Tag Archives: odisha

୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…

ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (DGP) ଏବଂ କେନ୍ଦ୍ରାଞ୍ଚଳ IGଙ୍କୁ ଚିଠି ଲେଖି ଗୁହାରି…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କେଉଁଠି କ’ଣ ରହିଛି କାର୍ଯ୍ୟସୂଚୀ…

ଭୁବନେଶ୍ୱର,୧୮ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅପରାହ୍ନରେ ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବେ। କାଲି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ ଏୟାରଷ୍ଟ୍ରିପ୍‌ରେ ପହଞ୍ଚି ସନ୍ଧ୍ୟାରେ ରାଇରଙ୍ଗପୁରରେ ଏମ୍ସ ସାଟେଲାଇଟ୍‌ ସେଣ୍ଟର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ…

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା ପାଇଁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତାଙ୍କ ସହ ଜଣେ…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଖରାଛୁଟି ଅବଧିକୁ ବୃଦ୍ଧି କରାଯାଇଛି। ପ୍ରବଳ ଗ୍ରୀଷ୍ମପ୍ରବାହ ଓ…

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ ସହଯୋଗୀ ଏକ୍ସପୋଜରଙ୍କୁ ଦୁର୍ବ୍ୟବହାର ଓ ମାରଣାତ୍ମକ ଆକ୍ରମଣ କରାଯାଇଛି। ଏହି ଘଟଣାଟି କଲ୍ୟାଣସିଂହପୁର…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତ ଅନ୍ତର୍ଗତ ଲୋହରାଯୋର ଗ୍ରାମରେ ଚଳିତ ବର୍ଷ ଅପୂର୍ବ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର ବିଶିଷ୍ଟ କ୍ରିକେଟ ଟୁର୍ନାମେଣ୍ଟ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ବାବା ବାଲୀ ଲୋକନାଥ…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ ଆୟୋଜିତ ଏକ ଜାତୀୟ ସ୍ତରୀୟ ଏନଜିଓ ସମ୍ମିଳନୀରେ ରକ୍ତଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯ ଓ ୨୦ ତାରିଖରେ ବାବା ଖଣ୍ଡୁଆ ବୁଢ଼ା ଏବଂ ମା’ ଡୋକରୀ ବୁଢ଼ୀଙ୍କ…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି, ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ ଚନ୍ଦ୍ର ବରାଡ (୫୫)। ସେ ପେଶାରେ ଜଣେ ପନିପରିବା ବ୍ୟବସାୟୀ ଥିଲେ। ତେବେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗତ ମେ’ ୩୦ ତାରିଖ ସନ୍ଧ୍ୟା ପ୍ରାୟ ୫.୩୦ମିନିଟରେ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି ଏକ ସମ୍ବେଦନଶୀଳ ମାମଲାରେ ଗିରଫ ହୋଇଥିବା ସରପଞ୍ଚଙ୍କ ଜାମିନ୍ ଆବେଦନକୁ କୋର୍ଟ ମଞ୍ଜୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?