ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା
ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସେଥିମଧ୍ୟରୁ ବିଜ୍ଞାନ ବିଭାଗରେ ଅଭିଜିତ୍ ସରାଫ ୯୮.୩୪ % ପ୍ରତିଶତ ନମ୍ବର ରଖି…
ଥୁଆମୂଳ ରାମପୁରରେ ‘ସମାଧାନ ସମାରୋହ-୨୦୨୬’ ପ୍ରସ୍ତୁତି ବୈଠକ: ସୁପ୍ରିମ କୋର୍ଟଙ୍କ ବିଶେଷ ଲୋକ ଅଦାଲତ ନେଇ ସଚେତନତା…
ଥୁଆମୂଳ ରାମପୁର, ୨୩।୫(ଦୁର୍ଗା କୀର୍ତ୍ତି): ସାଧାରଣ ଜନତାଙ୍କୁ ସହଜ ଓ ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମ କୋର୍ଟ)ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ ଆଗାମୀ ଅଗଷ୍ଟ ମାସରେ ଆୟୋଜିତ ହେବାକୁ ଯାଉଛି ବିଶେଷ ଲୋକ ଅଦାଲତ ‘ସମାଧାନ…
ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…
କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ। ଯାତ୍ରୀଙ୍କ ସୁବିଧା ପାଇଁ ଦିନକୁ ଦୁଇ ଦୁଇ ଥର ଏହି ସେବା ଯୋଗାଇ…
ଏହି ୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟାରେ ହେବ…
ଭୁବନେଶ୍ୱର,୨୩ା୫: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ୩ ଜିଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ ଜିଲାକୁ ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ…
ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍ମା’ ଲାଗୁ କଲେ ସରକାର
ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତା ୬ ମାସ ପାଇଁ ଶକ୍ତି…
ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…
କଟକ,୨୨।୫: ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା ତାରିଖରେ ପରିବର୍ତ୍ତନ କରାଯାଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଏହି ପରୀକ୍ଷା ଜୁନ୍…
ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…
ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍କେଡ୍ (କାର୍ ପଟୁଆର)ରେ ଥିବା ଗାଡ଼ି ସଂଖ୍ୟାକୁ ସେ ଆହୁରି କମାଇ ଦେଇଛନ୍ତି। ଏଣିକି ମୁଖ୍ୟମନ୍ତ୍ରୀଙ୍କ…
ଛିଡା ହୋଇଥିବା ଟ୍ରକ୍ ପଛରେ ପିଟିଲା ଟ୍ରାଭେଲର: ୧୦ରୁ ଅଧିକ ଯାତ୍ରୀ ଆହତ
କଳିଙ୍ଗନଗର ୨୨।୫(ଶୁଭାଶିଷ ରାଉତ ): ମା’ ତାରିଣୀଙ୍କ ଦର୍ଶନ ପାଇଁ ଘଟଗାଁ ଯିବା ସମୟରେ ଅଘଟଣ। ଟ୍ରକ ପଛପଟୁ ପିଟିଲା ଟ୍ରାଭେଲର। ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ୧୬ନଂ ଜାତୀୟ ରାଜପଥ କୁଆଖିଆ ଓଭରବ୍ରିଜ ନିକଟରେ ଏହି ଦୁର୍ଘଟଣା…
ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ
ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ ସୃଷ୍ଟି ହୋଇଥିବା ଆର୍ଥିକ ଭାର ସମ୍ପୃକ୍ତ ବିଶ୍ୱବିଦ୍ୟାଳୟ ବହନ କରିବ। ଏନେଇ ଉଚ୍ଚଶିକ୍ଷା…
ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ
କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି ସାମ୍ପ୍ରତିକ ପାଣିପାଗ ସ୍ଥିତିକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ସ୍ୱରୂପ କଟକ ଜିଲାର…
ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ
ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଛତ୍ରପୁର ଉପକଣ୍ଠରେ ଥିବା ଆଇଆରଇଏଲ (IREL) କମ୍ପାନୀ ପରିସରରୁ ବେଆଇନ…
ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା
ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ ଏକ ବୋଲେରୋ ଗାଡ଼ି ସମ୍ପୂର୍ଣ୍ଣ ରୂପେ ଚୁରମାର ହୋଇଯାଇଛି। ମିଳିଥିବା ସୂଚନା ଅନୁଯାୟୀ,…

