ନିୟମଗିରି ସୁରକ୍ଷା ସମିତି ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ, ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…
କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, କୌଣସି ଏକ ମାମଲାର ଜାମିନ (ବେଲ୍) ସମ୍ପର୍କିତ କାର୍ଯ୍ୟ ସାରି ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…
ଚାପୁଡ଼ା ମାଡ଼ର ଭୟଙ୍କର ପ୍ରତିଶୋଧ! ଫାର୍ମହାଉସରେ ଗ୍ରାମ୍ୟ କମିଟି ସଭ୍ୟଙ୍କୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତ ‘ଦିଗା’ ଗିରଫ
ଦିଗପହଣ୍ଡି, ୧୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ତିଳେଶ୍ୱର ଗ୍ରାମର ପ୍ରମୁଖ ଗ୍ରାମ୍ୟ କମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମାନନ୍ଦ (ପ୍ରେମା) ବିଷୋୟୀଙ୍କୁ ହାଣି ହତ୍ୟା ଉଦ୍ୟମ କରିବା ଘଟଣାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ…
ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…
ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ…
ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍ ଗଲେ ରାଜମିସ୍ତ୍ରୀ
ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ କରି ବ୍ରହ୍ମପୁର ପୋକ୍ସୋ (POCSO) କୋର୍ଟକୁ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ…
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଘଟିଥିବା ବେଳେ ଜଣେ ‘ଇନଷ୍ଟା ଆଶିକ୍’ଙ୍କ ଏହି ହାଇଭୋଲଟେଜ୍ ଡ୍ରାମା…
ବିନା ଅନୁମତିରେ ସାଉଣ୍ଡ ବାଜିଲେ ଜବତ ହେବ ଡିଜେ ଗାଡ଼ି, ସିଧା ହେବେ ଗିରଫ: ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ
ପୁରୁଷୋତ୍ତମପୁର,୯।୯(ସବିତା ମିଶ୍ର): ଆଗାମୀ ପୂଜାପାର୍ବଣ ସମୟରେ ଶବ୍ଦ ପ୍ରଦୂଷଣ ରୋକିବା ପାଇଁ ପୁରୁଷୋତ୍ତମପୁର ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଉପଜିଲାପାଳଙ୍କ ବିନା ଅନୁମତିରେ କୌଣସି ସ୍ଥାନରେ ସାଉଣ୍ଡ କିମ୍ବା ଡିଜେ ବଜାଯାଇପାରିବ ନାହିଁ ବୋଲି ସ୍ପଷ୍ଟ କରାଯାଇଛି। ନିୟମ ଉଲ୍ଲଂଘନ…
ତୁରୁମୁଙ୍ଗା ଜାତୀୟ ରାଜପଥ କଡ଼ରୁ ହଟିଲା ଜବରଦଖଲ: ଚାଲିଲା ଜେସିବି, ଥଇଥାନ ଦାବି କଲେ ବ୍ୟବସାୟୀ
ପାଟଣା,୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ର ତୁରୁମୁଙ୍ଗା ବଜାର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ କଡ଼ରୁ ବୁଧବାର ବ୍ୟାପକ ଜବରଦଖଲ ଉଚ୍ଛେଦ କରାଯାଇଛି। ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ୨ଟି ଜେସିବି ସହାୟତାରେ…
ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ
ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ କଙ୍କୋରଡ଼ା ଗ୍ରାମରେ ଦାଦା ବଟି ମାଗି ମରଣାନ୍ତକ ଆକ୍ରମଣ ଓ ଟଙ୍କା…
ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା
ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (ଏସ୍ପି) ହରିଶ ବି. ସି. ଜନସାଧାରଣ ଓ ପୂଜା କମିଟିଗୁଡ଼ିକ ପାଇଁ ସୋମବାର…
ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…
ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ବରଗଡ଼ ଜିଲା…
ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ
ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି।…
ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍: ଅଭିଯୁକ୍ତ ଯୁବକ ଗିରଫ
ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଯୁବକଜଣକ ହେଲେ ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲା ଜାଲୁମୁରୁ ଥାନା…

