Tag Archives: odisha

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି। ମା’ଙ୍କ ଅସ୍ଥାୟୀ ମଣ୍ଡପରେ ଦର୍ଶନ ପାଇଁ ଅବାଳ ବୃଦ୍ଧ ବନିତାଙ୍କ ଅପୂର୍ବ ଭିଡ଼…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି, ହେଲେ ମିଲର୍ସମାନେ ନିୟମିତ ଆସୁ ନାହାନ୍ତି। ଫଳରେ ମଣ୍ଡିରେ ସଂଗୃହୀତ ଧାନ ଅନୁପାତରେ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତାମିଲନାଡୁର ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ସନାତନ ଧର୍ମ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ ମାମଲାରେ ପୋଲିସ ଶନିବାର ଉଭୟ ଗୋଷ୍ଠୀର ୪ ଜଣଙ୍କୁ ଗିରଫ କରିଛି। ସେମାନେ…

ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ: ୯୦% ରଖିଥିବା ୮୪ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲ ଠାରେ ଶନିବାର ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପ୍ରଗତି ଶିକ୍ଷାନୁଷ୍ଠାନର ୯୦%ରୁ ଅଧିକ ନମ୍ବର ରଖିଥିବା ୮୪ ଜଣ କୃତି ଛାତ୍ରଛାତ୍ରୀଙ୍କୁ ଏହି କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧନା…

ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସେଥିମଧ୍ୟରୁ ବିଜ୍ଞାନ ବିଭାଗରେ ଅଭିଜିତ୍ ସରାଫ ୯୮.୩୪ % ପ୍ରତିଶତ ନମ୍ବର ରଖି…

ଥୁଆମୂଳ ରାମପୁରରେ ‘ସମାଧାନ ସମାରୋହ-୨୦୨୬’ ପ୍ରସ୍ତୁତି ବୈଠକ: ସୁପ୍ରିମ କୋର୍ଟଙ୍କ ବିଶେଷ ଲୋକ ଅଦାଲତ ନେଇ ସଚେତନତା…

ଥୁଆମୂଳ ରାମପୁର, ୨୩।୫(ଦୁର୍ଗା କୀର୍ତ୍ତି): ସାଧାରଣ ଜନତାଙ୍କୁ ସହଜ ଓ ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମ କୋର୍ଟ)ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ ଆଗାମୀ ଅଗଷ୍ଟ ମାସରେ ଆୟୋଜିତ ହେବାକୁ ଯାଉଛି ବିଶେଷ ଲୋକ ଅଦାଲତ ‘ସମାଧାନ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ। ଯାତ୍ରୀଙ୍କ ସୁବିଧା ପାଇଁ ଦିନକୁ ଦୁଇ ଦୁଇ ଥର ଏହି ସେବା ଯୋଗାଇ…

ଏହି ୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟାରେ ହେବ…

ଭୁବନେଶ୍ୱର,୨୩ା୫: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ୩ ଜିଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ ଜିଲାକୁ ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତା ୬ ମାସ ପାଇଁ ଶକ୍ତି…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫: ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା ତାରିଖରେ ପରିବର୍ତ୍ତନ କରାଯାଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଏହି ପରୀକ୍ଷା ଜୁନ୍…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌ ପଟୁଆର)ରେ ଥିବା ଗାଡ଼ି ସଂଖ୍ୟାକୁ ସେ ଆହୁରି କମାଇ ଦେଇଛନ୍ତି। ଏଣିକି ମୁଖ୍ୟମନ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?