ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ ସମାରୋହର ଦ୍ବିତୀୟ ଦିବସ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ…
ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ…
ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ମା’ଙ୍କ ଦର୍ଶନ ନମନ୍ତେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଲାଗି ରହିବ।…
ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି ହୋମ, ପୂଜାର୍ଚ୍ଚନା କରିବା ସହ ଧାନମଣ୍ଡି ଶୁଭାରମ୍ଭ କରିଥିଲେ । ଦିଗପହଣ୍ଡି ବିଧାୟକ ଡ.…
ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର
ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ ପଟରୁ ଧକ୍କା ଦେଇ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଡ୍ରାଇଭର। ସୂଚନା…
ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ
ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟ ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ମହୋତ୍ସବର ଉଦ୍ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ…
ଛାତ ଉପରକୁ ଯାଇଥିବାବେଳେ ମାଙ୍କଡ କଲା ଆକ୍ରମଣ, ଉପରୁ ତଳକୁ ଖସି ପଡି ମହିଳା ଗୁରୁତର
ଦେବଗଡ,୨୩।୧୨(ଶଶାଙ୍କ ଶେଖର ଝାଙ୍କର): ମାଙ୍କଡ ଆକ୍ରମଣରେ ଦେବଗଡ ପୌରାଞ୍ଚଳର ଜଣେ ମହିଲା ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଦେବଗଡ଼ ପୌରାଞ୍ଚଳ ଖପର ସାହି ସୁମନ ମହାକୁଳ ସକାଳୁ ଘର ଛାତ ଉପରକୁ ଯାଇଥିବା ସମୟରେ ୧୦/୧୨ମାଙ୍କଡ଼ଙ୍କ ଏକ…
କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ମିଳୁନି ଚାନ୍ଦା, ଆୟ ସମ୍ପର୍କିତ ସତ୍ୟପାଠରୁ ସାମ୍ନାକୁ ଆସିଲା ବଡ଼ ତଥ୍ୟ
ଭୁବନେଶ୍ୱର, ୨୩।୧୨(ସୁନିତ୍ ମିଶ୍ର): ୨୦୨୪ ନିର୍ବାଚନରେ ପରାଜୟ ପରେ ବିଜେଡିକୁ ଆଉ ଚାନ୍ଦା(ଡୋନେଶନ) ମିଳୁନାହିଁ। କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ଚାନ୍ଦା ଦେବାକୁ କେହି ଆଗ୍ରହ ଦେଖାଉନାହାନ୍ତି। ୨୦୨୪-୨୫ ଆର୍ଥିକ ବର୍ଷରେ ବିଜେଡିକୁ ୬୦ କୋଟି ଟଙ୍କା ମିଳିଥିଲା। ହେଲେ…
୨୪ରେ ରାଜ୍ୟ କ୍ୟାବିନେଟ: ୭ଟି ପ୍ରସ୍ତାବକୁ ମିଳିପାରେ ଅନୁମୋଦନ
ଭୁବନେଶ୍ୱର,୨୩।୧୨(ରବିନାରାୟଣ ଜେନା): ରାଜ୍ୟର ସର୍ବାଙ୍ଗୀନ ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୨୪ ତାରିଖରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଅନୁଷ୍ଠିତ…
ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…
ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ କରିଥିବା ଜଣାପଡିଛି। ସେଗୁଡିକ ହେଉଛି ବଜାର ଦର…
ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ
ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ ପ୍ରକାଶ ପାଇଛି ତାଲିକା। ସେହିପରି ୩ଟି ଜିଲାର ୫ ନୂଆ ମ୍ୟୁନିସିପାଲିଟି ନେଇ ବିଜ୍ଞପ୍ତି…
ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ
ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା ସହ ବେକାରୀ ସମସ୍ୟା ଉତ୍କଟ ରୂପ ଧାରଣ କରିଥିବା ଦଳ ଅଭିଯୋଗ କରିଛି। ‘ଡବଲ…
ଭଞ୍ଜନଗର ଏନ୍ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍ଏସି ମାନ୍ୟତା ମିଳିଛି। ଆଜି ସନ୍ଧ୍ୟାରେ ଏହି ଖବର ଜଣାପଡିବା ପରେ ଅଞ୍ଚଳବାସୀ ଖୁସିବ୍ୟକ୍ତ କରିଛନ୍ତି। ଏଥିସହ ଭଞ୍ଜନଗର ବିଧାୟକ…
Archives


