Tag Archives: odisha

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବିଭିନ୍ନ ବ୍ୟକ୍ତିବିଶେଷଙ୍କ ପକ୍ଷରୁ ସ୍ବାଗତ କରାଯାଇଛି।…

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା ଭାରତ ପାଇଁ ଏକ ବଡ଼ କୂଟନୈତିକ ବିଜୟ ବୋଲି ବିବେଚନା କରାଯାଉଛି। ଏଥିସହ…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଥାନାର ଏଏସଆଇ (ASI) ସୁଜିତ୍‌ ପାଣିଗ୍ରାହୀ ଭିଜିଲାନ୍ସ ହାତରେ ରଙ୍ଗେହାତ ଧରାପଡ଼ିଛନ୍ତି।…

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ ମିଳିଥିବା ମହାପ୍ରଭୁଙ୍କ ସୁନା, ରୂପା ଓ ମୂଲ୍ୟବାନ ରତ୍ନର ଗଣତି କାର୍ଯ୍ୟ ଶେଷ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ହରୀଶ ଟଣ୍ଡନ ଓ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ…

BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…

ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍‌ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ ସଦସ୍ୟ ସତ୍ୟବ୍ରତ ସାହୁଙ୍କ ହସ୍ତକ୍ଷେପ ଫଳରେ ବିକଶିତ କଳିଙ୍ଗ ନଗର କେ-୭ ପ୍ଲଟେଡ୍‌…

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…

ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌ ରୁଟ୍‌ରେ ବିମାନ ଉଡ଼ିବ। ସପ୍ତାହକୁ ଦୁଇଥର ଏହି ବିମାନ ସେବା ଉପଲବ୍ଧ ହେବ।…

ବଙ୍ଗୋପସାଗରରେ ଲଘୁଚାପ: ୧୦ ଜିଲାରେ ଝଡ଼ବର୍ଷା, ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ କେନ୍ଦ୍ରୀଭୂତ ରହିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ରପତ୍ତନଠାରୁ…

୨୦୦ ବୁଥ୍‌ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ ଦଳର ବିଏଲ୍‌ଏ-୨ (BLA-2) କର୍ମକର୍ତ୍ତାଙ୍କ ଦ୍ୱାରା ଆୟୋଜିତ ଏହି ସଭାରେ…

ଲାଞ୍ଜିଗଡ଼-ଜଗନ୍ନାଥପୁର ରାସ୍ତା ମରଣଜନ୍ତା: ବଂଶଧାରା ପୋଲ ନିକଟରେ ବିରାଟ ଘାଇ, କେତେବେଳେ ବି ଘଟିପାରେ…

ଲାଞ୍ଜିଗଡ଼, ୧୦।୯ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଲାଞ୍ଜିଗଡ଼-ଜଗନ୍ନାଥପୁର ମୁଖ୍ୟ ରାସ୍ତାର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଛି। ବଂଶଧାରା ନଦୀ ପୋଲ ନିକଟରେ ରାସ୍ତା କଡ଼ରେ ଏକ ବିରାଟ ଘାଇ (ଖାଇ) ସୃଷ୍ଟି ହୋଇଥିବାରୁ ଏହି ପଥ…

ଗଜପତି ଉପଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ IAS ଭାଗବତ ସାମଲ କଲ୍ୟାଣ ରାଓ

ପାରଳାଖେମୁଣ୍ଡି, ୧୦।୯ (ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଉପଜିଲାପାଳ (ସବ୍‌-କଲେକ୍ଟର) ଭାବେ ୨୦୨୪ ବ୍ୟାଚ୍‌ର ଆଇଏଏସ୍ (IAS) ଅଧିକାରୀ ଭାଗବତ ସାମଲ କଲ୍ୟାଣ ରାଓ ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରଶାସନିକ ଅଧିକାରୀ ଭାବେ ନିୟମିତ ସେବାରେ ଏହା ତାଙ୍କର ପ୍ରଥମ…

ଲୋହରାଖଣ୍ଡି ନଦୀ ପାର ହେବା ବେଳେ ବୁଡ଼ିଯାଇ ଚାଲିଗଲା ଚାଷୀଙ୍କ ଜୀବନ, ଶୋକରେ…

ଭଞ୍ଜନଗର, ୧୦।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୋହିରୀବାଡ଼ି ଗ୍ରାମର ଜଣେ ଚାଷୀ ଲୋହରାଖଣ୍ଡି ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ଜଣଙ୍କ ହେଲେ ଗ୍ରାମର ସନ୍ତୋଷ କୁମାର ନାୟକ (୪୯)। ସୂଚନା ଅନୁଯାୟୀ, ସନ୍ତୋଷ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?