Tag Archives: odisha

ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!

ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ ୧୨ଟା ୫୫ ମିନିଟ ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ…

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ ଟ୍ରେନ୍‌ରେ ଅସ୍ଥାୟୀ ଭାବେ ଅତିରିକ୍ତ କୋଚ୍‌ ସଂଯୋଗ କରିବାକୁ ନିଷ୍ପତ୍ତି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଅତିରିକ୍ତ…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି । ଅନ୍ୟପଟେ ୨୦୨୩ ମସିହାରୁ ପାର୍ଲ୍ୟାମେଣ୍ଟରେ ଗୃହୀତ ମହିଳା ସଂରକ୍ଷଣ ବିଲକୁ କେନ୍ଦ୍ର ସରକାର…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ ୨୫ରୁ ୩୦ ଦିନ ପର୍ଯ୍ୟନ୍ତ ଚାଲିଥାଏ। ମାତ୍ର ପାର୍ବଣ ଋତୁ, ଶୀତଦିନ…

ସତରେ କଣ ଛାତରେ ଚୂନ କିମ୍ବା ଧଳା ରଙ୍ଗ ଲଗାଇଲେ ଗରମ କମିଥାଏ? ଜାଣନ୍ତୁ ଏହା ପଛର…

ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଗରମ ଯୋଗୁ ଲୋକେ ହାହୁତାଶ ହେଉଛନ୍ତି। ଏଭଳି ସ୍ଥିତିରେ ଘରକୁ ଭିତରୁ ଥଣ୍ଡା ରଖିବା ପାଇଁ ଲୋକେ ବିଭିନ୍ନ ଉପାୟ ଆପଣାଉଛନ୍ତି। ଏସବୁ ମଧ୍ୟରେ ଛାତ ଉପରେ ଚୂନ କିମ୍ବା ଧଳା ରଙ୍ଗର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି। ବାୟୁ ସୀମା କଟକଣା ସହ ବିମାନ ଇନ୍ଧନ ଦର ବୃଦ୍ଧି କାରଣରୁ ବାହାର…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି। ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପତ୍ର ସଂଖ୍ୟା ୧୪୧୦୫/ଏଚ୍‌/ତା୧୯.୫.୨୦୨୬…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ ସହ ଏକ ବଡ଼ ଧରଣର ଆନ୍ଦୋଳନ କରାଯିବ। ପାଟଣାଗଡ଼ ବିଜୁ ଜନତା ଦଳ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିବା ପରେ ଏଭଳି କଡ଼ା ଚେତାବନୀ ଦେଇଛନ୍ତି ବରିଷ୍ଠ ପୋଲିସ ଅଧିକାରୀ…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ ସମଗ୍ର ଅଞ୍ଚଳ ଉତ୍ସବମୁଖର ହୋଇପଡ଼ିଛି। ବୁଧବାର ଏହି ଭବ୍ୟ ଯାତ୍ରାର ୨୪ତମ ଦିନ…

ନିଜ ଗୋରୁ ନେଇ ଯାଉଥିବା ଲୋକଙ୍କୁ ଆଣ୍ଠେଇ ଆଣ୍ଠେଇ ରାସ୍ତାରେ ଚଲାଇବା ଘଟଣା: ଥାନା ଘେରାଉ କଲେ ଯାଦବ ସମାଜ, ପୂରା ଘଟଣା ଜାଣିଲେ…

ଚନ୍ଦାହାଣ୍ଡି,୨୭।୫(ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରୁ ରାଇଘର ଅଞ୍ଚଳକୁ ନିଜ ଗାଈ ଗୋରୁ, ବଳଦକୁ ନେଇ ଯାଉଥିବା କିଛି ଲୋକଙ୍କୁ ବେଆଇନ ଭାବେ ଗୋଚାଲାଣ କରାଯାଉଥିବା ଅଭିଯୋଗ ହୋଇଛି। ସେମାନଙ୍କୁ ଅଟକାଇ ଗାଳିଗୁଲଜ କରିବା ସହ ରାସ୍ତା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?