ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…
ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା କରି ହେବ ନାହିଁ। ଏଣୁ ଛାତ୍ରୀଛାତ୍ରମାନଙ୍କର ଅନ୍ତର୍ନିହିତ ଗୁଣାବଳୀର ବିକାଶ ଏବଂ ନୂତନ ଉଦ୍ଭାବନ…
ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…
କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ ପ୍ରତିଷ୍ଠା କରିଥିଲେ। ଏହି ଚିକିତ୍ସାଳୟକୁ କର୍ଲାମୁଣ୍ଡା, ନର୍ଲା, କେସିଙ୍ଗା, ମ ରାମପୁର ଆଦି ବ୍ଲକର…
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…
ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରିବେ ରାଜ୍ୟ ସରକାର। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫-୨୬…
ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଗୁରୁବାର ବଡ଼ଦିନଠାରୁ ରାଜ୍ୟରେ ଥଣ୍ଡାର ପରିମାଣ ଆହୁରି ବଢ଼ିବ। ୭ଦିନ…
ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…
ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ ମଦ ଭାଟି (ସମାଗୁଡ଼ା) ଠାରେ ବୁଧବାର ସାପ୍ତାହିକ ହାଟରେ ଅଭାବନୀୟ ଜନଗହଳି ଦେଖିବାକୁ ମିଳିଛି।…
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ ଧନୁଯାତ୍ରାକୁ ସ୍ବାଗତ କରିବା ପାଇଁ ଅପରାହ୍ନ ୩ଟାରେ ସାଂସ୍କୃତିକ ଶୋଭାଯାତ୍ରା ହୋଇଛି। ତେବେ…
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ଏହି ମହୋତ୍ସବକୁ ଉଦଘାଟନ କରିଥିଲେ।…
ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…
କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚଳିତ ମାସ ୨୭ ଓ ୨୮ ତାରିଖ…
‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…
ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି। ଏଥିରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଡ଼.କମ୍ବୁ ପାଣି ସାମନ୍ତ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ…
ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…
ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର ପ୍ରତି ଆଗ୍ରହ ସୃଷ୍ଟି କରିବା ଲକ୍ଷ୍ୟ ନେଇ ସେମାନଙ୍କୁ ବିଭିନ୍ନ ପ୍ରକାରର ସୁଯୋଗ ଏବଂ…
ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ
ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍ ପୂର୍ବରୁ ଟିମ୍ ଅଷ୍ଟ୍ରେଲିଆର ଦିଗ୍ଗଜ ଖେଳାଳି ମେଗ ଲାନିଙ୍ଗଙ୍କୁ ରିଲିଜ୍ କରିଥିଲା, ଯିଏକି ଟିମର…
ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍; ମିଳିନି ପରିଚୟ…
ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ। ହେଲେ ରେଳ ଲାଇନ ଉପରେ ମୃତକଙ୍କ ବ୍ୟାଗ, ମୋବାଇଲ ଫୋନ ଥିବାରୁ ପୋଲିସ ପହଞ୍ଚିବା…
Archives


