ତଦନ୍ତ କଲେ ବିଡିଓ, ସହକାରୀ ଯନ୍ତ୍ରୀ
ଲୋଇସିଂହା,୭ା୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍ ଅଧୀନ କୁଶଙ୍ଗ ଡିଗ୍ରୀ କଲେଜର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ଅନିୟମିତା ହୋଇଥିବା ନେଇ କଲେଜ କର୍ତ୍ତୃପକ୍ଷ ବିଡିଓଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ମଙ୍ଗଳବାର ବିଡିଓ ଅକ୍ଷୟ ପାଣି ଉଦ୍ଦୁ, ବ୍ଲକ୍ ସହକାରୀ…
ଡେଲିଭରି ଏଜେଣ୍ଟ ପରିଚୟ ଦେଇ ସାଇବର ଠକେଇ ଅଭିଯୋଗ,୨ ଜଣଙ୍କୁ ବାନ୍ଧିଲା…
ଦିଗପହଣ୍ଡି/ଚିକିଟି,୬|୧(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଲୋକଙ୍କ ଠାରୁ ବିଭିନ୍ନ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ କରାଯାଇଥିବା ଅଭିଯୋଗ ହେବା ପରେ ମଙ୍ଗଳବାର କେ. ନୂଆଗାଁ ପୋଲିସ ୨ ଜଣଙ୍କୁ ଗିରଫ…
ଭାରତ ସ୍କାଉଟ ଓ ଗାଇଡ୍ସର କ୍ୟାମ୍ପୋରି ଉଦ୍ଘାଟିତ: ୨୪୬ ସ୍କୁଲର…
ଦିଗପହଣ୍ଡି, ୬ା୧(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀ ଧାମ ଆବାସିକ ବିଦ୍ୟାଳୟ ପରିସରରେ ଭାରତ ସ୍କାଉଟ ଓ ଗାଇଡ୍ସର ୩୧ତମ ଗଞ୍ଜାମ ଜିଲା ସ୍ତରୀୟ କ୍ୟାମ୍ପୋରି ’ବସୁନ୍ଧରା’ ମଙ୍ଗଳବାର ଉଦ୍ଘାଟିତ ହୋଇଛି।…
ଚାଷୀଙ୍କ ମୁଣ୍ଡରେ ଚଡ଼କ: ମଣ୍ଡିରେ ପଡ଼ିଛି ଧାନ, ଆସୁଛି ବର୍ଷା; ଦାବିରେ ଅଟଳ ମିଲର୍ସ ସଂଘ
ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଏବେ ସମ୍ପୂର୍ଣ୍ଣ ଅଚଳାବସ୍ଥା ଆଡ଼କୁ ଗତି କରୁଛି। ଗୋଟିଏ ପଟେ ରାଇସ୍ ମିଲରମାନେ ନିଜ ଜିଦ୍ରେ ଅଟଳ ଥିବାବେଳେ, ଅନ୍ୟପଟେ ବର୍ଷା ଓ ଲଘୁଚାପ ସୂଚନା ଚାଷୀଙ୍କ ଚିନ୍ତାକୁ ଦ୍ୱିଗୁଣିତ କରିଦେଇଛି। ମଙ୍ଗଳବାର ଖାଦ୍ୟ…
ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଲା ସରପଞ୍ଚ ସଂଘ, ଭାଜପା ନେତାଙ୍କ ସମେତ ୧୭ ଜଣଙ୍କୁ ଗିରଫ କରା ନଗଲେ…
ରାଜନଗର,୬ା୧(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ନୂଆ କରି ବିଡିଓ ଭାବରେ ଯୋଗ ଦେଇଥିବା ତିଳୋତ୍ତମା ପୃଷ୍ଟିଙ୍କୁ ରାଜନଗର ଭାଜପା ନେତା ଲଳିତ ବେହେରା ଆକ୍ରମଣ ଘଟଣାରେ ରାଜନୈତିକ ଉଷ୍ଣତା ଉଗ୍ରରୂପ ଧାରଣ କରୁଛି। ପ୍ରତିବାଦ କରିବା ସହ ଲଳିତ…
ନବୋଦୟ ବିଦ୍ୟାଳୟରେ ବଢୁଛି ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ସୁଦ୍ଧା ୫୪ ଆକ୍ରାନ୍ତ, ସ୍ଥିତି ଅନୁଧ୍ୟାନ କଲା ସ୍ବାସ୍ଥ୍ୟ ବିଭାଗ
ଖୋର୍ଦ୍ଧା , ୬।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଆଜି ସୁଦ୍ଧା ସଂଖ୍ୟା ୫୪ରେ ପହଞ୍ଚିଛି। ଆଗକୁ ଆହୁରି ବଢିବା ସମ୍ଭାବନା ରହିଛି। ପାଣି ଏବଂ ବାହାର ଖାଦ୍ୟରୁ ଜଣ୍ଡିସ ଆକ୍ରାନ୍ତ ବଢୁଛି…
ଚାଷୀଙ୍କୁ ଉଠାଇ ନେଲା ପୋଲିସ
ଭୁବନେଶ୍ୱର,୬।୧: ମଣ୍ଡିରେ ଧାନ କଟନୀ ଛଟନୀ ଓ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ମଙ୍ଗଳବାର ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ କରିବାକୁ ଯାଉଥିବା ବେଳେ ରାଜମହଲ ଛକ ପୂର୍ବରୁ ଅଟାକାଇଥିଲା ପୋଲିସ ।…
ଲାଞ୍ଚ ନେଉଥିଲେ ଫରେଷ୍ଟର, ମାଡ଼ି ବସିଲା ଭିଜିଲାନ୍ସ: ସ୍କାଏ ଲାଇଟ୍ , ଝରକାରୁ ମିଳିଲା ପୁଳାପୁଳା ଟଙ୍କା
ବଲାଙ୍ଗୀର,୬।୧( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଗୁଲୁମି ଫରେଷ୍ଟର ଅଶୋକ କୁମାର ନାଏକ ୧୨ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି। କୁଟୁରାକେନ ଗାଁର ବାବୁଲାଲ ଭୋଇଙ୍କ ଠାରୁ ଦୁଇଟି ରେଙ୍ଗାଲ ଗଛ…
ଆଜି ଶେଷ ସନ୍ଧ୍ୟାରେ ବଲିଉଡ ଗାୟକଙ୍କ ଗୀତରେ ଝୁମିବେ ଦର୍ଶକ: ପହଞ୍ଚିବେ ମନ୍ତ୍ରୀ, ବିଧାୟକ
ଧର୍ମଶାଳା, ୬।୧( ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ସ୍ଥିତ ଧର୍ମଶାଳା ମହୋତ୍ସବ ପଡିଆଠାରେ ଡିସେମ୍ବର ୨୫ ତାରିଖରୁ ଆରମ୍ଭ ହୋଇଥିବା ୨୧ତମ ଧର୍ମଶାଳା ମହୋତ୍ସବ ମହାଆଡ଼ମ୍ବରରେ ପାଳନ କରାଯାଉଛି। ଆଜି ମଙ୍ଗଳବାର ଏହାର ଉଦଯାପନୀ ଉତ୍ସବ ପାଳନ କରାଯିବ ।…
ଜିଲା ପାଇଁ ଗୌରବ: ନ୍ୟାଶନାଲ ସାଇକେଲିଂ ଚାମ୍ପିୟନସିପରେ ଭାଗ ନେବେ ଓଡ଼ିଆ ପୁଅ ୟସରାଜ
ଗଞ୍ଜାମ,୬।୧(ବିଦ୍ୟାଧର ସାହୁ ): ଆସନ୍ତା ଜାନୁଆରୀ ୧୩ରୁ ୧୭ ପର୍ଯ୍ୟନ୍ତ ଝାଡଖଣ୍ଡର ରାଞ୍ଚିଠାରେ ଅନୁଷ୍ଠିତ ହେବ ନ୍ୟାଶନାଲ ସାଇକେଲିଂ ଚାମ୍ପିୟନସିପ । ଏହି ଜାତୀୟ ସାଇକେଲିଂ ଚାମ୍ପିୟନସିପରେ ଭାଗ ନେବେ ଓଡ଼ିଆ ପୁଅ ୟସରାଜ ବାଡ଼ତ୍ୟା । ଆସନ୍ତାକାଲି ଅର୍ଥାତ୍ ବୁଧବାର…
ଭିତରେ ଲୋକ ଖାଉଥିବାବେଳେ ରେଷ୍ଟରାଣ୍ଟ ଉପରକୁ ବୋମାମାଡ: ବାଇକରେ ଆସି ବୋମା ଫିଙ୍ଗି ଚମ୍ପଟ ମାରିଲେ…
ବ୍ରହ୍ମପୁର, ୬।୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହରରେ ଏବେ ଦିନକୁ ଦିନ ଅପରାଧୀମାନେ ସକ୍ରିୟ ହେବାରେ ଲାଗିଛନ୍ତି। ସୋମବାର ସନ୍ଧ୍ୟାରେ ବଡବଜାର ଥାନା ଅନ୍ତର୍ଗତ ଗ୍ରାମଦେବତୀ ସାହିରେ ଥିବା ଏକ ମଦ ଦୋକାନ ନିକଟରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ…
ବିଲକୁ ଯାଇଥିବାବେଳେ ବାର୍ହା ସହ ମୁହାଁମୁହିଁ ହୋଇଗଲେ ଚାଷୀ, ତା’ପରେ…
ଭୁବନ,୬।୧( ବିପିନ ବିହାରୀ ସେଠୀ) : ଢେଙ୍କାନାଳ ଜିଲା ଭୁବନ ଥାନା ଏକତାଳି ଗ୍ରାମର ଅରୁଣ ମନ୍ତ୍ରୀ (୬୫) ମଙ୍ଗଳବାର ବାର୍ହା ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି । ସେ ସକାଳ ସମୟରେ ବାଦାମ ବିଲକୁ ଯାଇଥିବା ବେଳେ ବାର୍ହା ସହ…
Archives


