Tag Archives: odisha

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ ପାଣି ଟାଙ୍କି ଭିତରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ ଉଦ୍ଧାର…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା ଅଞ୍ଚଳରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭୁଜାଲି ମାଡ଼ ହୋଇଛି। ଏହି ଆକ୍ରମଣରେ ୩…

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ବ-ଗଣନା ହେବ। ଏଥିରେ ୩୩ଟି ସରଳ ପ୍ରଶ୍ନ ମାଧ୍ୟମରେ ନିଜ ତଥ୍ୟ…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଭଞ୍ଜନଗର ବିଧାୟକ ତଥା ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୩ ଜଣ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ ଦର୍ଶନ ଦେଉଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ…

ଗ୍ୟାସ ଅଭାବ ଯୋଗୁ ଅଙ୍ଗନାଓ୍ବାଡି କର୍ମୀଙ୍କ ମଧ୍ୟରେ ଭାଳେଣି, ଅଙ୍ଗନାଓ୍ବାଡି କେନ୍ଦ୍ରରେ ବନ୍ଦ ହୋଇଯିବ ରୋଷେଇ!

ବୁଗୁଡ଼ା,୨୦।୩(କାଳିଚରଣ ଦାଶ): ମିଳୁନି ଜାଳେଣି ଗ୍ୟାସ, ଗ୍ୟାସ ଅଭାବରୁ ଅଧିକାଂଶ ହୋଟେଲ, ଫାଷ୍ଟଫୁଡ୍‌ ସେଣ୍ଟର ଓ ଚା’ ଦୋକାନ ବନ୍ଦ ହୋଇ ସାରିଥିବାବେଳେ ଏବେ ଘରମାନଙ୍କରେ ମଧ୍ୟ ଏହି ଆଶଙ୍କା ପରିଲକ୍ଷିତ ହେବାକୁ ବସିଲାଣି। ଗ୍ୟାସ ଅଭାବ ଜନିତ ସମସ୍ୟା ଯୋଗୁ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ ଉଠାଇବା ପରେ ଏବେ ପୋଲିସ ହାତରେ ଧରାପଡ଼ିଛନ୍ତି ଜଣେ ମହିଳା। ଗଞ୍ଜାମ ଜିଲା…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ (TLM) କର୍ମଶାଳା ଗୁରୁବାର ସଫଳତାର ସହ ଉଦଯାପିତ ହୋଇଯାଇଛି। ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ…

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ନନ୍ଦକିଶୋର ଶବରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ଶିକ୍ଷା ଓ ସଂସ୍କୃତିର…

ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ମରଣଯନ୍ତା: ଗଳା ଫାଶ ସାଜିଛି ‘ଲୁହା ଜାଲି’, ପ୍ରଶାସନ ନିଦାବିଷ୍ଣୁ

ଥୁଆମୂଳ ରାମପୁର, ୧୯।୩ (ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ମୁଖ୍ୟ ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସାଧାରଣ ଲୋକଙ୍କ ପାଇଁ ‘ମରଣଯନ୍ତା’ ପାଲଟିଛି। କାର୍ଯ୍ୟାଳୟ ସମ୍ମୁଖ ଡ୍ରେନ ଉପରେ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri