‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’
ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଏମ. ରାମପୁର ବ୍ଲକ ତୁଜୁଙ୍ଗ ଗ୍ରାମସ୍ଥିତ ଶ୍ରୀ ଏଜୁକେଶନ ଏକାଡେମୀ ଛାତ୍ରୀଛାତ୍ର ବେଶ…
ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…
ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା ଜଣେ ଆନ୍ଧ୍ରର ଯୁବକ ପାଣିରେ ବୁଡି ନିଖୋଜ ହୋଇଛନ୍ତି। ଯୁବକ ଜଣକ ଆନ୍ଧ୍ର…
୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…
ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ, ଭଟଲି ଥାନା ଅନ୍ତର୍ଗତ ମହଦା ଗ୍ରାମର ସହଦେବ ଓରଫ୍ ଗଙ୍ଗାଧର ପାଣ୍ଡେ(୪୨)।…
ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ
ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ କର୍ମଚାରୀ ମାନଙ୍କୁ ଅଫିସ ଭିତରେ ତାଲା ପକାଇ ଦିଆଯାଇଥିବା ଦେଖିବାକୁ ମିଳିଛି। ଉପଭୋକ୍ତାଙ୍କ…
ବେଆଇନ ଭାବେ କରୁଥିଲେ ଗୋରୁ ଚାଲାଣ, ଅଭିଯୁକ୍ତ ଜିତୁଙ୍କୁ ବାନ୍ଧିଲା…
ଆନନ୍ଦପୁର/ହାଟଡିହୀ,୨୧l୫(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଗୁହାଳିଆ ଗ୍ରାମର ଅମିନ ଜେନାଙ୍କ ପୁଅ ସୁବ୍ରତ କୁମାର ଜେନା (୩୮) ଓରଫ ଜିତୁଙ୍କୁ ଗୁରୁବାର ପୋଲିସ ବେଆଇନ ଗୋରୁ ଚାଲାଣ ଅଭିଯୋଗରେ ଗିରଫ କରିଛି। ଏଥିରେ ମାମଲା ନଂ…
ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର
ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ ଅନ୍ଵେଷା ଦ୍ଵିତୀୟ ରନର୍ସ ଅପ୍ ହେବା ସହ ଟେଲେଣ୍ଟ କ୍ରାଫ୍ଟ ହାସଲ କରି…
୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍, ଏସ୍ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ
ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ, ମାସମାସ ଆଗରୁ ଏହା ଘଟିଥିଲା। ମୋବାଇଲ ଫେରି ପାଇବା ଆଶା ବି ମଉଳି…
ଆକାଶରୁ ବର୍ଷୁଛି ନିଆଁ, କଲବଲ ହେଉଛି ଜୀବନ, ଆହୁରି ୫ ଦିନ ଯାଏ…
ଭୁବନେଶ୍ୱର,୨୧ା୫: ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଆକାଶରୁ ଯେମିତି ଅଗ୍ନିବର୍ଷା ହେଉଛି। ଅସହ୍ୟ ଖରା ତାତି ଓ ଗୁଳୁଗୁଳିରେ କଲବଲ ହେଉଛି ଜୀବନ। ସକାଳୁ ରାତି, ଘରେ ବାହାରେ ଜନଜୀବନ ଗୁରୁତର ପ୍ରଭାବିତ ହୋଇଛି। ଗୁରୁବାର ୪୬ ଡିଗ୍ରୀ ସହ ଝାରସୁଗୁଡା…
ପରିବା ବିକାଳିଙ୍କ ଝିଅ ଯୁକ୍ତ ୨ ବିଜ୍ଞାନରେ ଟପ୍ପର: ଜିଲା ପାଇଁ ଆଣିଲେ ଗୌରବ
ମୋହନା,୨୧ା୫(ମନ୍ମଥ ମିଶ୍ର): ବାପା ଜଣେ ପରିବା ବ୍ୟବସାୟୀ, ହେଲେ ଝିଅ ଯୁକ୍ତ ଦୁଇ ବିଜ୍ଞାନରେ ୫୬୦ ନମ୍ବର ଆଣି ଜିଲା ପାଇଁ ଗୌରବ ଆଣିଛନ୍ତି। ଗଜପତି ଜିଲା ମୋହନା ବ୍ଲକ ବେତାରସିଂ ଗାଁର ନୈଶ୍ମିତା ସାହୁ ମୋହନାସ୍ଥିତ ଅନୁସୂଚିତ ଜାତି ଜନଜାତି…
ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍ ପ୍ରସ୍ତାବ ଖାରଜ କଲେ ସରକାର
ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍ କରିବାକୁ ପିପିପିଏସି ନିକଟରେ ପ୍ରସ୍ତାବ ରହିଥିଲା। ତେବେ ନିୟମାନୁସାରେ ୨୪ ଘଣ୍ଟାରେ ୧୦…
କୁମ୍ଭାରକାନିଠାରେ ବିଜିସିସି ନକ୍ଆଉଟ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍ଯାପିତ: ବାରାକାଉଡ଼ିକୁ ହରାଇ କାଠକୁରା ଚମ୍ପିୟାନ୍
ଥୁଆମୂଳ ରାମପୁର, ୨୦।୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡିଆଣି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କୁମ୍ଭାରକାନି ପୁରୁଣା ଖେଳ ପଡ଼ିଆ (କାଶୀପୁର ରୋଡ) ଠାରେ ଚାଲିଥିବା ପ୍ରତିଷ୍ଠିତ ବିଜିସିସି (B.G.C.C.) ନକ୍ଆଉଟ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ (ସିଜନ-୧) ବୁଧବାର…
ପଶ୍ଚିମବଙ୍ଗରୁ ଅନୁପ୍ରବେଶକାରୀଙ୍କୁ ତଡ଼ିବା ପ୍ରକ୍ରିୟା ଆରମ୍ଭ: ଗିରଫ କରି ସିଧାସଳଖ BSFକୁ ହସ୍ତାନ୍ତର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
କୋଲକାତା, ୨୦।୬: ପଶ୍ଚିମବଙ୍ଗରୁ ବେଆଇନ ଅନୁପ୍ରବେଶକାରୀଙ୍କୁ ବାହାର କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ରାଜ୍ୟର ନବର୍ନିବାଚିତ ଭାଜପା ସରକାରର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ବୁଧବାର ରାଜ୍ୟ ସଚିବାଳୟ ‘ନବାନ୍ନ’ଠାରେ ଏକ ପ୍ରେସ କନଫରେନ୍ସ କରି ଏହି ବଡ଼ ଘୋଷଣା କରିଛନ୍ତି।…

