Tag Archives: odisha

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦ ମିନିଟ ସମୟରେ ହଠାତ୍ ଅତି ପ୍ରବଳ ବେଗରେ ଆସିଥିବା ଏହି ଝଡ଼-ପବନ ଯୋଗୁଁ…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀଙ୍କ ଏତଲାକ୍ରମେ ପୋଲିସ୍‌ ସ୍ଥାନୀୟ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଅରୁଣ…

ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ: ବିବିଏରେ ଗୁନଗୁନ, ବିସିଏରେ ସଲୋନୀ ଟପ୍ପର…

ଭବାନୀପାଟଣା,୩୦।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଇନଷ୍ଟିଟ୍ୟୁଟ୍ ଅଫ୍ ଆଇଟି ଆଣ୍ଡ ମ୍ୟାନେଜମେଣ୍ଟ ପୁଣିଥରେ ଉତ୍କୃଷ୍ଟ ଶିକ୍ଷାଗତ ସଫଳତା ହାସଲ କରିଛି। ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ସଦ୍ୟ ପ୍ରକାଶିତ ସ୍ନାତକ ପରୀକ୍ଷା ଫଳାଫଳରେ ଅନୁଷ୍ଠାନର ଛାତ୍ରୀ ଗୁନଗୁନ ପ୍ରିୟଦର୍ଶିନୀ…

ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା: କେଭିନ୍ ଭିତରେ ଛାତରୁ ଖସିଲା ସିଲିଂ, ମହିଳା ରୋଗୀ

ପାରଳାଖେମୁଣ୍ଡି, ୩୦।୫ (ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ମେଡିକାଲକୁ ଚିକିତ୍ସା ପାଇଁ ଆସିଥିବା ଜଣେ ମହିଳା ରୋଗୀ ରହୁଥିବା ସ୍ୱତନ୍ତ୍ର କେଭିନ୍‌ର ଛାତରୁ ହଠାତ୍…

ଦାରିଙ୍ଗବାଡିରେ ଭୋଟ ପରିଚୟପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟ ଆରମ୍ଭ: ବିଭିନ୍ନ ବୁଥ୍ ବୁଲି ସମୀକ୍ଷା କଲେ ବିଡ଼ିଓ

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଠାରୁ ଭୋଟ ପରିଚୟ ପତ୍ରର ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଯାଇଛି। ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ସାରା ଦେଶରେ ଏହି ସଂଶୋଧନ…

ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!

ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ ୧୨ଟା ୫୫ ମିନିଟ ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ…

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ ଟ୍ରେନ୍‌ରେ ଅସ୍ଥାୟୀ ଭାବେ ଅତିରିକ୍ତ କୋଚ୍‌ ସଂଯୋଗ କରିବାକୁ ନିଷ୍ପତ୍ତି…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଅତିରିକ୍ତ…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି । ଅନ୍ୟପଟେ ୨୦୨୩ ମସିହାରୁ ପାର୍ଲ୍ୟାମେଣ୍ଟରେ ଗୃହୀତ ମହିଳା ସଂରକ୍ଷଣ ବିଲକୁ କେନ୍ଦ୍ର ସରକାର…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ ୨୫ରୁ ୩୦ ଦିନ ପର୍ଯ୍ୟନ୍ତ ଚାଲିଥାଏ। ମାତ୍ର ପାର୍ବଣ ଋତୁ, ଶୀତଦିନ…

ସତରେ କଣ ଛାତରେ ଚୂନ କିମ୍ବା ଧଳା ରଙ୍ଗ ଲଗାଇଲେ ଗରମ କମିଥାଏ? ଜାଣନ୍ତୁ ଏହା ପଛର…

ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଗରମ ଯୋଗୁ ଲୋକେ ହାହୁତାଶ ହେଉଛନ୍ତି। ଏଭଳି ସ୍ଥିତିରେ ଘରକୁ ଭିତରୁ ଥଣ୍ଡା ରଖିବା ପାଇଁ ଲୋକେ ବିଭିନ୍ନ ଉପାୟ ଆପଣାଉଛନ୍ତି। ଏସବୁ ମଧ୍ୟରେ ଛାତ ଉପରେ ଚୂନ କିମ୍ବା ଧଳା ରଙ୍ଗର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି। ବାୟୁ ସୀମା କଟକଣା ସହ ବିମାନ ଇନ୍ଧନ ଦର ବୃଦ୍ଧି କାରଣରୁ ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?