Tag Archives: odisha

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨ ଜଣ ସଭ୍ୟ ମଧ୍ୟରୁ ୨୦ଜଣ ଅଂଶଗ୍ରହଣ କରିଥିବା ବେଳେ ସେଥିମଧ୍ୟରୁ ଅରୁଣକୁମାର ପଣ୍ଡା…

ମରାମତି ବେଳେ ବଡ଼ ଅଘଟଣ: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁତର ହେଲେ ଠିକା କର୍ମଚାରୀ

ଗଜପତି,୨୬।୫(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି କେଉଟ ସାହିରେ ବିଦ୍ୟୁତ୍‌ ମରାମତି କାର୍ଯ୍ୟ ଚାଲିଥିବା ବେଳେ ବିଦ୍ୟୁତ୍‌ ଆଘାତରେ ଠିକା କର୍ମଚାରୀ ଆହାତ ହୋଇଛନ୍ତି। ଗୁରୁତର ବସ୍ଥାରେ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ପୋଲ ଉପରେ ଚଢି କାମ କରୁଥିବା ବେଳେ ବିଦ୍ୟୁତ…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଚର୍ଚ୍ଚାର ବିଷୟ ପାଲଟିଛି। ଥୁଆମୂଳ ରାମପୁର ନର୍ଥ ରେଞ୍ଜ ଅଧୀନରେ ଥିବା କିରକିଚା…

ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଲେ ଦେବାଶିଷ! ଖୋଲାଖୋଲି ଭାବେ କହିଲେ ମୁଁ ଏହି ଦଳକୁ ଯିବି…

ଭୁବନେଶ୍ୱର, ୨୫।୫: ବରିଷ୍ଠ ବିଜୁ ଜନତା ଦଳ ନେତା ଏବଂ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ତାଙ୍କୁ ନବୀନ ପଟ୍ଟନାୟକଙ୍କ ନିକଟତର ବୋଲି ବିବେଚନା କରାଯାଉଥିଲା। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ X…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ ଭାଇ ଆଶିଷ ଶର୍ମା ଭଉଣୀଙ୍କ ଚିତାରେ ମୁଖାଗ୍ନି ଦେଇଛନ୍ତି। ଏହା ପୂର୍ବରୁ ଆଜି…

ଆଉ ୫ ଦିନ ଜଳାଇବ,ଏଲ୍‌ ନିନୋକୁ ନେଇ IMD ଡିଜି ଦେଲେ ବଡ଼ ସୂଚନା, କହିଲେ ଏଥର…

ଭୁବନେଶ୍ୱର,୨୪ା୫: ରାଜ୍ୟରେ ପ୍ରବଳ ତାତି ଓ ଗୁଳୁଗୁଳିକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆଉ ୫ ଦିନ ପର୍ଯ୍ୟନ୍ତ ହିଟ ଓ୍ବେଭ୍‌ ଜାରି ରହିବ। ତାପମାତ୍ରା ୪୦ ଥିଲେ ବି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଡ଼ା ବିରୋଧ କରିଛନ୍ତି। ଯେଉଁମାନେ ଏହି ଘଟଣାରେ ସମ୍ପୃକ୍ତ ତାହାର ତଦନ୍ତକରି ଅଭିଯୁକ୍ତମାନଙ୍କ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି। ମା’ଙ୍କ ଅସ୍ଥାୟୀ ମଣ୍ଡପରେ ଦର୍ଶନ ପାଇଁ ଅବାଳ ବୃଦ୍ଧ ବନିତାଙ୍କ ଅପୂର୍ବ ଭିଡ଼…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି, ହେଲେ ମିଲର୍ସମାନେ ନିୟମିତ ଆସୁ ନାହାନ୍ତି। ଫଳରେ ମଣ୍ଡିରେ ସଂଗୃହୀତ ଧାନ ଅନୁପାତରେ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତାମିଲନାଡୁର ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ସନାତନ ଧର୍ମ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ ମାମଲାରେ ପୋଲିସ ଶନିବାର ଉଭୟ ଗୋଷ୍ଠୀର ୪ ଜଣଙ୍କୁ ଗିରଫ କରିଛି। ସେମାନେ…

ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ: ୯୦% ରଖିଥିବା ୮୪ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲ ଠାରେ ଶନିବାର ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପ୍ରଗତି ଶିକ୍ଷାନୁଷ୍ଠାନର ୯୦%ରୁ ଅଧିକ ନମ୍ବର ରଖିଥିବା ୮୪ ଜଣ କୃତି ଛାତ୍ରଛାତ୍ରୀଙ୍କୁ ଏହି କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?