ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା ଥାନା ଅନ୍ତର୍ଗତ ଯୋଲକୋ ଛକ ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ବୁଧବାର…
କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…
କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ବାସ୍ଥ୍ୟ, ଶିକ୍ଷା, କୃଷି, ବିଦ୍ୟୁତ୍, ଉଦ୍ୟାନ ବିଭାଗ, ସମନ୍ବିତ ଶିଶୁ ବିକାଶ ଯୋଜନା,…
ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…
ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା) ପୂଜା କମିଟି ପକ୍ଷରୁ ବୁଧବାର ମହା ଆଡ଼ମ୍ବରରେ ଯାତ୍ରା ସମ୍ପୂର୍ଣ୍ଣ ହୋଇଯାଇଛି। ଆଦିବାସୀଙ୍କ ନିଆରା…
ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର ନାଏକ ମନୋନୀତ ହୋଇଛନ୍ତି। ସମ୍ପାଦକ ପଦ ପାଇଁ ନାମ ଘୋଷଣା ହେବା ତାଙ୍କ ସମର୍ଥକଙ୍କ…
ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ…
ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ ହରାଇ ପରିବାର ଭାଙ୍ଗି ପଡ଼ିଥିବା ବେଳେ ମୃତଦେହକୁ ଆଣିବାକୁ ସ୍ତ୍ରୀ ଗୁହାରୀ କରିଛନ୍ତି। ମୃତକ…
PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା
ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି l ବାଲେଶ୍ୱର ଭିଜିଲାନ୍ସ ଏସ୍ପିି ଅରୁଣ ନାୟକ କହିଛନ୍ତି ଯେ…
ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…
ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ ଗାଁର ଚାଷୀମାନେ ବଲାଙ୍ଗୀର ସିଏସଓ ଅଫିସ ଭିତରେ ଧାରଣା ଦେଇଛନ୍ତି। ୨୨୦ରୁ ଉଦ୍ଧର୍ବ ପଞ୍ଜୀକୃତ…
ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍, ଜାଣନ୍ତୁ କାରଣ…
ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ ଆମଦାନୀ ଟାରିଫ୍ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଟାରିଫ୍ ପ୍ରଥମ ବର୍ଷରେ…
ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ
ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ ଲୋକମାନେ ଭୟଭୀତ ଅବସ୍ଥାରେ ରହିଛନ୍ତି । ବୁଧବାର ସକାଳୁ ହାତୀଟି ଘସିପୁରା ବଜାର ଦେଇ…
କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…
ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ ନୌକା ଓ ତୀର ଚାଳନା ପ୍ରତିଯୋଗିତା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ମଙ୍ଗଳବାର…
ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…
ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ତେବେ ମୃତଦେହକୁ କିଏ ଏବଂ କାହିଁକି ଫିଙ୍ଗି ଦେଇ ଚାଲିଯାଇଛି ତାହା…
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ ମ୍ୟାଚରେ କନ୍ଧମାଳ ଜିଲା ଦାରିଙ୍ଗିବାଡି ଗ୍ରାମର ଭଲିବଲ ଟିମ୍ ପ୍ରତିପକ୍ଷ ଗଜପତି…
Archives


