Tag Archives: odisha

ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…

ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ ଇନ୍ଧନର ମହଜୁଦ ସ୍ଥିତି ଓ ବିକ୍ରୟ ପ୍ରକ୍ରିୟାର ସରଜମିନ ଯାଞ୍ଚ କରିଛନ୍ତି। ଯାଞ୍ଚ…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡୁଥିବା ଅଭିଯୋଗ ହେଉଛି। ଶନିବାର ଗୋପାଳପୁର ଥାନା ଅଞ୍ଚଳରେ ଏକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି । ଦଳର ସଂଗଠନକୁ ଆହୁରି ମଜବୁତ କରିବା ସହ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ସ୍ଥିତି ସ୍ୱାଭାବିକ ଥିବା ନେଇ ପ୍ରେସ୍‌ମିଟ୍ ଜରିଆରେ ଆଶ୍ୱାସନା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା ସାଙ୍ଗକୁ ବଜ୍ରପାତର ଶିକାର ହୋଇ ଜଣେ ୨୫ ବର୍ଷୀୟ ଯୁବକଙ୍କ ପ୍ରାଣହାନି ଘଟିଛି।…

ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…

ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି ପୋଲିସ । ପୀଡିତାଙ୍କ ପରିବାରବର୍ଗଙ୍କ ଅଭିଯୋଗ ମୁତାବକ ଅଭିଯୁକ୍ତ ୨୮ବର୍ଷୀୟ ଯୁବକଜଣକ ପୀଡିତାଙ୍କ…

କର୍ମକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା: ନିଲମ୍ବିତ ହେଲେ ବରଗଡ଼ ବିଇଓ, ଡିଇଓ 

ବରଗଡ଼,୧୫।୫(ପ୍ରେମାନନ୍ଦ ଖମାରୀ)- କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଏବଂ ବିଭାଗରେ ଆର୍ଥିକ ଅନିୟମିତତା ଅଭିଯୋଗ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ମାମଲାରେ ଗିରଫ ହୋଇ ବରଗଡ଼ ଜିଲା କାରାଗାରରେ ରହିଥିବା ବରଗଡ଼ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ତଥା…

ଯାତ୍ରୀଙ୍କ ପକେଟ୍‌କୁ ଝଟ୍‌କା: ରାଜ୍ୟରେ ବଢ଼ିଲା ଘରୋଇ ବସ୍‌ ଭଡ଼ା, ଜାଣନ୍ତୁ କାହା ପାଇଁ କେତେ?

ଭୁବନେଶ୍ୱର,୧୫।୫: ରାଜ୍ୟରେ ଯାତ୍ରୀବାହୀ ଘରୋଇ ବସ ଭଡ଼ା ବୃଦ୍ଧି ପାଇଛି। ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବସ ଭଡ଼ା ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ସ୍ବୟଂଚାଳିତ ଭଡ଼ା ବୃଦ୍ଧି ପ୍ରକ୍ରିୟା ଅନୁଯାୟୀ, ବିଭିନ୍ନ ବର୍ଗର ବସ ଭଡ଼ାରେ କିଲୋମିଟର…

ଛତ୍ରପୁରରେ ତେଲ ସଙ୍କଟ: ବାଇକ୍‌କୁ ୨୦୦, କାର୍‌କୁ ୫୦୦ ଟଙ୍କାର ତେଲ

ଛତ୍ରପୁର,୧୪ା୫(ଦିଲ୍ଲୀପ ସାମଲ): ଇରାନ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପାଇଁ ଫେବୃଆରୀ ୨୮ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ ବିଭିନ୍ନ ଦେଶକୁ ତୈଳ, ଗ୍ୟାସ ଓ ଅନ୍ୟାନ୍ୟ ସାମଗ୍ରୀ ପରିବହନ…

ବଢୁଛି ତେଲ ସଙ୍କଟ: ଅଧଘଣ୍ଟା ଠିଆହେଲେ ମିଳୁଛି ୨୦୦ ଟଙ୍କାର ପେଟ୍ରୋଲ-ଡିଜେଲ

ଭଞ୍ଜନଗର,୧୪ା୫(ବାବୁଲା ପ୍ରଧାନ): ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଦେଶରେ ତେଲ ସଙ୍କଟ ବଢ଼ିଯାଇଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପେଟ୍ରୋଲ ଓ ଡିଜେଲର ବ୍ୟବହାର ହ୍ରାସ କରିବା ସହ ଆଉ କିଛି ବ୍ୟବହାର କମାଇବାକୁ ସାଧାରଣ ଜନତାଙ୍କୁ ପରାମର୍ଶ ଦେଇଛନ୍ତି। ଇତିମଧ୍ୟରେ ମିତ୍ର…

ରାଜ୍ୟରେ ତେଲ ପାଇଁ ହାହାକାର: କେଉଁଠି ଲମ୍ବା ଲାଇନ୍‌ ତ କେଉଁଠି ତାଲା

ଭୁବନେଶ୍ୱର,୧୪ା୫: ରାଜ୍ୟର ବିଭିନ୍ନ ଜିଲାରେ ପେଟ୍ରୋଲ/ଡିଜେଲର ଅଭାବ ପରିଲକ୍ଷିତ ହୋଇଛି। କାଁ ଭାଁ ଯେଉଁ ପମ୍ପରେ ବି ତେଲ ମିଳୁଛି ସେଠି ଲମ୍ବା ଲାଇନ୍‌ ଲାଗୁଛି। ଏଥିସହିତ ଆବଶ୍ୟକୀୟ ପରିମାଣର ତେଲ ମଧ୍ୟ ମିଳୁ ନ ଥିବା ଉପଭୋକ୍ତାମାନେ ଅଭିଯୋଗ କରିଛନ୍ତି।…

ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ, ଆସିପାରେ ଏହି ବଡ଼ ନିଷ୍ପତ୍ତି, ସଙ୍କେତ ଦେଇ କହିଲେ…

ଭୁବନେଶ୍ୱର,୧୪ା୫: ଗୁରୁବାର ଅପରାହ୍ନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସପ୍ତାହକ ଭିତରେ ଦ୍ବିତୀୟ ଥର ପାଇଁ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ। ବୈଠକରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରାଯିବ। ମୁଖ୍ୟ ଶାସନ ସଚିବ, ଡିଜିପି ଉପସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?