ଅଜାତିରେ ବାହା ହେଲା ଝିଅ, ବାପାଙ୍କ ମୃତଦେହ ପାଖ ମାଡ଼ିଲେନି ଗ୍ରାମବାସୀ, ୯ ଘଣ୍ଟା ଯାଏ…
ଜଗନ୍ନାଥ ପ୍ରସାଦ,୧୫ା୧(ବିଭୁ ପ୍ରସାଦ ପଟ୍ଟନାୟକ)- ଝିଅ ଅନ୍ୟ ଜାତିରେ ବାହା ହୋଇଗଲା ବୋଲି ଜାତିପ୍ରଥାକୁ ନେଇ ଜଗନ୍ନାଥପ୍ରସାଦ ବ୍ଲକ ଅଞ୍ଚଳରେ ଦେଖାଦେଇଛି ଏକ ଭିନ୍ନ ଚିତ୍ର। ବାପାଙ୍କ ମୃତ୍ୟୁ ପରେ ତାଙ୍କ ମୃତଦେହକୁ ସତ୍କାର କରିବାକୁ କେହି ଗ୍ରାମବାସୀ ଆସିଲେନି। ଏପରି…
ବଡ଼ ଧରଣର ଡକାୟତି ଲାଗି କରିଥିଲେ ଯୋଜନା, ପଣ୍ଡ କରିଦେଲା ଅଡ଼ବା ପୋଲିସ, ୭ ଅପରାଧୀଙ୍କୁ…
ମୋହନା,୧୫ା୧(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସ ଗୁରୁବାର ମଧ୍ୟାହ୍ନରେ ଅପରାଧୀମାନଙ୍କ ଏକ ବଡଧରଣର ଡକାୟତି ଉଦ୍ୟମକୁ ପଣ୍ଡ କରିଦେଇଛି। ଏଥିରେ ସମ୍ପୃକ୍ତ ୭ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଚିକୁ ବିଷୋୟୀ(୨୬),ଜିଗର ନାୟକ(୨୫), ସାଗର ନାୟକ(୧୯),ଲିକୁନୁ ସେଠୀ(୨୪), ମିଲନ…
ଗଞ୍ଜେଇ ବେପାର କରୁଥିଲେ, ମାଡ଼ିବସିଲା ଆନନ୍ଦପୁର ଅବକାରୀ ବିଭାଗ
ଆନନ୍ଦପୁର,୧୫ା୧(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଅବକାରୀ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୬ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିଛି। ଘଟଣାରେ ଅବକାରୀ ବିଭାଗ ୨ ଜଣଙ୍କୁ ଗିରଫ କରିଛି। ଆନନ୍ଦପୁର ଅବକାରୀ ବିଭାଗ ଅଧୀନ ନନ୍ଦିପଦା…
ପାଣି ପାଇଁ ଘଷିପୁରା ବିଡିଓଙ୍କୁ ଘେରିଲେ ମହିଳା
ଆନନ୍ଦପୁର,୧୫ା୧(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍ ଗୋହିରା ପଞ୍ଚାୟତ ଭୋଳନୁଆଗାଁ ହରିଜନ ସାହିରେ ମାଘ ମାସରେ ଜଳ ସଙ୍କଟ ଦେଖାଦେଇଛି। ପାଣି ମୁନ୍ଧେ ପାଇଁ ଲୋକ ପ୍ରତିନିଧିଙ୍କଠାରୁ ଆରମ୍ଭ କରି ବ୍ଲକ୍ କର୍ତ୍ତୃପଷଙ୍କ ପର୍ଯ୍ୟନ୍ତ ଗୁହାରୀ କରି ନିରାଶ…
ଆକ୍ସନ ମୁଡ୍ରେ ନବୀନ: ସସ୍ପେଣ୍ଡକୁ ନେଇ ଏମିତି ପ୍ରତିକ୍ରିୟା ରଖିଲେ ଅରବିନ୍ଦ-ସନାତନ; ଏତିକିରେ…
ଭୁବନେଶ୍ୱର,୧୫।୧: ଆକ୍ସନ ମୋଡ଼ରେ ନବୀନ। ଦଳ ବିରୋଧି କାର୍ଯ୍ୟ ଲାଗି ବିଜେଡିରୁ ୨ ବିଧାୟକ ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ କରାଯାଇଛି। ଭଲ ଭାବେ ଅନୁଧ୍ୟାନ ସହ ନୀତି ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ଦଳ ପକ୍ଷରୁ…
ଭୀଷ୍ମଗିରି କଲେଜ ଜାତୀୟ ସେବା ଶିବିର: ସମାଜକୁ ସେବାର ମହନୀୟତା ସମ୍ପର୍କରେ…
ଦିଗପହଣ୍ଡି,୧୫ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ଜାତୀୟ ସେବା ଶିବିର ୟୁନିଟ ପକ୍ଷରୁ ସହଦେବ ଟିକରପଡ଼ା ଗ୍ରାମରେ ଗୁରୁବାରଠାରୁ ଏକ ସପ୍ତାହ ବ୍ୟାପୀ ଶୀତକାଳୀନ ସ୍ବତନ୍ତ୍ର ସେବା ଶିବିର ଉଦ୍ଘାଟିତ ହୋଇଛି। ଅଧ୍ୟକ୍ଷ…
ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସହରର ସମସ୍ତ ସ୍କୁଲ, କଲେଜ ବନ୍ଦ
ସୁନ୍ଦରଗଡ଼,୧୫ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରରେ ଗୁରୁବାର ଘଟିଥିବା ଗୋଷ୍ଠୀ ସଂଘର୍ଷ ପରେ ସ୍ଥିତି ଗମ୍ଭୀର ରହିଛି। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଜାନୁଆରୀ ୧୬ ଅର୍ଥାତ୍ ଶୁକ୍ରବାର ସୁନ୍ଦରଗଡ଼ ମୁନିସିପାଲିଟି ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ…
ରକ୍ତଦାନ କରି ଜଣଙ୍କ ଜୀବନ ବଞ୍ଚାଇଲେ ନର୍ସିଂ ଛାତ୍ର
ଭଞ୍ଜନଗର,୧୫ା୧(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ୨ ଜଣ ନର୍ସିଂ ପ୍ରଶିକ୍ଷଣ ଛାତ୍ର ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରି ଜଣେ ରୋଗୀଙ୍କ ଜୀବନ ବଞ୍ଚାଇଛନ୍ତି। ସେମାନେ ହେଲେ ସ୍ଥାନୀୟ ଭଞ୍ଜ କଲେଜ ଅଫ ନର୍ସିଂର ବି ଏସସି ତୃତୀୟ ବର୍ଷ ଛାତ୍ର…
ନିୟମ ମାନ, ନହେଲେ ଫେବୃୟାରୀରୁ କଡ଼ା କାର୍ଯ୍ୟାନୁଷ୍ଠାନ
ଭଞ୍ଜନଗର,୧୫।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା, ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ସମେତ ବିପଦର ବନ୍ଧୁ, ଅଟୋ ସଂଘର କର୍ମକର୍ତ୍ତା ମାନେ ମିଳିତ ଭାବେ ଗୁରୁବାର ସନ୍ଧ୍ୟାରେ…
କଳାହାଣ୍ଡି ଖାଉଟି ଅଦାଲତରେ ଫିଲ୍ମ ତାରକାଙ୍କ ବିରୋଧରେ ମାମଲା; ବିଜ୍ଞାପନରେ ନଜର ଆସିଥିବା…
ଭବାନୀପାଟଣା, ୧୫।୧ (ଉତ୍ତମ କୁମାର ଦାଶ) : କଳାହାଣ୍ଡି ଖାଉଟି ଅଦାଲତରେ ମୃଦୁପାନୀୟ ବିଜ୍ଞାପନକୁ ନେଇ ବଲିଉଡ ଫିଲ୍ମ ଅଭିନେତା ସଲମାନ ଖାନ, ହ୍ରିତିକ ରୋଶନ ଏବଂ କମ୍ପାନୀ ବିରୋଧରେ ମାମଲା ରୁଜୁ ହେବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି…
ମଙ୍ଗଳବାର ଅପହରଣ, ମାମଲା ରୁଜୁର ଅଢ଼େଇ ଘଣ୍ଟାରେ ନାବାଳିକା ଉଦ୍ଧାର; ଅଭିଯୁକ୍ତଙ୍କୁ ବାନ୍ଧି…
ପାଇକମାଳ,୧୫।୧(ବଡ଼ ଶତପଥୀ): ବରଗଡ ଜିଲା ପାଇକମାଳରେ ପୁଣି ଏକ ଅଭାବନୀୟ ଘଟଣା ଘଟିଛି। ପାଇକମାଳ ଥାନା ହିରାପୁର ଗାଁର ଜଣେ ନିଖୋଜ ନାବାଳିକାଙ୍କ ବିଷୟରେ ଥାନାରେ ରିପୋର୍ଟ ଲେଖାଯିବାର ଅଢେଇ ଘଣ୍ଟା ମଧ୍ୟରେ ପୋଲିସ ନାବାଳିକାକୁ ଉଦ୍ଧାର କରିଥିବା ଜଣାପଡିଛି। ପ୍ରାପ୍ତ…
ବଡ଼ କାର୍ଯ୍ୟାନୁଷ୍ଠାନ: ୨ ଟାଣୁଆ ବିଧାୟକଙ୍କୁ ଦଳରୁ ସସ୍ପେଣ୍ଡ କଲା ବିଜେଡି
ଭୁବନେଶ୍ୱର,୧୫।୧: ବିଜେଡିର ବଡ଼ କାର୍ଯ୍ୟାନୁଷ୍ଠାନ। ଦଳ ବିରୋଧି କାର୍ଯ୍ୟ ଯୋଗୁ ୨ ବିଧାୟକଙ୍କୁ ସସ୍ପେଣ୍ଡ (ନିଲମ୍ବନ) କଲେ ସୁପ୍ରିମୋ ନବୀନ। ସେମାନେ ହେଲେ ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର। ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ପାଟକୁରା…
Archives


