Tag Archives: odisha

ବାଣ ବିସ୍ଫୋରଣରେ ଯୁବକ ମୃତ୍ୟୁ ଘଟଣା: ପୋଲିସ ଅଧିକାରୀ ଦେଲେ ଏତଲା, ତଦନ୍ତ କରୁଛି…

ଦିଗପହଣ୍ଡି, ୨୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ଘଟିଥିବା ଭୟାବହ ବାଣ ବିସ୍ଫୋରଣ ଘଟଣାରେ ପୋଲିସ ପକ୍ଷରୁ ମାମଲା ରୁଜୁ କରାଯାଇ ତଦନ୍ତ ପ୍ରକ୍ରିୟା ଜୋରଦାର କରାଯାଇଛି। ବୁଧବାର ସନ୍ଧ୍ୟାରେ ଘଟିଥିବା ଏହି ଅଭାବନୀୟ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ହତ୍ୟାକାଣ୍ଡର ତାର ତିନୋଟି ରାଜ୍ୟ ସହ ଜଡ଼ିତ…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି ସ୍ଥାନରେ ବର୍ଷା ହେଉଥିଲେ ମଧ୍ୟ ଆଗକୁ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ, ସାହିତ୍ୟ, ଗଣିତ, ଇଂଲିଶ, ଭୂଗୋଳ ଆଦି ବିଭିନ୍ନ ବହିରେ ୨ହଜାରରୁ ଅଧିକ ଭୁଲ୍‌…

ବିକାଶମୂଳକ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ: ରାଜସ୍ବ ମନ୍ତ୍ରୀ

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାକୁ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଝାରୀ ଦିନିକିଆ ଗସ୍ତରେ ଆସିଥିଲେ। ଏହି ସମୟରେ ଭବାନୀପାଟଣା ସ୍ଥିତ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ଯୋଗଦେଇଥିଲେ।ଏଥିରେ ଜିଲାର…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପାରିପାର୍ଶ୍ୱିକ ସ୍ଥିତିକୁ ଅନୁଧ୍ୟାନ କରିବା ପରେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା ମା’ ବ୍ରହ୍ମଦେବୀ ମନ୍ଦିର ରାସ୍ତାରେ ସନ୍ଧ୍ୟା ପ୍ରାୟ ସାଢ଼େ ୬ଟା ସମୟରେ ଘଟିଥିବା…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା ସନ୍ଦେହରେ ୫ ଜଣ କଏଦୀ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ବେଳେ, ସେମାନଙ୍କ ମଧ୍ୟରୁ…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି ମାମଲାରେ ଟ୍ୟୁସନ୍ ଶିକ୍ଷକ ନିରଞ୍ଜନ ମିଶ୍ରଙ୍କୁ ଗିରଫ କରିଛି। ଅଭିଯୋଗ ଅନୁଯାୟୀ, ମଞ୍ଚେଶ୍ୱର…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ ଅନିୟମିତତା ଅଭିଯୋଗ। ଚାଷୀଙ୍କ ଟୋକନ ତାଲିକାରେ ଚଞ୍ଚକତା କରି ପଛରେ ଥିବା ଚାଷୀଙ୍କୁ…

କାକୁଡିଗଡ଼ିଆ ସଡ଼କ ଉନ୍ନତିକରଣ କାମରେ ଅନିୟମିତତା ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ତିହିଡ଼ି, ୨୩।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଅଧୀନ କାକୁଡିଗଡ଼ିଆ ଅଞ୍ଚଳରେ ରାଜ୍ୟ ବିପର୍ଯ୍ୟୟ ପାଣ୍ଠି (ଏସ୍‌ଡିଏମ୍‌ଏଫ୍‌) ଅଧୀନରେ ଚାଲିଥିବା ସଡ଼କ ଉନ୍ନତିକରଣ କାମରେ ବ୍ୟାପକ ଅନିୟମିତତା ହେଉଥିବା ନେଇ ସ୍ଥାନୀୟ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ସରକାରଙ୍କ…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?