। ଓଡ଼ିଶାର ଆଭ୍ୟନ୍ତରୀଣ ଇଲାକାରେ କଳା କଲରାପତରିଆ ବାଘୁଣୀ ସହ ଦୁଇ ଯାଆଁଳା ବାଘ ଛୁଆର ଦୃଶ୍ୟ ବି କଏଦ ହୋଇଛି। କଲରାପତରିଆ ବାଘ ଛୁଆ ମଧ୍ୟରୁ ଗୋଟିଏ ସାଧାରଣ ହୋଇଥିବା...

ଲିଙ୍ଗରାଜ ପୀଠରେ ବିଦେଶିନୀଙ୍କୁ ଅସଦାଚରଣ ମାମଲାରେ ତ୍ୱରିତ ନ୍ୟାୟ

ଭୁବନେଶ୍ୱର,୧୮।୩: ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ ଜଣେ ବିଦେଶିନୀଙ୍କୁ ଅସଦାଚରଣ ମାମଲାରେ ମାତ୍ର ୨୮ ଦିନରେ ଦୋଷୀ କୁଣ୍ଡୁ ମହାପାତ୍ରକୁ ସଜା ଦେଇଛନ୍ତି କୋର୍ଟ। ଅଭିଯୋଗର ମାତ୍ର ୪ ଦିନ ଭିତରେ ଚାର୍ଜସିଟ୍‌ ଦାଖଲ ହୋଇଥିଲା ବେଳେ ମାତ୍ର ୨୮ ଦିନରେ...

ଦୁଇ ଦଶନ୍ଧି ପରେ ସୁନ୍ଦରଗଡ଼ ଜିଲାରେ ମହାବଳ ବାଘ, ଜାଣନ୍ତୁ କେଉଁଠୁ ଆସିଲା

ଭୁବନେଶ୍ୱର,୧୮।୩: ଦୁଇ ଦଶନ୍ଧି ପରେ ସୁନ୍ଦରଗଡ଼ ଜିଲାରେ ପଡିଛି ମହାବଳ ବାଘର ପାଦ। ବନବିଭାଗ କ୍ୟାମେରାରେ ମହାବଳ ଟ୍ରାପ୍ ହେବା ପରେ ଏହି ଖବର ସାମ୍ନାକୁ ଆସିଛି। ଏହି ବାଘଟି ମଧ୍ୟପ୍ରଦେଶରୁ ସୁଦୂର ଓଡ଼ିଶା ଶହ ଶହ କିଲୋମିଟର ଚାଲି...

ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୮।୩: ଓଡ଼ିଶା ଉପକୂଳ ସଂଲଗ୍ନ ବଙ୍ଗୋପସାଗରରେ ଗୁରୁଚାପ ବଳୟ ରହୁଥିବାରୁ ବାୟୁମଣ୍ଡଳର ମଧ୍ୟଭାଗରୁ ଉପରଭାଗ ମଧ୍ୟରେ ନିମ୍ନଚାପରେଖା ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ କେତେକ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା...

ଆସୁଛି ଝଡ଼ବର୍ଷା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୮ା୩:   ସୋମବାର ରାଜ୍ୟର ୨୦ରୁ ଅଧିକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା ଓ ଢ଼େଙ୍କାନାଳ ଆଦି ୮ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ଉତ୍ତର ଓଡ଼ିଶା...

ସାଢେ ୪ କୋଟି ଓଡିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ବର,୧୭।୩: ଶନିବାର ନିର୍ବାଚନ ଆୟୋଗ ଓଡ଼ିଶାରେ ବିଧାନସଭା ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି। ନିର୍ବାଚନ ପୂର୍ବରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଢେ ଚାରି କୋଟି ଓଡିଶାବାସୀଙ୍କୁ ଚିଠି ଲେଖିଛନ୍ତି। ”ରାଜ୍ୟକୁ ବିକାଶର ଶିଖରରେ ପହଞ୍ଚାଇବା ପାଇଁ ଲୋକମାନଙ୍କ...

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର,୧୭।୩: ରାଜ୍ୟର ୧୪ଟି ଜିଲ୍ଲାକୁ କାଳବୈଶାଖୀ ନେଇ ରବିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର,...

ଆମ ପାଇଁ ଅତ୍ୟନ୍ତ ବିପଜ୍ଜନକ ବଜ୍ରପାତ, ଜାଣନ୍ତୁ ରକ୍ଷା ପାଇବେ କିପରି

ଭୁବନେଶ୍ୱର,୧୭ା୩: ବଜ୍ରପାତ ବା ବିଜୁଳି ଆମ ପାଇଁ ଅତ୍ୟନ୍ତ ବିପଜ୍ଜନକ। କାରଣ ଏଥିରେ ୧୦ କୋଟିରୁ ୧୦୦ କୋଟିର ବିଦ୍ଯୁତି ଶକ୍ତି ଏବଂ ପ୍ରଚୁର ପରିମାଣର ଉତ୍ତାପ (ହାରାହାରି ୩୫୦୦ ଡ଼ିଗ୍ରୀ ଫାରେନ୍ହାଇଟ୍ /୨୦୦୦ ଡ଼ିଗ୍ରୀ ସେଲସିୟସ) ରହିଥାଏ। ଏହି...

Advertisement
Mettle Meet 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri