Tag Archives: odisha

ପଛକୁ ପଛ ୩ ଲଘୁଚାପ; ୨୬ ଯାଏ ଅତି ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ କଲା…

ଭୁବନେଶ୍ୱର,୨୦ା୯(ବନ୍ଦନା ସେଠୀ)- ଚଳିତ ମାସ ଶେଷ ସପ୍ତାହରେ ବଙ୍ଗୋପସାଗରରେ ଦାନା ବାନ୍ଧିବ ୩ ଲଘୁଚାପ। ଏହା ପ୍ରଭାବରେ  ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏବେ ମୌସୁମୀଜନିତ ନିମ୍ନଚାପରେଖା ଓ ଟ୍ରପ୍‌ଲାଇନ ପାଇଁ ରାଜ୍ୟରେ ବର୍ଷା ହେଉଛି। ଇତିମଧ୍ୟରେ...

ଯୁବକଙ୍କ ଉନ୍ମତ୍ତ କାଣ୍ଡ: ଉଚ୍ଚ ଶକ୍ତି ସମ୍ପର୍ଣ୍ଣ ବିଦ୍ୟୁତ ଟାଓ୍ବାର ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ, ନାକେଦମ ହେଲେ…

ପାଇକମାଳ,୨୦।୯(ବଡ ଶତପଥୀ): ବରଗଡ ଜିଲା ପାଇକମାଳ ବ୍ଲକ କର୍ଲାମାଳ ଗ୍ରାମରେ ଘଟିଛି ଏକ ଅଜବ ଘଟଣା। ନିଶାସକ୍ତ ଅବସ୍ଥାରେ ଜଣେ ଯୁବକ ଉଚ୍ଚଶକ୍ତି ସମ୍ପୂର୍ଣ୍ଣ ବିଦ୍ୟୁତ ଟାଓ୍ବାର ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଯେତେ ବୁଝାଇଲେ ମଧ୍ୟ ସେ...

ଜୋନାଲ ଫରେଷ୍ଟ ସ୍ପୋଟ୍ସ ମିଟ୍‌: ଘୁମୁସର ଉତ୍ତର ବନଖଣ୍ଡ ଜିତିଲା ୩୭ ପଦକ 

ଭଞ୍ଜନଗର,୨୦।୯(ବାବୁଲା ପ୍ରଧାନ)-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଖେଳ ପଡିଆରେ ୧୯ ଓ ୨୦ ତାରିଖ ଦୁଇଦିନ ଧରି ଚାଲିଥିବା ଜୋନାଲ ଫରେଷ୍ଟ ସ୍ପୋର୍ଟସ ମିଟ୍‌ ୨୦୨୫ ଶନିବାର ସଂନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଏଥିରେ ବ୍ରହ୍ମପୁର ଓ ଭୁବନେଶ୍ୱର ସର୍କଲର ୩୨ଟି ବନଖଣ୍ଡର ଶତାଧିକ...

ଚଳନ୍ତା ବାଇକ୍‌ରେ ମୋବାଇଲରେ ରିଲ୍‌ କରୁଥିଲେ, ବାଇକ୍‌କୁ ପଛରୁ ପିଟି ଛିଟିକି ପଡ଼ିଲେ ଯୁବକ; ବ୍ରହ୍ମପୁର…

ମୋହନା,୨୦।୯( ମନ୍ମଥ ମିଶ୍ର): ବାଇକକୁ ପଛପଟୁ ଧକ୍କା ଦେଲା ବାଇକ । ଦୁର୍ଘଟଣାରେ ଦୁଇ ଜଣ ରାସ୍ତା କଡ଼କୁ ଛିଟିକି ପଡ଼ି ଗୁରୁତର ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସୂଚ଼ନାଯୋଗ୍ୟ,...

ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ୍‌, ଚାଲିଗଲା ଚାଳକଙ୍କ ଜୀବନ 

ବଲାଙ୍ଗୀର,୨୦।୯: ବଲାଙ୍ଗୀର ସହର ଏନ୍‌ଏଚ୍‌ ୨୬ ବିଜାଖମନ  ନିକଟରେ ଶନିବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯିବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ଦୁର୍ଘଟଣା ପରେ ତାଙ୍କୁ ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍‌ପିଟାଲକୁ...

ଥୁଆମୂଳ ରାମପୁର ବ୍ଲକ ବିଜେଡିର ଯୁବ ସଭାପତି ହେଲେ ପ୍ରଦୀପ କୁମାର ନାଏକ

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): ବିଜୁ ଜନତା ଦଳ ତାର ସଂଗଠନକୁ ତୃଣମୂଳସ୍ତରରୁ ଅଧିକ ମଜବୁତ କରିବା ପାଇଁ ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାରି ରଖିଛି। ଏହି ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ମଧ୍ୟ ଏହି ପ୍ରକ୍ରିୟା ଜରିଆରେ...

ଜାତୀୟ ଟାଇକୁଣ୍ଡ ପ୍ରତିଯୋଗିତାରେ କମାଲ କଲେ ଜୟଶ୍ରୀ କେମିକାଲ ସ୍କୁଲର ଛାତ୍ରୀ

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ ): ମହାରାଷ୍ଟ୍ରର ଜଲଗାଁଓଠାରେ ଗତ ୧୬ରୁ ୧୮ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି ସିଆଇଏସଇସି ଜାତୀୟସ୍ତରୀୟ ଟାଇକୁଣ୍ଡ ପ୍ରତିଯୋଗିତା। ଜୟଶ୍ରୀ କେମିକାଲସ ସ୍କୁଲର ଅଷ୍ଟମ ଶ୍ରେଣୀ ଛାତ୍ରୀ ପ୍ରତ୍ୟୁଷ କୁମାରୀ ତରାଇ ୧୭ ବର୍ଷରୁ କମ୍‌ ବାଳିକା ବିଭାଗ ୫୫...

ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କୁ ଦିଆଗଲା ଗାର୍ଡ ଅଫ ଅନର୍‌: ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ତଥା ୪ ଥରର ବିଧାୟକ, ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଜର୍ଜ ତିର୍କୀ ଆଉନାହାନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଛି। ଶନିବାର ବିଧାନସଭା ପରିସରରେ ଜର୍ଜ ତିର୍କୀଙ୍କୁ ଦିଆଯାଇଛି ଗାର୍ଡ...

ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ୧୧୬ ଜଣ ଭିନ୍ନକ୍ଷମଙ୍କୁ ମିଳିଲା ସାର୍ଟିଫିକେଟ

କେସିଙ୍ଗା,୨୦।୯(ତୁମେଶ୍ବର ସାହୁ): ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସାମାଜିକ ସୁରକ୍ଷା ଅଧିକାରୀ ରାକେଶ ବୁଡ଼ଙ୍କ ନେତୃତ୍ୱରେ ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଶୁକ୍ରବାର ଅନୁଷ୍ଠିତ...

ରାଜ୍ୟ ସ୍ତରୀୟ ବକ୍ସିଂରେ ୧ ସ୍ବର୍ଣ୍ଣ,୨ କାଂସ୍ୟ ପଦକ ହାସଲ କରି ଗୌରବ ଆଣିଲେ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଅମରପାଲି,୨୦।୯(ପୀତାମ୍ବର ସାହୁ) ସୁବର୍ଣ୍ଣପୁର ଜିଲାର ବକ୍ସିଂ ଖେଳାଳିଙ୍କୁ ରାଜ୍ୟ ସ୍ତରୀୟ ବକ୍ସିଂ ପ୍ରତିଯୋଗିତାରେ ସଫଳତା ମିଳିଛି। ଉକ୍ତ ପ୍ରତିଯୋଗିତାରେ ଜଣେ ପ୍ରତିଯୋଗୀ ସ୍ବର୍ଣ୍ଣ ପଦକ ହାସଲ କରିଥିବାବେଳେ ଦୁଇ ଜଣ ପ୍ରତିଯୋଗୀ କାଂସ୍ୟ ପଦକ ହାସଲ କରି ସୁବର୍ଣ୍ଣପୁର ଜିଲା...

ସାବାଡ଼ ହେବେ ସରକାରୀ କର୍ମଚାରୀ! ଗୋଟିଏ କାର୍ଯ୍ୟାଳୟରେ ୩ ବର୍ଷରୁ ଅଧିକ ଦିନ ରହିଥିଲେ ହେବ ବଦଳି

ଭୁବନେଶ୍ୱର, ୧୯।୯(ସୁନିତ୍‌ ମିଶ୍ର): ଗାଦି ମାଡ଼ିବସି ଦୀର୍ଘଦିନ ଧରି ଗୋଟିଏ ସ୍ଥାନରେ ରହି ଆସିଥିବା ଅଧିକାରୀଙ୍କୁ ଅନ୍ୟତ୍ର ବଦଳି କରାଯିବ। ନିର୍ଦ୍ଦିଷ୍ଟ କାର୍ଯ୍ୟାଳୟରେ ୩ ବର୍ଷରୁ ଅଧିକ ସମୟ ଥିବା କର୍ମଚାରୀଙ୍କୁ ସ୍ଥାନାନ୍ତର ଲାଗି ରାଜସ୍ବ ବିଭାଗ ପକ୍ଷରୁ ଚିଠା...

୨୬ରେ ଲଘୁଚାପ, ଏସବୁ ଜିଲା ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ 

ଭୁବନେଶ୍ୱର, ୧୯ା୯(ବନ୍ଦନା ସେଠୀ) – ପାର୍ବଣରେ ବର୍ଷା ହେବ ନାହିଁ ବୋଲି ପୂର୍ବରୁ ପାଣିପାଗ ବିଭାଗ ଆକଳନ କରିଥିଲା। ହେଲେ ଆସନ୍ତା ୨୬ ତାରିଖରେ ବଙ୍ଗୋପସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଦୁର୍ଗାପୂଜାରେ ବର୍ଷା ହେବାନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri