Tag Archives: odisha

ସରି ସରି ଆସୁଛି ଭଞ୍ଜନଗର ଠାକୁରାଣୀ ଯାତ୍ରା; ଆଜି ବ୍ୟାଘ୍ରଦେବୀଙ୍କ ସିଂହବାହିନୀ ବେଶ, ବୁଧବାର ବାହୁଡ଼ା ସହ…

ଭଞ୍ଜନଗର,୧୯। ୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ମଙ୍ଗଳବାର ୨୪ ଦିନରେ ପହଞ୍ଚିଛି। ଆଜି ସଂଧ୍ୟା ୭ ଟା ୩୦ ମିନିଟରେ ବ୍ୟାଘ୍ରଦେବୀ ଏବଂ ଠାକୁରାଣୀଙ୍କ ସଂଧ୍ୟା ଆଳତି ହୋଇଥିଲା। ଏହି ସମୟରେ ଯାତ୍ରା କମିଟି ମୁଖ୍ୟ ଉପଦେଷ୍ଟା ତଥା…

ଡେପୁଟି କମିଶନର କରାଇଲେ ଶପଥ, ଦିଗପହଣ୍ଡି ଅଞ୍ଚଳରେ…

ଦିଗପହଣ୍ଡି,୧୯।୫(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର , ସ୍ବଚ୍ଛ ଓ ଆଦର୍ଶ ଜିଲା ରେ ପରିଣତ କରିବା ଉଦ୍ଦେଶ୍ୟରେ ମଙ୍ଗଳବାର ଠାରୁ ଗଞ୍ଜାମ ଜିଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ପ୍ରତ୍ୟେକ…

ଢୋଲପାସ ଜିଲାସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ: ଏମ୍ ଇଲେଭେନ୍‌କୁ ହରାଇ ଗୁମାବାହାଲ…

ଥୁଆମୂଳ ରାମପୁର, ୧୯।୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଡ୍ରି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଢୋଲପାସ ପଡ଼ିଆଠାରେ ଚାଲିଥିବା ପ୍ରତିଷ୍ଠିତ ଜିଲାସ୍ତରୀୟ ‘ରାଧାଗୋବିନ୍ଦ ନକ୍‌ଆଉଟ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ’ (ସିଜନ-୧) ମଙ୍ଗଳବାର ଭବ୍ୟ ସମାରୋହ ମଧ୍ୟରେ ଉଦଯାପିତ ହୋଇଯାଇଛି।…

କୁମ୍ଭାରକାନି ପମ୍ପରେ ଅସମ୍ଭାଳ ଭିଡ଼: ପୋଲିସ ସାମ୍ନାରେ ନିୟମକୁ ଫୁ’, ବୋତଲ-ଜାର୍‌ରେ ବୋହିନେଲେ…

ଥୁଆମୂଳ ରାମପୁର, ୧୯।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ ଉଗ୍ର ରୂପ ନେଇଛି। ଆଗକୁ ଏହା ଅଧିକ ଭୟଙ୍କର ସ୍ଥିତି ସୃଷ୍ଟି କରିବାର…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ ଚରମ ଅବହେଳାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ପ୍ରକାଶ ପାଇଛି। ପଞ୍ଚାୟତ…

ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…

ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ ଇନ୍ଧନର ମହଜୁଦ ସ୍ଥିତି ଓ ବିକ୍ରୟ ପ୍ରକ୍ରିୟାର ସରଜମିନ ଯାଞ୍ଚ କରିଛନ୍ତି। ଯାଞ୍ଚ…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡୁଥିବା ଅଭିଯୋଗ ହେଉଛି। ଶନିବାର ଗୋପାଳପୁର ଥାନା ଅଞ୍ଚଳରେ ଏକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି । ଦଳର ସଂଗଠନକୁ ଆହୁରି ମଜବୁତ କରିବା ସହ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ସ୍ଥିତି ସ୍ୱାଭାବିକ ଥିବା ନେଇ ପ୍ରେସ୍‌ମିଟ୍ ଜରିଆରେ ଆଶ୍ୱାସନା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା ସାଙ୍ଗକୁ ବଜ୍ରପାତର ଶିକାର ହୋଇ ଜଣେ ୨୫ ବର୍ଷୀୟ ଯୁବକଙ୍କ ପ୍ରାଣହାନି ଘଟିଛି।…

ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…

ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି ପୋଲିସ । ପୀଡିତାଙ୍କ ପରିବାରବର୍ଗଙ୍କ ଅଭିଯୋଗ ମୁତାବକ ଅଭିଯୁକ୍ତ ୨୮ବର୍ଷୀୟ ଯୁବକଜଣକ ପୀଡିତାଙ୍କ…

କର୍ମକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା: ନିଲମ୍ବିତ ହେଲେ ବରଗଡ଼ ବିଇଓ, ଡିଇଓ 

ବରଗଡ଼,୧୫।୫(ପ୍ରେମାନନ୍ଦ ଖମାରୀ)- କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଏବଂ ବିଭାଗରେ ଆର୍ଥିକ ଅନିୟମିତତା ଅଭିଯୋଗ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ମାମଲାରେ ଗିରଫ ହୋଇ ବରଗଡ଼ ଜିଲା କାରାଗାରରେ ରହିଥିବା ବରଗଡ଼ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?