Tag Archives: odisha

ବିଡିଓଙ୍କ ଚାମ୍ବରରେ ଭିଡିଓ ରେକର୍ଡିଂ, ସରପଞ୍ଚ ଚାମେଲିଙ୍କୁ ଉଠାଇନେଲା ପୋଲିସ, ଛାତି – ପେଟକୁ ମାଡ ମାରି…

କେନ୍ଦ୍ରାପଡ଼ା/ମହାକାଳପଡ଼ା, ୧୨ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରୀ ଗ୍ରାମ ପଞ୍ଚାୟତ ସରପଞ୍ଚ ଚାମେଲି ଓଝା ଗୁରୁବାର ବିଡିଓଙ୍କ ଚାମ୍ବରରେ ଭିଡିଓ ରେକର୍ଡିଂ କରିବାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ପ୍ରଶାସନିକ କାର୍ଯ୍ୟରେ ବାଧା ଦେବା…

ଆସୁଛି ରଜ: ହେଲେ ଦରମା ପାଇବାରୁ ବଞ୍ଚିତ ଶିକ୍ଷୟିତ୍ରୀ-ଶିକ୍ଷକ

ପଟାଙ୍ଗି,୧୧ା୬(ଶରତ କୁମାର ଧଳ): ଆଉ କିଛିଦିନ ପରେ ରଜ। ଏହିପରି ସ୍ଥିତିରେ ଏସ୍‌ଏସ୍‌ଏ ଅନୁଦାନରୁ ପାଉଥିବା ଦରମା ପାଇବାରୁ ବଞ୍ଚିତ ହୋଇଛନ୍ତି ଶିକ୍ଷୟିତ୍ରୀ-ଶିକ୍ଷକଙ୍କଠାରୁ ଆରମ୍ଭ କରି ସମସ୍ତ କର୍ମଚାରୀ। ଏହିପରି ସମସ୍ୟା ଦେଖିବାକୁ ମିଳିଛି ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସୀମାକୁ ଲାଗି…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ ପୁରୁଷବନ୍ଧୁ ଭୀମସେନ ପ୍ରସାଦ ଟୁଡୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗତ ୮ ତାରିଖରେ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ ପେଟ୍ରୋଲ ଢାଳି ଜୀବନ୍ତ ଜାଳିଦେବାକୁ ଉଦ୍ୟମ କରିଛି। ଏହି ସଂଘାତିକ ଆକ୍ରମଣରେ ଶାଶୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ ଭାଙ୍ଗି ପଡ଼ିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୋରାପୁଟ ମୁନିସିପାଲିଟିର…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ୩ଟି ଘର ଭାଙ୍ଗିଯାଇଥିବା ବେଳେ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼ ଡ୍ରେନେଜ୍ ବ୍ୟବସ୍ଥା ପ୍ରସ୍ତୁତ କରିବା ପାଇଁ ବ୍ରହ୍ମପୁର ଏମ.ପି ଡ଼. ପ୍ରଦୀପ କୁମାର…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର ସ୍ଥାୟୀ କାର୍ଯ୍ୟାଳୟ ସଭାଗୃହରେ ଆୟୋଜିତ ସଭାରେ ସଂଘ ସଭାପତି ଡ଼. ଯୁଧିଷ୍ଠିର ସ୍ବାଇଁ…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ଦୁଃଖଦ ମୃତ୍ୟୁ ଘଟିଛି। ମୃତକ ଜଣକ ଅନୁଗୁଳ ଜିଲା…

ଓଡ଼ିଶା ସୀମାନ୍ତରେ ଆନ୍ଧ୍ର ମହିଳା ଓ ଶିଶୁବିକାଶ ମନ୍ତ୍ରୀଙ୍କ ଅନୁପ୍ରବେଶ, ଓଡ଼ିଶା ପ୍ରଶାସନ ଉପରେ…

ପଟ୍ଟାଙ୍ଗି,୧୦ା୬(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଏବଂ ସରକାରୀ ଅଧିକାରୀ ଅନୁପ୍ରବେଶ କରି ସରକାରୀ କାର୍ଯ୍ୟକ୍ରମ କରିଥିଲେ ମଧ୍ୟ ଓଡ଼ିଶାର ପ୍ରଶାସନ ଉପରେ କୌଣସି ଫରକ ପଡ଼ି ନ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ ତା’ଠାରୁ ଅଧିକ ରହିଥିଲା। ତେବେ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରଭାବ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି। ଘାଟି ଅତିକ୍ରମ କରିବା ସମୟରେ ଏକ ମକା ବୋଝେଇ ଟ୍ରକ୍‌ର ବ୍ରେକ୍ ଫେଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?