ଓଡ଼ିଶାରେ ୫ ବର୍ଷରେ ସଡ଼କ ଦୁର୍ଘଟଣାରେ ୨୭,୧୬୭ ମୃତ୍ୟୁ: ମନ୍ତ୍ରୀ
ଭୁବନେଶ୍ୱର,୧୯।୯: ଗତ ୫ ବର୍ଷରେ ଓଡ଼ିଶାରେ ସଡ଼କ ଦୁର୍ଘଟଣାରେ ୨୭,୧୬୭ ଜଣଙ୍କର ମୃତ୍ୟୁ ହୋଇଛି ବୋଲି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଶୁକ୍ରବାର ବିଧାନସଭାରେ ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନର ଉତ୍ତରରେ ଜଣାଇଛନ୍ତି। ମନ୍ତ୍ରୀଙ୍କ ଅନୁଯାୟୀ, ୨୦୨୦ରୁ ୨୦୨୪...
ପୁଣି ଲଜ୍ଜା: ବିଶ୍ୱକର୍ମା ପୂଜା ଦେଖି ଫେରୁଥିବାବେଳେ ନାବାଳିକାଙ୍କୁ ଜଙ୍ଗଲକୁ ଟେକି ନେଲେ ୨ ଯୁବକ
ବଣାଇ,୧୯।୯(ପ୍ରଦୀପ ତ୍ରିପାଠୀ): ଆପରାଧିକ ମାମଲା ଥମିବାର ନାଁ ଧରୁନି। ପୁଣି ଲଜ୍ଜା, ବିଶ୍ୱକର୍ମା ପୂଜା ଦେଖି ଫେରୁଥିବାବେଳେ ଗଣବଳାତ୍କାରର ଶିକାର ହୋଇଛନ୍ତି ଜଣେ ନାବାଳିକା। ଘଟଣାରୁ ପ୍ରକାଶ ଯେ, କେ ବଲାଙ୍ଗ ଅଞ୍ଚଳରୁ ବରସୁଆଁକୁ ବିଶ୍ୱକର୍ମା ପୂଜା ଦେଖିବାକୁ ଯାଇ...
ବିଳମ୍ବିତ ରାତିରେ ୩ ଘରୁ କଳାକନା ବୁଲାଇଲେ ଦୁର୍ବୃତ୍ତ, ନେଇଗଲେ ୧୦ଭରିରୁ ଅଧିକ ସୁନା
ଆନନ୍ଦପୁର ୧୯।୯(ସୁଶାନ୍ତ କୁମାର ସାହୁ): ବିଳମ୍ବିତ ରାତିରେ ବଡ଼ ଧରଣର ଚୋରି। ଘଟଣାରେ ଜଣେ ଅଟକ ସହ ବାଇକ ଜବତ କରାଯାଇଛି। ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ମଠସାହିରେ ବିଳମ୍ବିତ ରାତି ୧୨.୩୦ ରୁ ୧ ଟା ମଧ୍ୟରେ ୩...
ଆଇନଜୀବୀ ତଥା ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ପଙ୍କଜ ବାରିକଙ୍କ ଅକାଳ ବିୟୋଗ, ନାଟ୍ୟ ଅଭ୍ୟାସ ସାରି ଫେରିବା ପରେ…
ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଆଇନଜୀବୀ ତଥା ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ପଙ୍କଜ କୁମାର ବାରିକ (ମିଟୁ ସାର )ଙ୍କ ଗୁରୁବାର ବିଳମ୍ବିତ ରାତିରେ ହୃଦଘାତରେ ବିୟୋଗ ଘଟିଛି । ଗତକାଲି ମଲାଡ଼ ଗ୍ରାମରେ ନାଟକର...
ଓଡ଼ିଶାରେ କର୍ମଚାରୀ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି, ନିଜ ବ୍ଲକରେ ଚାକିରି କରିପାରିବେନି
ଭୁବନେଶ୍ୱର,୧୯/୯: ଓଡ଼ିଶା ସରକାର ଶିକ୍ଷକଙ୍କୁ ବାଦ ଦେଇ ଅନ୍ୟ କାର୍ଯ୍ୟରତ କର୍ମଚାରୀଙ୍କ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି ପ୍ରସ୍ତୁତ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ଅନୁଯାୟୀ, ବାର୍ଷିକ ବଦଳି ଏପ୍ରିଲ ୧୫ରୁ ଜୁନ ୧୫ ମଧ୍ୟରେ ହେବ।...
ମହାନଦୀରେ ଏକାଧିକ ବ୍ୟାରେଜ, ଚେକଡ୍ୟାମ କରିବେ ଓଡିଶା ସରକାର
ଭୁବନେଶ୍ୱର,୧୯/୯: ଓଡ଼ିଶା ସରକାର ମହାନଦୀର ତଳମୁହାଁ ଅଞ୍ଚଳରେ ପାନୀୟ ଜଳ ଓ ଜଳସେଚନ ସୁବିଧା ଯୋଗାଇବା ପାଇଁ ୧୭ଟି ଚେକଡ୍ୟାମ, ୧୫ଟି ଇନଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକଚର ଏବଂ ୪୪ଟି ବନ୍ଧ ନିର୍ମାଣ ପାଇଁ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ...
୫ଟି ପଞ୍ଚାୟତବାସୀ ନିର୍ଭର କରୁଥିବା ରାସ୍ତା ଏବେ ବିପଦପୂର୍ଣ: ମାଡି ଆସିଲାଣି ଗଛ ଡାଳ
ଗଞ୍ଜାମ,୧୮।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳି ଜଗନ୍ନାଥପୁର ଗ୍ରାମଠାରୁ କଲ୍ୟାଣପୁର ପର୍ଯ୍ୟନ୍ତ ରାସ୍ତା ବର୍ତ୍ତମାନ ବିପଦପୂର୍ଣ । ପାଞ୍ଚଟି ପଞ୍ଚାୟତ ତଥା କାଇଁଚପୁର,ମଲାଡ଼,ସନ୍ତୋଷ ପୁର, ଖଣ୍ଡ ଦେଉଳୀ ଓ ପୋଇରାଶି ଆଦି ପଞ୍ଚାୟତବାସୀ ନିର୍ଭର କରୁଥିବା...
ମା’ଠାରୁ ଅଲଗା ହୋଇ ହାତୀ ଛୁଆ ଆଖିରୁ ଝରୁଛି ଲୁହ, ପ୍ରଶଂସନୀୟ କାର୍ଯ୍ୟ କଲା ବନ ବିଭାଗ
ବୌଦ୍ଧ,୧୮ା୯: ମାତ୍ର ୧୫-୨୦ ଦିନର ଏକ ନିରୀହ ହାତୀଛୁଆ, ଯିଏ ଏବେ ମା’ର ଆଲିଙ୍ଗନରେ ପ୍ରକୃତିରେ ଖେଳୁଥାନ୍ତା, ସେ ପଲ୍ଲୀରୁ ବିଚ୍ଛିନ୍ନ ହୋଇ ବୌଦ୍ଧ ବନ ବିଭାଗର ଆଶ୍ରୟରେ ଚାରି କାନ୍ଥ ମଧ୍ୟରେ ଜୀବନ କାଟୁଛି। ଆଠମଲ୍ଲିକର ପଞ୍ଚଧରା ପାହାଡ଼ରୁ...
ହତ୍ୟା ଉଦ୍ୟମ ଘଟଣା: ୨ ଅଭିଯୁକ୍ତ ଜେଲ ଗଲେ
ଦିଗପହଣ୍ଡି,୧୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ବିଜୟ ପଦ୍ମନାଭପୁର ଲାଡିଗାଁର ଭୁକୁଲି ସେଠୀ ଏବଂ ତାଙ୍କ ପ୍ରତିପକ୍ଷ ବି. ତୁରୁବୁଡ଼ିି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ମିଥୁନ ସେଠୀଙ୍କୁ ଦିଗପହଣ୍ଡି ପୋଲିସ ହତ୍ୟା ଉଦ୍ୟମ ଘଟଣାରେ...
କୋମ୍ବିଂ ଅପରେଶନବେଳେ ସୁରକ୍ଷାକର୍ମୀ-ମାଓବାଦୀ ମଧ୍ୟରେ ଗୁଳିବିନିମୟ: ଯବାନ ଗୁରୁତର
ଭଞ୍ଜନଗର,୧୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୀମା ଠାରୁ ୫ କି.ମି. ଭିତରକୁ କନ୍ଧମାଳ ଜିଲା ରାଇକିଆ ଥାନା ଅନ୍ତର୍ଗତ ଦାଉସର ଜଙ୍ଗଲରେ ଗୁରୁବାର ଏସଓଜି ପକ୍ଷରୁ କୋମ୍ବିଂ ଅପରେଶନ ଚାଲିଥିଲା। ଏହି ସମୟରେ ଯବାନ ଓ ମାଓବାଦୀ ମଧ୍ୟରେ ଗୁଳି...
ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ଅସ୍ତ୍ରୋପଚାର ପରେ ଅଧାରୁ ଅଚଳ ହେଲା ମେଶିନ , ଆଉ ତା’ପରେ…
ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡିଛି। ଜିଲାର ଡାକ୍ତରଖାନାଗୁଡିକରେ ଡାକ୍ତର ପଦବୀ ଖାଲି ପଡିଥିବା ସାଧାରଣରେ ପରିଣତ ହୋଇଥିବାବେଳେ ଜିଲା ମୁଖ୍ୟ ଡାକ୍ତରଖାନାରେ ହାଡଭଙ୍ଗା ରୋଗୀଙ୍କୁ କାର୍ଡବୋର୍ଡ ଚିକିତ୍ସା ରାଜ୍ୟବ୍ୟାପୀ ଚର୍ଚ୍ଚାର ବିଷୟ ହୋଇଥିଲା...
ଓଡ଼ିଶାରେ ପାଞ୍ଚ ଦିନ ବର୍ଷା: ଏସବୁ ଜିଲାକୁ ଚେତାବନୀ ଜାରି
ଭୁବନେଶ୍ୱର,୧୮ା୯: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଭୁବନେଶ୍ୱର କେନ୍ଦ୍ର ଗୁରୁବାର ଓଡ଼ିଶାରେ ଆଗାମୀ ପାଞ୍ଚ ଦିନ ବର୍ଷା ହେବା ନେଇ ୟେଲୋ ଚେତାବନୀ ଜାରି କରିଛି। ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବିଜୁଳି ଓ...
Archives


