Tag Archives: odisha

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ଆନନ୍ଦପୁର ଉପଖଣ୍ଡ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ ମାଗିବା ବାହାନାରେ ଅତି ଚତୁରତାର ସହ ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର…

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି।…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ ଭିତରେ ବଡ଼ ଫାଟ ଦେଖାଦେଇଛି। ବିଧାୟକ ଓ ଏମ୍‌ପିଙ୍କ ମଧ୍ୟରେ ଚାଲିଥିବା ଶୀତଳ…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହୁ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ବୁବୁନ ସାହୁ ଟପ୍ପର ହୋଇଛନ୍ତି। ସେହିପରି ଶୋଭନା ମହାନ୍ତି ଦ୍ବିତୀୟ…

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨ ଜଣ ସଭ୍ୟ ମଧ୍ୟରୁ ୨୦ଜଣ ଅଂଶଗ୍ରହଣ କରିଥିବା ବେଳେ ସେଥିମଧ୍ୟରୁ ଅରୁଣକୁମାର ପଣ୍ଡା…

ମରାମତି ବେଳେ ବଡ଼ ଅଘଟଣ: ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଗୁରୁତର ହେଲେ ଠିକା କର୍ମଚାରୀ

ଗଜପତି,୨୬।୫(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି କେଉଟ ସାହିରେ ବିଦ୍ୟୁତ୍‌ ମରାମତି କାର୍ଯ୍ୟ ଚାଲିଥିବା ବେଳେ ବିଦ୍ୟୁତ୍‌ ଆଘାତରେ ଠିକା କର୍ମଚାରୀ ଆହାତ ହୋଇଛନ୍ତି। ଗୁରୁତର ବସ୍ଥାରେ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ପୋଲ ଉପରେ ଚଢି କାମ କରୁଥିବା ବେଳେ ବିଦ୍ୟୁତ…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଚର୍ଚ୍ଚାର ବିଷୟ ପାଲଟିଛି। ଥୁଆମୂଳ ରାମପୁର ନର୍ଥ ରେଞ୍ଜ ଅଧୀନରେ ଥିବା କିରକିଚା…

ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଲେ ଦେବାଶିଷ! ଖୋଲାଖୋଲି ଭାବେ କହିଲେ ମୁଁ ଏହି ଦଳକୁ ଯିବି…

ଭୁବନେଶ୍ୱର, ୨୫।୫: ବରିଷ୍ଠ ବିଜୁ ଜନତା ଦଳ ନେତା ଏବଂ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ତାଙ୍କୁ ନବୀନ ପଟ୍ଟନାୟକଙ୍କ ନିକଟତର ବୋଲି ବିବେଚନା କରାଯାଉଥିଲା। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ X…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ ଭାଇ ଆଶିଷ ଶର୍ମା ଭଉଣୀଙ୍କ ଚିତାରେ ମୁଖାଗ୍ନି ଦେଇଛନ୍ତି। ଏହା ପୂର୍ବରୁ ଆଜି…

ଆଉ ୫ ଦିନ ଜଳାଇବ,ଏଲ୍‌ ନିନୋକୁ ନେଇ IMD ଡିଜି ଦେଲେ ବଡ଼ ସୂଚନା, କହିଲେ ଏଥର…

ଭୁବନେଶ୍ୱର,୨୪ା୫: ରାଜ୍ୟରେ ପ୍ରବଳ ତାତି ଓ ଗୁଳୁଗୁଳିକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆଉ ୫ ଦିନ ପର୍ଯ୍ୟନ୍ତ ହିଟ ଓ୍ବେଭ୍‌ ଜାରି ରହିବ। ତାପମାତ୍ରା ୪୦ ଥିଲେ ବି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଡ଼ା ବିରୋଧ କରିଛନ୍ତି। ଯେଉଁମାନେ ଏହି ଘଟଣାରେ ସମ୍ପୃକ୍ତ ତାହାର ତଦନ୍ତକରି ଅଭିଯୁକ୍ତମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?